Browsing Tag

#odisha

ରାଜ୍ୟର ବିଜେପି ସରକାର ଆସନ୍ତା ୨୦ ତାରିଖରେ ଏକ ବର୍ଷ ପୂର୍ତି ଉତ୍ସବ ପାଳିବ

ରାଜ୍ୟର ବିଜେପି ସରକାର ଆସନ୍ତା ୨୦ ତାରିଖରେ ଏକ ବର୍ଷ ପୂର୍ତି ଉତ୍ସବ ପାଳନ କରିବେ। ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ କହିଛନ୍ତି, ଉତ୍ସବରେ ଦେଢ଼ ଲକ୍ଷରୁ ଅଧିକ ଲୋକ ସାମିଲ ହେବେ। ଏହି ଉତ୍ସବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଯୋଗ ଦେବେ। ତେବେ କେଉଁଠାରେ ଉତ୍ସବ ପାଳନ ହେବ ସେ ନେଇ…

ନୂଆ ଦଳ ଗଢ଼ିପାରନ୍ତି ମସ୍କ

ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ବିଲିୟନେୟାର ଏଲନ୍ ମସ୍କଙ୍କ ‘ବ୍ରୋମାନ୍ସ’ (ନିବିଡ଼ ସମ୍ପର୍କ)ର ପରିସମାପ୍ତି ସହ ଏହା ଅତିମାତ୍ରାରେ ତିକ୍ତ ହୋଇଉଠିଛି। ଉଭୟ ଟ୍ରମ୍ପ ଓ ମସ୍କ ପରସ୍ପର ବିରୋଧରେ ଏକପ୍ରକାର ଯୁଦ୍ଧ ଘୋଷଣା କରିଥିବାରୁ ଏହା ସୋସିଆଲ୍‌ ମିଡିଆରେ  ଚର୍ଚ୍ଚାର ବିଷୟ…

କଂଗ୍ରେସ ସାଂସଦ ସୋନିଆ ଗାନ୍ଧୀ ଅସୁସ୍ଥ ,ଡାକ୍ତରଖାନାରେ ଭର୍ତ୍ତି

କଂଗ୍ରେସ ସାଂସଦ ସୋନିଆ ଗାନ୍ଧୀ ଅସୁସ୍ଥ ହୋଇପଡ଼ିଛନ୍ତି। ତାଙ୍କୁ ଚିକିତ୍ସା ପାଇଁ ସିମଲାର ଆଇଜିଏମସି ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବା ସୂଚନା ମିଳିଛି। ସୋନିଆ ହିମାଚଳପ୍ରଦେଶର ସିମଲା ଅନ୍ତର୍ଗତ ଚାରବ୍ରାରେ ଥିଲେ। ସେଠାରେ ସେ ହଠାତ ଅସୁସ୍ଥତା ଅନୁଭବ କରିବାରୁ ତାଙ୍କୁ ତୁରନ୍ତ…

ଲେଗ୍‌ ସ୍ପିନର୍‌ ପୀୟୂଷ ଚାୱଲା ସମସ୍ତ ଫର୍ମାଟ୍‌ରୁ ଅବସର ଘୋଷଣା କରିଛନ୍ତି

ଦୁଇ ଦଶନ୍ଧି ଧରି ଭାରତୀୟ କ୍ରିକେଟ୍‌ର ସେବା କରିଥିବା ଲେଗ୍‌ ସ୍ପିନର୍‌ ପୀୟୂଷ ଚାୱଲା ସମସ୍ତ ଫର୍ମାଟ୍‌ରୁ ଅବସର ଘୋଷଣା କରିଛନ୍ତି। ଏହି ଭେଟେରାନ୍‌ କ୍ରିକେଟର୍‌ ୨୦୦୭ ଆଇସିସି ଟ୍ବେଣ୍ଟି-୨୦ ବିଶ୍ବକପ୍‌ ଏବଂ ୨୦୧୧ ଦିଦିକିଆ ବିଶ୍ବକପ୍‌ ବିଜେତା ଦଳର ସଦସ୍ୟ ରହିଥିଲେ। ଶୁକ୍ରବାର ସେ…

ରେପୋ ହାର ୦.୫୦ ପ୍ରତିଶତ ହ୍ରାସ

ଭାରତୀୟ ରିଜର୍ଭ ବ୍ୟାଙ୍କର ଗଭର୍ଣ୍ଣର ସଞ୍ଜୟ ମାଲହୋତ୍ରାଙ୍କ ନେତୃତ୍ବାଧୀନ ମୁଦ୍ରାନୀତି କମିଟି ରେପୋ ହାରରେ ୦.୫୦ ପ୍ରତିଶତ ହ୍ରାସ କରିଛନ୍ତି। ଫଳରେ ଏହି ଗୁରୁତ୍ବପୂର୍ଣ୍ଣ ସୁଧ ହାର ୫.୫ ପ୍ରତିଶତକୁ ହ୍ରାସ ପାଇଛି। ଏହାର ପ୍ରଭାବରେ ଆଗାମୀ ଦିନରେ ଘର, ଗାଡ଼ି ଓ ବ୍ୟକ୍ତିଗତ କାର୍ଯ୍ୟ ଲାଗି…

