ଆରପାରିରେ ପୂର୍ବତନ ଭାଜପା ବିଧାୟକ ମହମ୍ମଦ ରଫିକ୍
ବରଗଡ଼ ଜିଲ୍ଲା ମେଲଛାମୁଣ୍ଡା ନିର୍ବାଚନ ମଣ୍ଡଳୀର ପୂର୍ବତନ ଭାଜପା ବିଧାୟକ ମହମ୍ମଦ ରଫିକ୍ଙ୍କ ଶୁକ୍ରବାର ବିୟୋଗ ହୋଇଛି। ମୃତ୍ୟୁ ବେଳକୁ ତାଙ୍କର ୭୧ ବର୍ଷ ହୋଇଥିଲା। ଭାଜପା ସଂଖ୍ୟାଲଘୁ ମୋର୍ଚ୍ଚାର ରାଜ୍ୟ ସଭାପତି ଭାବେ ମଧ୍ୟ ସେ କାମ କରିଥିଲେ।ମେଲଛାମୁଣ୍ଡା ନିର୍ବାଚନ ମଣ୍ଡଳୀର…