Browsing Tag

#odisha

ଆଜି ୨୩ତମ ଭାରତ-ରୁଷ୍ ଶିଖର ସମ୍ମିଳନୀ

ରୁଷ୍ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଗୁରୁବାର ଠାରୁ ଦୁଇ ଦିନିଆ ଭାରତ ଗସ୍ତ କରିଛନ୍ତି। ସନ୍ଧ୍ୟାରେ ପୁଟିନ ସ୍ବତନ୍ତ୍ର ବିମାନ ଯୋଗେ ଆସି ନୂଆଦିଲ୍ଲୀର ପାଲାମ ଟେକ୍ନିକାଲ ବିମାନବନ୍ଦରରେ ପହଞ୍ଚିଥିଲେ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବିମାନବନ୍ଦରରେ ଉପସ୍ଥିତ ରହି ପୁଟିନଙ୍କୁ ସ୍ବାଗତ…

ଆଜିର ରାଶିଫଳ

ମେଷ: ପରିବାର ଲୋକଙ୍କ ପରାମର୍ଶ ଲାଭପ୍ରଦ ହେବ। ସଫ୍‌ଟୱେର ଇଂଜିନିଅରଙ୍କ ଲାଗି ଦିନଟି ଅନୁକୂଳ ରହିବ। ଆପଣଙ୍କ ମନ ପୂଜାପାଠରେ ଅଧିକ ଲାଗି ରହିବ। ବୃଷ: ଜରୁରୀ କାମ ଓ ସମ୍ବନ୍ଧ ବିଷୟରେ ବିଚାର କରିବେ। ଅନ୍ୟମାନଙ୍କ ଭାବନାକୁ ନେଇ ସଂବେଦନଶୀଳ ରହିବେ। ବେପାରରେ ଲାଭ ହେବ। ମିଥୁନ: କୌଣସି…

ଦିଲ୍ଲୀରେ ପହଞ୍ଚିଲେ ଋଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ, ସ୍ବାଗତ କଲେ ମୋଦୀ

ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଗସ୍ତରେ ଗୁରୁବାର ଭାରତରେ ପହଞ୍ଚିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିମାନ ବନ୍ଦରରେ ତାଙ୍କୁ ଆଲିଙ୍ଗନ କରି ସ୍ୱାଗତ କରିଛନ୍ତି। ସାଧାରଣତଃ ପ୍ରଧାନମନ୍ତ୍ରୀମାନେ ଅନ୍ୟ ରାଷ୍ଟ୍ରମୁଖ୍ୟଙ୍କୁ ବିମାନ ବନ୍ଦରରେ ପାଛୋଟି ନେବାର ନିୟମ ନ…

ଫେବୃଆରୀ ୨୦୨୬ ରେ ସାତଫେରା ନେବେ ସାଉଥ୍ କୁଇନ୍ ରଶ୍ମିକା ମନ୍ଦାନା ଏବଂ ବିଜୟ ଦେବରକୋଣ୍ଡା

ବିବାହକୁ ନେଇ ଚର୍ଚ୍ଚାରେ ସାଉଥ୍ କୁଇନ୍ ରଶ୍ମିକା ମନ୍ଦାନା ଏବଂ ବିଜୟ ଦେବରକୋଣ୍ଡା । ଉଭୟ ପ୍ରାୟତଃ ଏକାଠି ନଜର ଆସୁଥିବା ବେଳେ ପ୍ରେମ ସମ୍ପର୍କ ନେଇ ଚର୍ଚ୍ଚା ଜୋର ଧରିଥିଲା । ହେଲେ ଏହି କପଲ୍ ନିଜ ସମ୍ପର୍କକୁ ନେଇ କୌଣସି ଅଫିସିଆଲ କନଫର୍ମ କରିନାହାନ୍ତି । ଏହାରି ମଧ୍ୟରେ ଅକ୍ଟୋବର ୩ରେ…

