ଶିଶୁ ବାଟିକା, ପ୍ରଥମ ଓ ଦ୍ୱିତୀୟ ଶ୍ରେଣୀ ପିଲାମାନଙ୍କ ଶିକ୍ଷା ପାଇଁ ଦିଆଯିବ ‘ଯାଦୁପେଡି
ଶିଶୁ ବାଟିକା, ପ୍ରଥମ ଓ ଦ୍ୱିତୀୟ ଶ୍ରେଣୀ ପିଲାମାନଙ୍କ ଶିକ୍ଷା ପାଇଁ ଦିଆଯିବ ‘ଯାଦୁପେଡି’ । ଏନସିଇଆରଟି ଦ୍ୱାରା ପ୍ରସ୍ତୁତ ଏହି କିଟ୍କୁ ରାଜ୍ୟର ୪୫ ହଜାର ସ୍କୁଲକୁ ଦିଆଯିବ । ଏନେଇ ଖର୍ଚ୍ଚ ହେବ ପ୍ରାୟ ୯୦ କୋଟି । ପିଲାଙ୍କ ‘ଯାଦୁପେଡି’ ଦେଖିଲେ ମୁଖ୍ୟମନ୍ତ୍ରୀ । ପିଲାମାନଙ୍କୁ…