ରେପୋ ହାର ୫୦ ବେସିସ୍ ପଏଣ୍ଟ ହ୍ରାସ
କମିଲା ଭାରତୀୟ ରିଜର୍ଭ ବ୍ୟାଙ୍କ (ଆର୍ବିଆଇ) ରେପୋ ରେଟ୍। ଶୁକ୍ରବାର ଦିନ ପ୍ରମୁଖ ଋଣ ହାର ବା ରେପୋ ହାର ୫୦ ବେସିସ୍ ପଏଣ୍ଟ ହ୍ରାସ କରିଛି। ପୂର୍ବରୁ ୬% ରହିଥିବା ବେଳେ ତାହା ହ୍ରାସ ପାଇ ଏବେ ୫.୫ ପ୍ରତିଶତରେ ପହଞ୍ଚିଛି।
ଭାରତୀୟ ରିଜର୍ଭ ବ୍ୟାଙ୍କ୍ ବା ଆର୍ବିଆଇର ଗଭର୍ଣ୍ଣର…