Browsing Tag

#odisha

ଗୋଲ୍‌ଡେନ୍‌ ସ୍ପାଇକ୍‌ ମିଟ୍‌ ର ମୁକୁଟ ପିନ୍ଧିଲେ ଜାଭଲିନ୍‌ ‌ଥ୍ରୋ ସୁପରଷ୍ଟାର୍‌ ନୀରଜ ଚୋପ୍ରା

ଭାରତୀୟ ଜାଭଲିନ୍‌ ‌ଥ୍ରୋ ସୁପରଷ୍ଟାର୍‌ ନୀରଜ ଚୋପ୍ରା ମଙ୍ଗଳବାର ଗୋଲ୍‌ଡେନ୍‌ ସ୍ପାଇକ୍‌ ମିଟ୍‌ ପଦାର୍ପଣରେ ବିଜେତା ହୋଇଛନ୍ତି। ଚେକ୍‌ଗଣରାଜ୍ୟରେ ଆୟୋଜିତ ଏହି ପ୍ରତିଯୋଗିତା ଜିତି ସେ ଲଗାତାର ଦୁଇଟି ଶୀର୍ଷସ୍ତରୀୟ ପ୍ରତିଯୋଗିତାରେ ବିଜୟୀ ହେବାର ଗୌରବ ଅର୍ଜନ କରିଛନ୍ତି। ଚଳିତ…

ଅଣସର ଘରେ ସୁସ୍ଥ ପରେ ମହାପ୍ରଭୁଙ୍କର ଆଜି ବନକଲାଗି ନୀତି

ଅଣସର ଘରେ ସୁସ୍ଥ ପରେ ମହାପ୍ରଭୁଙ୍କର ଆଜି ବନକଲାଗି ନୀତି । ଦତ୍ତ ମହାପାତ୍ର ସେବାୟତଙ୍କ ଦ୍ଵାରା ଏହି ନୀତି ସମ୍ପନ୍ନ ହେବ । ଆସନ୍ତାକାଲି ସକାଳୁ ନେତ୍ରୋତ୍ସବ ଏବଂ ନବଯୌବନ ଦର୍ଶନର ସାନ୍ନିଧ୍ୟ ଲାଭ କରିବେ ଭକ୍ତ । କାଲି ସକାଳ ୬ଟାରେ ଚକାଅପସର, ୬ଟା ୧୦ରେ ମଙ୍ଗଳଆଳତୀ, ମଇଲମ, ଅବକାଶ ଓ…

ଏହି 3 ରାଶି ହେବେ ଭାଗ୍ୟଶାଳୀ

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ଶୁକ୍ର ମଙ୍ଗଳଙ୍କ ରାଶି ମେଷ ରାଶିରେ ଚଳନ କରି ସାରିଛନ୍ତି । ଫଳରେ ଧନଶକ୍ତି ରାଜଯୋଗ ସୃଷ୍ଟି ହେବାକୁ ଯାଉଛି । ଏହାର ପ୍ରଭାବରେ କିଛି ରାଶି ବ୍ୟକ୍ତି ବିଶେଷ ଭାଗ୍ୟଶାଳୀ ହେବେ । ଶକ୍ତିଶାଳୀ ଧନଶକ୍ତି ରାଜଯୋଗ ଫଳରେ ଅତ୍ୟନ୍ତ ଶୁଭଫଳ ପ୍ରାପ୍ତି ହେବ । ଏହି ଯୋଗ…

ଜୁନ 25 ରେ ରାଜ୍ୟ ସରକାର ସମ୍ବିଧାନ ହତ୍ୟା ଦିବସ ପାଳନ କରିବେ

ରାଜ୍ୟ ସରକାର ସମ୍ବିଧାନ ହତ୍ୟା ଦିବସ ପାଳନ କରିବେ | ଭୁବନେଶ୍ଵର ରେଳ ଅଡିଟରିୟମରେ ପାଳିତ ହେବ ରାଜ୍ୟସ୍ତରୀୟ ସମ୍ବିଧାନ ହତ୍ୟା ଦିବସ କାର୍ଯକ୍ରମ | ରାଜନୀତି ବିଜ୍ଞାନର ଛାତ୍ରଛାତ୍ରୀମାନେ ଏହି କାର୍ଯ୍ୟକ୍ରମରେ ଭାଗ ନେବେ | ଏନେଇ ସୂଚନା ଦେଇ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ…

ଭାରତକୁ  ୫ ଓ୍ବିକେଟରେ ହରାଇ ଇଂଲଣ୍ଠ

ହେଡିଙ୍ଗଲେ ଟେଷ୍ଟରେ ଇଂଲଣ୍ଡ ଭାରତକୁ  ୫ ଓ୍ବିକେଟରେ ହରାଇ ଦେଇଛି । ଏହା ସହିତ ୫ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜରେ ୧-୦ରେ ଆଗୁଆ ହୋଇଯାଇଛି ଇଂଲଣ୍ଡ । ଏହି ମ୍ୟାଚରେ ବିଜୟ ପାଇଁ ଇଂଲଣ୍ଡ ଆଗରେ ୩୭୧ ରନର ଲକ୍ଷ୍ୟ ରଖିଥିଲା ଭାରତ । ଏହି ଲକ୍ଷ୍ୟକୁ ଇଂଲଣ୍ଡ ୫ ଓ୍ବିକେଟ ହରାଇ ହାସଲ…

