Browsing Tag

#odisha

ହଂକଂରେ ସରକାରୀ କମ୍ପ୍ଲେକ୍ସ୍‌ରେ ଭୟଙ୍କର ନିଆଁ , ୪୪ ମୃତ

ହଂକଂରେ ଭୟଙ୍କର ଅଗ୍ନିକାଣ୍ଡ । ହଂକଂର ତାଇପୋ ଅଞ୍ଚଳରେ ଥିବା ଏକ ସରକାରୀ କମ୍ପ୍ଲେକ୍ସ୍‌ରେ ଭୟଙ୍କର ନିଆଁ ଲାଗିଛି ।  ୮ଟି ବ୍ଲକ୍‌ରୁ ୭ଟିରେ ନିଆଁ ବ୍ୟାପି ଯିବାରୁ ଅତି କମ୍‌ରେ ୪୪ ଜଣଙ୍କର ମୃତ୍ୟୁ ହୋଇଛି । ଏକାଧିକ ଆହତ ହୋଇଥିବା ବେଳେ ୩୦୦ ଜଣ ନିଖୋଜ  ଥିବା ଜଣାପଡ଼ିଛି। ମୃତକଙ୍କ ମଧ୍ୟରେ…

ଆଜିର ରାଶିଫଳ

ମେଷ: ଭ୍ରାତୃ ସ୍ନେହ ଅତୁଟ ରହିବ। ଆୟର ସ୍ବଳ୍ପତା ଦୃଷ୍ଟିରୁ ବ୍ୟୟ ଭାରକୁ କମାଇ ଦେଇପାରନ୍ତି। ସୁସ୍ଥ ଓ ନିରାମୟ ରହିବେ। ଚତୁର ଓ ଶତ୍ରୁହନ୍ତା ହୋଇପାରନ୍ତି। ଚାକିରି କ୍ଷେତ୍ରରେ ସମସ୍ତଙ୍କ ପ୍ରିୟପାତ୍ର ହେବେ। ବୃଷ: କର୍ମଚଞ୍ଚଳ ରହିବେ। କନ୍ୟା ସନ୍ତାନ ପାଇଁ ଗର୍ବ ଅନୁଭବ କରିବେ।…

ପ୍ରାୟ ଗୋଟିଏ ସପ୍ତାହର ବ୍ୟବଧାନ ପରେ ପୁଣି ଥରେ ଶୀତ ଆରମ୍ଭ

ଚଳିତ ବର୍ଷ ବିଳମ୍ବରେ ଶୀତର ଆଗମନ ହୋଇଥିବା ବେଳେ ଏକପ୍ରକାର ଲୁଚକାଳି ଖେଳ ଖେଳୁଛି। ପ୍ରାୟ ଗୋଟିଏ ସପ୍ତାହର ବ୍ୟବଧାନ ପରେ ପୁଣି ଥରେ ଶୀତ ଆରମ୍ଭ ହୋଇଯାଇଛି। ଲୋକେ ଗରମ ପୋଶାକ ଓ ନିଆଁ ପାଖରେ ବସିବାକୁ ମନ କରୁଛନ୍ତି। କନ୍ଧମାଳ ସମେତ ସମେତ ଆଭ୍ୟନ୍ତରୀଣ ଜିଲ୍ଲାଗୁଡ଼ିକରେ ଶୀତର ପ୍ରଭାବ…

