ବିଦେଶୀ ନାଗରିକଙ୍କ ରାସନ କାର୍ଡ କଟାଯିବ
ଓଡ଼ିଶାରେ ପାକିସ୍ଥାନୀ, ବାଲାଂଦେଶୀ,ମିଆଁମାରର ନାଗରିକ ବସବାସ କରିବା ସହିତ ରାସନ କାର୍ଡ ହାତେଇଛନ୍ତି । ସେମାନଙ୍କର ଭୋଟର କାର୍ଡ ଏବଂ ଆଧାର କାର୍ଡ ମଧ୍ୟ ରହିଛି। ସେମାନଙ୍କୁ ଖୁବଶୀଘ୍ର ଚିହ୍ନଟ କରାଯାଇ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଏସବୁ ବିଦେଶୀ ନାଗରିକଙ୍କ ରାସନ କାର୍ଡ…