Browsing Tag

#odisha

Vivo ଲଞ୍ଚ କଲା ୭୨୦୦mAh ବ୍ୟାଟେରୀ ସହିତ ଏକ ଆଫର୍ଡେବଲ୍ ଫୋନ୍ , ଜାଣନ୍ତୁ କଣ ରହିଛି ଫିଚର୍ସ

Vivo ଲଞ୍ଚ କଲା ଏକ ପାୱାରଫୁଲ୍ ସ୍ମାର୍ଟଫୋନ୍ । Vivo ଏକ ୭୨୦୦mAh ବ୍ୟାଟେରୀ ସହିତ ଏକ ଆଫର୍ଡେବଲ୍ ଫୋନ୍ ଲଞ୍ଚ କରିଛି । ଯାହାର ନାମ ହେଉଛି Vivo Y500i ।  ଏହି Vivo Y-ସିରିଜ୍ ଫୋନଟି ୧୨GB RAM ଏବଂ ୫୧୨GB ଷ୍ଟୋରେଜ୍ ସହିତ ଅନେକ ପାୱାରଫୁଲ୍ ଫିଚର୍ସ ସହିତ ଆସିଥାଏ । Y500i ନାମକ, ଏହା…

ଇରାନରେ ସରକାରୀ ବିରୋଧୀ ଆନ୍ଦୋଳନ,ମୃତ୍ୟୁ ସଂଖ୍ୟା ୨୦୦୦ ଅତିକ୍ରମ

ଇରାନରେ ସରକାରୀ ବିରୋଧୀ ଆନ୍ଦୋଳନ ଜାରି ରହିଛି। ଏହି ଆନ୍ଦୋଳନରେ ମୃତ୍ୟୁ ସଂଖ୍ୟା ୨୦୦୦ ଅତିକ୍ରମ କଲାଣି। ଏନେଇ ଜଣେ ଇରାନୀ ଅଧିକାରୀ ସୂଚନା ଦେଇଥିବା ଅନ୍ତର୍ଜାତୀୟ ଖବର ସରବରାହ ସଂସ୍ଥା ରୟଟର୍ସ କହିଛି। ଆନ୍ଦୋଳନକାରୀଙ୍କ ମୃତ୍ୟୁ ସଂଖ୍ୟା ଦ୍ରୁତ ଗତିରେ ବୃଦ୍ଧି ପାଉଛି ବୋଲି ମିଡିଆରେ ଖବର…

‘‘ମର୍ଦ୍ଦାନୀ ୩’’ ର ଟ୍ରେଲର ରିଲିଜ୍

ଚଳିତ ନୂଆ ବର୍ଷ ଫିଲ୍ମପ୍ରେମୀଙ୍କ ପାଇଁ ଏଣ୍ଟରଟେନମେଣ୍ଟରେ ପରିପୂର୍ଣ୍ଣ ହେବ । YRF ‘‘ମର୍ଦ୍ଦାନୀ ୩’’ ଟ୍ରେଲର ରିଲିଜ୍ କରିଥିବାବେଳେ ଜାନୁଆରୀ ୩୦ ତାରିଖରେ ଫିଲ୍ମଟି ରିଲିଜ୍ ହେବାକୁ ଯାଉଛି । ଟ୍ରେଲର ରିଲିଜ୍ ହେବା ସହିତ ଏହାର ନିର୍ମାତା କହିଛନ୍ତି ଯେ, ଫିଲ୍ମଟି ସତ୍ୟ ଘଟଣା ଉପରେ…

ରୁପା ଦର କିଲୋଗ୍ରାମ ପିଛା ୫ ହଜାର ଟଙ୍କା ବୃଦ୍ଧି

ବଜାରରେ ସୁନା ଓ ରୁପା ଦର ଗତ କିଛିମାସ ହେଲା ମାତ୍ରାଧିକ ହାରରେ ବଢ଼ିବାରେ ଲାଗିଛି। ମଙ୍ଗଳବାର ରୁପା ଦର କିଲୋଗ୍ରାମ ପିଛା ଭୁବନେଶ୍ବର ବଜାରରେ ୫ ହଜାର ଟଙ୍କା ବୃଦ୍ଧି ପାଇ ୨,୯୨,୦୦୦ ଟଙ୍କାରେ ପହଞ୍ଚିଛି। ଗତ ୧୦ ତାରିଖରେ ରୁପା ଦର ୭୦୦୦, ୧୨ ତାରିଖରେ ୧୨୦୦୦ ଟଙ୍କା ବଢ଼ିଥିବାବେଳେ ଆଜି…

ବାଂଲାଦେଶ ଏବେ ଭାରତରେ ଏହାର ସମସ୍ତ ନିର୍ଦ୍ଧାରିତ ମ୍ୟାଚ୍ ଖେଳିବାକୁ ବାଧ୍ୟ

ବାଂଲାଦେଶ କ୍ରିକେଟ ବୋର୍ଡକୁ ବଡ଼ ଝଟକା ଦେଇଛି ICC । ଆନ୍ତର୍ଜାତୀୟ କ୍ରିକେଟ ପରିଷଦ କହିଛି ଯେ, ଟି-୨୦ ବିଶ୍ୱକପ୍ ମ୍ୟାଚ୍ ଭାରତ ବାହାରକୁ ସ୍ଥାନାନ୍ତର କରିବା ପାଇଁ ବାଂଲାଦେଶର ଦାବି ଗ୍ରହଣ କରାଯିବ ନାହିଁ । ବାଂଲାଦେଶ ଦଳ ଭାରତରେ କୌଣସି ଗମ୍ଭୀର ବିପଦର ସମ୍ମୁଖୀନ ହେଉନାହିଁ । ଆଉ…