ଡିସେମ୍ବର ୧ ତାରିଖରୁ ଭକ୍ତ ଓ ଶ୍ରଦ୍ଧାଳୁଙ୍କ ପାଇଁ ଖୋଲିବ ପୁରୀର ଶ୍ରୀ ଗୁଣ୍ଡିଚା ମନ୍ଦିର

ପୁରୀର ଶ୍ରୀ ଗୁଣ୍ଡିଚା ମନ୍ଦିର ଆସନ୍ତା ଡିସେମ୍ବର ୧ ତାରିଖରୁ ଭକ୍ତ ଓ ଶ୍ରଦ୍ଧାଳୁଙ୍କ ପାଇଁ ଖୋଲିବ। ବୁଧବାର ପୁରୀ ଜିଲାପାଳ ଦିବ୍ୟଜ୍ୟୋତି ପରିଡା ଏହି ସୂଚନା ଦେଇଛନ୍ତି। ପ୍ରଶାସନ ପକ୍ଷରୁ ଶ୍ରୀ ଗୁଣ୍ଡିଚା ମନ୍ଦିର ନିକଟରୁ ଜବରଦଖଲ ହଟାଯିବା ସହ ଶ୍ରଦ୍ଧାଳୁଙ୍କ ଦର୍ଶନ ପାଇଁ ଆବଶ୍ୟକୀୟ…

ସକାଳର ଏହି ସବୁ ଅଭ୍ୟାସ ପିଲାଙ୍କୁ କରିବ ସୁସ୍ଥ

ସକାଳ ହେଉଛି ଦିନର ଏକ ଗୁରୁତ୍ୱପୂର୍ଣ୍ଣ ଅଂଶ, ବିଶେଷକରି ପିଲାମାନଙ୍କ ପାଇଁ। ଉଠିବା ପରେ ଆପଣଙ୍କ ପିଲା ଯାହା କରେ ତାହା ସାରା ଦିନ ସେମାନଙ୍କର ଚିନ୍ତାଧାରା, ଶିକ୍ଷଣ ଏବଂ ଆଚରଣକୁ ପ୍ରଭାବିତ କରିପାରେ। ବିଶେଷଜ୍ଞମାନେ କୁହନ୍ତି ଯେ ଏକ ସୁନ୍ଦର ସକାଳର ରୁଟିନ୍ ମସ୍ତିଷ୍କର କାର୍ଯ୍ୟକୁ…

ଦକ୍ଷିଣ ଥାଇଲ୍ୟାଣ୍ଡରେ ପ୍ରବଳ ବର୍ଷା ପରେ ଭୟଙ୍କର ବନ୍ୟା , ଜରୁରୀକାଳୀନ ପରିସ୍ଥିତି ଘୋଷଣା

ଦକ୍ଷିଣ ଥାଇଲ୍ୟାଣ୍ଡରେ ପ୍ରବଳ ବର୍ଷା ପରେ ଭୟଙ୍କର ବନ୍ୟା ସୃଷ୍ଟି । ଫଳରେ ପର୍ଯ୍ୟଟନ ସହର ହାଟ ୟାଇ ଜଳମଗ୍ନ । ଘର ବାହାରେ ଅଣ୍ଟାଏ ଅଣ୍ଟାଏ ପାଣି । ରାସ୍ତାଘାଟ ବୁଡ଼ିବା ସହ ଘର ଦୁଆର ପାଣିରେ ଉବୁଟୁବୁ । ସ୍ଥିତି ଏମିତି ହୋଇଛି ମଙ୍ଗଳବାର ଦିନ ସୋଙ୍ଗ୍ଲା ପ୍ରଦେଶରେ ଜରୁରୀକାଳୀନ ପରିସ୍ଥିତି…

ଘରୋଇ ହିଂସାର ଶିକାର ହେଲେ ବଲିଉଡ ଅଭିନେତ୍ରୀ ସେଲିନା ଜେଟଲି, ୫୦ କୋଟି କ୍ଷତିପୂରଣ ଦେବାକୁ ଦାବି

