ଓପିଏସ୍ସି ର ମେନ୍-୨୦୨୩ର ଆନ୍ଥ୍ରୋପୋଲୋଜି ପରୀକ୍ଷା ପୁଣି ଥରେ ଆୟୋଜନ ହେବ
ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍ସି) ଦ୍ବାରା ପରିଚାଳିତ ସିଭିଲ ସର୍ଭିସ୍ ସେବା ମେନ୍-୨୦୨୩ର ଆନ୍ଥ୍ରୋପୋଲୋଜି ପରୀକ୍ଷା ପୁଣି ଥରେ ଆୟୋଜନ ହେବ। ଏହି ପରୀକ୍ଷା ଆସନ୍ତା ୧୪ ତାରିଖରେ କରାଯିବ ବୋଲି ଓପିଏସ୍ସି କର୍ତ୍ତୃପକ୍ଷ ତରଫରୁ ବିଜ୍ଞପ୍ତି ଜରିଆରେ ସୂଚନା ଦିଆଯାଇଛି। ଓପିଏସ୍ସି…