ରଜରେ ତିନିଟିଯାକ ସିନେମାରେ କଣ୍ଠଦାନ କରିଛନ୍ତି କରିଛନ୍ତି ସୁଗାୟିକା ଅନ୍ତରା ଚକ୍ରବର୍ତ୍ତୀ

ଚଳିତ ବର୍ଷ ରଜରେ ମୁକ୍ତିଲାଭ କରୁଥିବା ତିନିଟିଯାକ ଓଡ଼ିଆ ଛବିରେ କଣ୍ଠଦାନ କରିବାର ସୁଯୋଗ ପାଇଛନ୍ତି ସୁଗାୟିକା ଅନ୍ତରା ଚକ୍ରବର୍ତ୍ତୀ। ରଜର ପ୍ରଥମ ସିନେମା ‘ଫାଷ୍ଟ ଲଭ୍’ରେ ସୋମେଶ ଶତପଥୀଙ୍କ ସଂଗୀତ ନିର୍ଦ୍ଦେଶନାରେ ସେ ଗାଇଛନ୍ତି ‘ଜୟ ହୋ..’। ଏଣେ ଅଭିଜିତ ମଜୁମ୍‌ଦାରଙ୍କ ସ୍ବର ସଂଯୋଜିତ…

ଶରୀର ପାଇଁ ଜରୁରୀ ଏହି ତିନି ଭିଟାମିନ

ଶରୀରକୁ ସୁସ୍ଥ ରଖିବା ପାଇଁ ଅନେକ ଭିଟାମିନ୍‍ ଏବଂ ଖଣିଜ ପଦାର୍ଥର ଆବଶ୍ୟକତା ରହିଛି । ଶରୀରରେ ଏହି ସବୁ ଭିଟାମିନ୍‍ ର ମାତ୍ରା କମ ରହିଲେ ସମଗ୍ର ବ୍ୟବସ୍ଥା ନଷ୍ଟ ହୋଇଯାଏ । ବ୍ୟସ୍ତବହୁଳ ଜୀବନ ଏବଂ ଅସ୍ୱାସ୍ଥ୍ୟକର ଖାଦ୍ୟପେୟ ଯୋଗୁଁ ଅଧିକାଂଶ ଲୋକ ଅତ୍ୟାବଶ୍ୟକ ଭିଟାମିନ୍‍ ଅଭାବରେ ପୀଡିତ…

ଆଜିର ରାଶିଫଳ

ବୁଧ ଓ ଶୁକ୍ରଙ୍କ ଲାଭ ଯୋଗର ପ୍ରଭାବ ସମସ୍ତ ରାଶି ବ୍ୟକ୍ତି ବିଶେଷଙ୍କ ଉପରେ ପଡିଥାଏ। ଗ୍ରହଙ୍କ ଚଳନ ଓ ଜୀବନରେ ଶୁଭ,ଅଶୁଭ ପ୍ରଭାବ କାରଣରୁ ବିଭିନ୍ନ ରାଶି ବ୍ୟକ୍ତି ବିଶେଷଙ୍କ ଉପରେ ଭିନ୍ନ ଭିନ୍ନ ପ୍ରଭାବ ପଡିଥାଏ । ବୁଧ ଓ ଶୁକ୍ର ଗ୍ରହ ଏକାଠି ହେବା ସହ ଶୁଭ ସ୍ଥିତିରେ ରହିବା କାରଣରୁ ଲାଭ…

ସୂର୍ଯ୍ୟଙ୍କ ସଦ୍ୟତମ ଫଟୋ ଜାରି କରିଛି ନାସା

ସୂର୍ଯ୍ୟଙ୍କ ସଦ୍ୟତମ ଫଟୋ ଜାରି କରିଛି ଆମେରିକାର ମହାକାଶ ଗବେଷଣା ସଂସ୍ଥା ନାସା। ଯେଉଁ ଫଟୋଟିରେ ସୂର୍ଯ୍ୟଙ୍କର ଏକ ଅଜବ ଦୃଶ୍ୟ ସାମ୍ନାକୁ ଆସିଛି। ସୂର୍ଯ୍ୟଙ୍କ ପୃଷ୍ଠରେ ଏକ ବିଶାଳ ମୁହଁ ସଦୃଶ ଗର୍ତ୍ତ ଦେଖିବାକୁ ମିଳିଛି, ଯାହାର ଆକାର ୫ଟି ବୃହସ୍ପତି ଗ୍ରହର ଆକାର ସହିତ ସମାନ। ଏହା ସହିତ…

ବର୍ଷାରେ ଭିଜିବ ସଜବାଜରୁ ଶେଷ ରଜ

ସପ୍ତାହକ ପରେ ଓଡ଼ିଶାର ଗଣପର୍ବ ରଜ । ଏଥର ରଜକୁ ମନଭରି ଉପଭୋଗ କରିବେ ଓଡ଼ିଶାବାସୀ । କାରଣ ଏଥର ରଜରେ ତାତି କମିବ, ବର୍ଷା ବଢିବ । ବର୍ଷାରେ ଭିଜିବ ସଜବାଜରୁ ଶେଷ ରଜ। କୋହଲା ପାଗରେ ଜମିବ କବାଡି ଓ ଦୋଳି ଖେଳ। ପାଣିପାଗ ବିଶେଷଜ୍ଞଙ୍କ ଆକଳନ ଅନୁସାରେ, ଆସନ୍ତା ସପ୍ତାହରେ ବଙ୍ଗୋପସାଗରରେ…