ଆସନ୍ତା ୧୮ ତାରିଖ ଭିତରେ ମିଳିବ ସୁଭଦ୍ରା ଟଙ୍କା

ସୁଭଦ୍ରା ଯୋଜନାକୁ ନେଇ ଏକ ବଡ ଖବର ସାମ୍ନାକୁ ଆସିଛି। ଆସନ୍ତା ୧୮ ତାରିଖ ଭିତରେ ସୁଭଦ୍ରା ଟଙ୍କା ମିଳିବା ନେଇ ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି । ଏଯାବତ ସୁଭଦ୍ରା ଯୋଜନାରେ ମୋଟ ୪ ଲକ୍ଷ ୫୭ ହଜାର ୬୮୧ଜଣ ମହିଳା ସାମିଲ ହୋଇସାରିଛନ୍ତି । ତାଙ୍କ ଭିତରୁ ନୂଆକରି ୧…

ଚଳିତମାସ ୧୭ରୁ ଦେଶରେ ପ୍ରଥମ ଥର ବନ୍ଦେ ଭାରତ ସ୍ଲିପର ଟ୍ରେନ୍‌ର ଚଳାଚଳ ଆରମ୍ଭ

ଚଳିତମାସ ୧୭ରୁ ଦେଶରେ ପ୍ରଥମ ଥର ବନ୍ଦେ ଭାରତ ସ୍ଲିପର ଟ୍ରେନ୍‌ର ଚଳାଚଳ ଆରମ୍ଭ ହେବାକୁ ଯାଉଛି। କଲକାତା (ହାୱଡା)ରୁ ଗୁଆହାଟୀ ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି ଟ୍ରେନ୍‌କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଉଦ୍‌ଘାଟନ କରିବାର କାର୍ଯ୍ୟକ୍ରମ ରହିଛି। ତେବେ ଏହି ଟ୍ରେନ୍‌ର ବିଶେଷତ୍ବ ହେଉଛି…

ଷ୍ଟେସନରେ ଲାଗିଲା ନିଆଁ , ଷ୍ଟେସନ ମାଷ୍ଟର, ଡିଟିସି ଚାମ୍ବରରୁ ନେଇ ଟିକେଟ କାଉଣ୍ଟର ଓ ରେଲୱେ ଲାଇନ କ୍ଷତିଗ୍ରସ୍ତ

ଷ୍ଟେସନରେ ଲାଗିଛି ନିଆଁ । ଝାରସୁଗୁଡ଼ା ରେଳ ଷ୍ଟେସନରେ ଭୟାନକ ଅଗ୍ନିକାଣ୍ଡ । ନିଆଁ ଲିଭା କାର୍ଯ୍ୟରେ ଦମକଳ ବାହିନୀକୁ ନିୟୋଜିତ କରାଯାଇଛି। ବର୍ତ୍ତମାନ ସୁଦ୍ଧା ନିଆଁ ଆୟତ୍ତ ହୋଇନଥିବା ସୂଚନା ମିଳିଛି ।ଖବର ଅନୁଯାୟୀ, ମଙ୍ଗଳବାର ସକାଳ ସମୟରେ ଝାରସୁଗୁଡ଼ା ରେଳ ଷ୍ଟେସନରେ ହଠାତ୍ ନିଆଁ…

ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ନବାଙ୍କ ବେଶ

କାଲି ମକର ସଂକ୍ରାନ୍ତି । ଏହାର ଠିକ୍ ପୂର୍ବଦିନ ଅର୍ଥାତ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ନବାଙ୍କ ବେଶ । ଏହାସହ ଚାଉଳ ମେଳାଣ ଓ ଫୁଲ ମେଳାଣ ଉତ୍ସବ ଅନୁଷ୍ଠିତ ହେଉଛି। ସନ୍ଧ୍ୟା ଆଳତି ବେଶରେ ମାଳଚୂଳମାନ ଖୁଣ୍ଟିଆ ଓ ପୁଷ୍ପାଳକ ସେବକଙ୍କ ସହାୟତାରେ ଠାକୁର ମାନଙ୍କୁ ଲାଗି କରାଯାଇଥାଏ । ଆଜି…

ଘରୋଇ ଉପାୟରେ କିପରି ନେବେ ଓଠର ଯତ୍ନ

ଶୀତଦିନେ ଆସିଲେ ଆମ ଚେହେରା ତ୍ୱଚାରେ ଅନେକ ପରିବର୍ତ୍ତନ ଦେଖାଯାଏ । କାରଣ ଏହି ଦିନରେ ଅନେକ ପରିବର୍ତ୍ତନ ଦେଖାଯାଏ ।  ଥଣ୍ଡା ପବନ ଏବଂ  ଶୁଷ୍କ ପାଣିପାଗ ଯୋଗୁଁ ଆମ ତ୍ୱଚାରେ ଅନେକ ପରିବର୍ତ୍ତନ ଦେଖାଦିଏ । କିନ୍ତୁ ଆପଣ କେବେ ଚିନ୍ତା କରିଛନ୍ତି କି, ଶୀତଦିନେ ଶରୀରର ଅନ୍ୟ ଅଙ୍ଗ ଅପେକ୍ଷା…