ଘରୋଇ ହିଂସାର ଶିକାର ହେଲେ ବଲିଉଡ ଅଭିନେତ୍ରୀ ସେଲିନା ଜେଟଲି । ସ୍ୱାମୀଙ୍କ ବିରୋଧରେ ଅଭିଯୋଗ ଆଣି କୋର୍ଟଙ୍କ ହେଲେ ଦ୍ୱାରସ୍ଥ । ୫୦ କୋଟି କ୍ଷତିପୂରଣ ଦେବାକୁ ଦାବି କରିଛନ୍ତି । ହେଲେ ଏସବୁ ମଧ୍ୟରେ ଅଭିନେତ୍ରୀ ଅତ୍ୟନ୍ତ ଭାବପ୍ରବଣ ପୋଷ୍ଟ ସେୟାର କରିଛନ୍ତି। ଆସନ୍ତୁ ଜାଣିବା ଏହି…

ଗୌହାଟୀରେ ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ରେ ଭାରତର ଲଜ୍ଜାଜନକ ପରାଜୟ

ନିରାଶ କଲା ଭାରତ । ନିଜ ମାଟିରେ ହାରିଗଲା ଟିମ୍ ଇଣ୍ଡିଆ ।  ଗୌହାଟୀରେ ଖେଳାଯାଇଥିବା ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ରେ ଚମତ୍କାର ପ୍ରଦର୍ଶନ କରି ଭାରତକୁ ୪୦୮ରନ୍‌ରେ ପରାସ୍ତ କଲା ଦକ୍ଷିଣ ଆଫ୍ରିକା । ଦକ୍ଷିଣ ଆଫ୍ରିକା ଭାରତ ବିପକ୍ଷ ଦୁଇଟି ଟେଷ୍ଟ ମ୍ୟାଚ୍‌ର ଜିତିଥିବା ବେଳେ ଭାରତ କୌଣସି ବି…

ଭାରତ ଖୁବଶୀଘ୍ର ବିଶ୍ୱର ତୃତୀୟ ବୃହତ୍ତମ ଅର୍ଥନୀତିରେ ପରିଣତ ହେବ – ରାଷ୍ଟ୍ରପତି

 ଆଜି ହେଉଛି ସମ୍ବିଧାନ ଦିବସ, ଯାହା ପ୍ରତିବର୍ଷ ୨୬ ନଭେମ୍ବରରେ ପାଳନ କରାଯାଏ । ୧୯୪୯ ମସିହା ଆଜିର ଦିନରେ ଭାରତ ନିଜ ସମ୍ବିଧାନକୁ ଅଙ୍ଗୀକାର ବା ଗ୍ରହଣ କରିଥିଲା । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜିର ଏହି ବିଶେଷ ସମାରୋହର ନେତୃତ୍ୱ ନେଇଛନ୍ତି । ପୁରୁଣା ସଂସଦ ଭବନର ଐତିହାସିକ…

ଶିଳ୍ପାୟନ କ୍ଷେତ୍ରରେ ଦ୍ରୁତ ଗତିରେ ଆଗକୁ ବଢୁଛି ଓଡ଼ିଶା, ୧୧ ଜିଲ୍ଲାରେ ପ୍ରତିଷ୍ଠା ହେବ ୨୦ ଶିଳ୍ପ

ଶିଳ୍ପାୟନ କ୍ଷେତ୍ରରେ ଦ୍ରୁତ ଗତିରେ ଆଗକୁ ବଢୁଛି ଓଡ଼ିଶା । ୪ ହଜାର ୩୫୩ କୋଟିର ପ୍ରକଳ୍ପକୁ ମଞ୍ଜୁରୀ । ୧୧ ଜିଲ୍ଲାରେ ପ୍ରତିଷ୍ଠା ହେବ ୨୦ ଶିଳ୍ପ । ସୃଷ୍ଟି ହେବ ୭୮୧୫ ନିଯୁକ୍ତି । ପ୍ରକଳ୍ପଗୁଡ଼ିକ ଅନୁଗୁଳ, ଢେଙ୍କାନାଳ, ଜଗତସିଂହପୁର, ଯାଜପୁର, ଝାରସୁଗୁଡ଼ା, କେନ୍ଦୁଝର, ଖୋର୍ଦ୍ଧା,…