ଟେଷ୍ଟ କ୍ରିକେଟରୁ ଅବସର ଘୋଷଣା କଲେ ଭାରତର କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ୍ ବିରାଟ
ଯାହା ଆଶଙ୍କା କରାଯାଉଥିଲା, ତାହା ସତ ହେଲା। ଟେଷ୍ଟ କ୍ରିକେଟରୁ ଅବସର ଘୋଷଣା କଲେ ଭାରତର କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ୍ ବିରାଟ କୋହଲି। ସୋସିଆଲ ମିଡିଆରେ ଏକ ପୋଷ୍ଟ ସେୟାର କରି କୋହଲି ଟେଷ୍ଟ କ୍ରିକେଟରୁ ଅବସର ନେଉଥିବା ଘୋଷଣା କରିଛନ୍ତି। କୋହଲିଙ୍କ ଅବସର ସହିତ, ଏକ ଯୁଗର ଅନ୍ତ…