୪ ଡେସିମିଲରୁ କମ୍ ଜମି ଥିବା ବ୍ୟକ୍ତିଙ୍କୁ ଘର କରିବା ପାଇଁ ଜମି ଯୋଗାଇଦେବେ ସରକାର

୪ ଡେସିମିଲରୁ କମ୍ ଜମି ଥିବା ବ୍ୟକ୍ତିଙ୍କୁ ଘର କରିବା ପାଇଁ ଜମି ଯୋଗାଇଦେବେ ସରକାର । କାରଣ ସେମାନଙ୍କୁ ମଧ୍ୟ ଭୂମିହୀନ ଭାବେ ବିଚାର କରାଯିବ । ପୂର୍ବରୁ ରାଜ୍ୟରେ ଭୂମିହୀନଙ୍କ ସର୍ଭେ ସରିଛି । ଗ୍ରାମାଞ୍ଚଳରେ ଆଦୌ ଜମି ନଥିବା ପରିବାର ଚିହ୍ନଟ କରିବାକୁ ଗତବର୍ଷ ୧୬ ଅଗଷ୍ଟରୁ ୩୧ ଅକ୍ଟୋବର…

ପ୍ରଶାନ୍ତ ମହାସାଗରରେ ବୁଡ଼ିଗଲା ୨୧୦୦ଟି ଯାନବାହନ ବୋଝେଇ ମାଲବାହୀ ଜାହାଜ

ପ୍ରଶାନ୍ତ ମହାସାଗରରେ ଜୁନ ମାସ ଆରମ୍ଭରେ ନିଆଁ ଲାଗିଥିବା ଏକ ମାଲବାହୀ ଜାହାଜ ବୁଡ଼ି ଯାଇଛି। ମର୍ଣ୍ଣିଂ ମିଡାସ୍ ନାମକ ଜାହାଜ ନିଆଁ ଲାଗିବା ପରେ ପରିତ୍ୟକ୍ତ ହୋଇଯାଇଥିଲା। ୨ ହଜାର ୧୦୦ଟି ଯାନବାହାନ ନେଇ ଯାଉଥିବା ଏହି ଜାହାଜରେ ୮୦୦ଟି ଇଲେକ୍ଟ୍ରିକ ଯାନ ମଧ୍ୟ ଥିଲା। ଜାହାଜ କମ୍ପାନୀ…

ନାଲି ଆଖି ଦେଖାଇ ପୁଣି ଥରେ ଭାରତକୁ ଯୁଦ୍ଧ ଧମକ ଦେଇଛି ପାକିସ୍ତାନ

ପାକିସ୍ତାନ ପିପୁଲ୍ସ ପାର୍ଟି ନେତା ଏବଂ ପୂର୍ବତନ ବୈଦେଶିକ ମନ୍ତ୍ରୀ ବିଲାୱଲ ଭୁଟ୍ଟୋ ଜର୍ଦ୍ଦାରୀ ପୁଣି ଥରେ ଭାରତ ବିରୁଦ୍ଧରେ ବିଷ ଓଗାଳିଛନ୍ତି। ବିଲାୱଲ ଭୁଟ୍ଟୋ ଜର୍ଦ୍ଦାରୀ ପୁଣି ଥରେ ନାଲି ଆଖି ଦେଖାଇ ଭାରତକୁ ଧମକ ଦେଇଛନ୍ତି। ନିକଟରେ ଗୃହମନ୍ତ୍ରୀ ଅମିତ ଶାହ ସ୍ପଷ୍ଟ…

ଆମେରିକାରେ ସରକାରୀ କର୍ମଚାରୀଙ୍କୁ ହ୍ୱାଟ୍ସଆପ୍‌ ନିଷେଧ

ଇରାନ ପରେ ଏବେ ଆମେରିକା ସଂସଦ ସମସ୍ତ ସରକାରୀ ଡିଭାଇସରୁ ହ୍ୱାଟ୍ସଆପ୍‌କୁ ନିଷିଦ୍ଧ କରିଛି। ରିପୋର୍ଟ ଅନୁସାରେ, ଡାଟା ସୁରକ୍ଷା ଏବଂ ସାଇବର ସୁରକ୍ଷା ସହ ଜଡ଼ିତ ବିପଦ ଏହି ନିଷ୍ପତ୍ତି ପଛର ମୁଖ୍ୟ କାରଣ ବୋଲି କୁହାଯାଉଛି। ତେବେ ଏଠାରେ ପ୍ରଶ୍ନ ଉଠୁଛି ଯେ, କ’ଣ ଆମେରିକା ସରକାର ଏବେ ଆଉ ନିଜ…

ମହାପ୍ରଭୁଙ୍କ ମୋଦକ ଚୋରି ହୋଇନାହିଁ – ଆଇନ ମନ୍ତ୍ରୀ

ଅଣସର ଘରେ ଶ୍ରୀଜୀଉଙ୍କ ପାଇଁ ଉଦ୍ଦିଷ୍ଟ ଦଶମୂଳ ମୋଦକ ଚୋରି ହେବା ଘଟଣାରେ ମୁହଁ ଖୋଲିଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ  ।  ମନ୍ତ୍ରୀ କହିଛନ୍ତି, ମହାପ୍ରଭୁଙ୍କ ମୋଦକ ଚୋରି ହୋଇନାହିଁ , ମୋଦକ ଗଣାହୁଏନାହିଁ  ବରଂ ଏହି ପ୍ରସଙ୍ଗକୁ ଅଯଥା ଚର୍ଚ୍ଚାକୁ ଅଣାଯାଉଛି । କିଛି ଦଇତା ସେବକ…