ବ୍ୟାଙ୍କିଂ କ୍ଷେତ୍ରରେ ସୋମବାରରୁ ଶୁକ୍ରବାର ପର୍ଯ୍ୟନ୍ତ ୱାର୍କିଂ ଡେ କରିବା ନେଇ ଦାବି

ଆଜିକାଲି କାର୍ଯ୍ୟ-ଜୀବନ ସନ୍ତୁଳନ ଏକ ପ୍ରମୁଖ ସମସ୍ୟା। ବ୍ୟାଙ୍କ କର୍ମଚାରୀମାନେ ମଧ୍ୟ ଏହାର ବ୍ୟତିକ୍ରମ ନୁହଁନ୍ତି। ୟୁନିଅନଗୁଡ଼ିକ ବହୁ ଦିନ ଧରି ବ୍ୟାଙ୍କଗୁଡ଼ିକ ପାଇଁ ପାଞ୍ଚ ଦିନିଆ କାର୍ଯ୍ୟ ସପ୍ତାହ ପାଳନ କରିବାକୁ ଦାବି କରିଆସୁଛନ୍ତି। ଏବେ, ସେମାନେ ସରକାରୀ ଭାବରେ ସରକାରଙ୍କ ନିକଟରେ…

ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟରରେ ଟଳିଲେ ୧୨ ମାଓବାଦୀ

ବର୍ଷର ଶେଷ ମାସରେ ହେଲା ବଡ଼ ନକ୍ସଲ ଅପରେସନ୍ । ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟରରେ ଟଳିଲେ ୧୨ ମାଓବାଦୀ । ଛତିଶଗଡ଼ ବିଜାପୁର ଜିଲ୍ଲାର କେଶକୁତୁଲ ଜଙ୍ଗଲରେ ସୁରକ୍ଷାକର୍ମୀ ଓ ମାଓବାଦୀ ମଧ୍ୟରେ ଗୁଳିବିନିମୟ ହୋଇଛି। ଛତିଶଗଡ଼ର ଦାନ୍ତେୱାଡ଼ା-ବିଜାପୁର ସୀମାରେ ମାଓବାଦୀ ଏବଂ ସୁରକ୍ଷାକର୍ମୀଙ୍କ…

ଭାରତକୁ ୪ ୱିକେଟରେ ପରାସ୍ତ କଲା ଦକ୍ଷିଣ ଆଫ୍ରିକା

ରାୟପୁରରେ ଖେଳାଯାଇଥିବା ଦକ୍ଷିଣ ଆଫ୍ରିକା ବିପକ୍ଷ ତିନି ମ୍ୟାଚ୍ ବିଶିଷ୍ଟ ଦିନିକିଆ ସିରିଜ୍‌ର ଦ୍ୱିତୀୟ ମ୍ୟାଚ୍‌ରେ ଭାରତକୁ ୪ ୱିକେଟରେ ପରାସ୍ତ କରି ଦକ୍ଷିଣ ଆଫ୍ରିକା ସିରିଜ୍‌କୁ ୧-୧ରେ ବରାବର କରିଛି। ଭାରତ ଦେଇଥିବା ୩୫୯ ରନର ବିଶାଳ ଲକ୍ଷ୍ୟକୁ ଦକ୍ଷିଣ ଆଫ୍ରିକା ୪୯.୨ ଓଭରରେ ୬ ୱିକେଟ୍…

ଆଜିଠାରୁ ପୁଣି ବଢ଼ିଲା ଥଣ୍ଡା

ଆଜିଠାରୁ ପୁଣି ବଢ଼ିଲା ଥଣ୍ଡା । ରାଜ୍ୟରେ ରାତି ତାପମାତ୍ରା କମିବା ସହ ଥଣ୍ଡା ବଢ଼ିଛି। ଶନିବାର ଯାଏ ରାତି ତାପମାତ୍ରା ପ୍ରାୟ ୪ ଡିଗ୍ରୀ ପର୍ଯ୍ୟନ୍ତ ଖସିପାରେ ବୋଲି ପାଣିପାଗ ବିଶେଷଜ୍ଞ ଆକଳନ କରିଛନ୍ତି। ମଙ୍ଗଳବାର ରାତିରେ ଜି. ଉଦୟଗିରି, ଦାରିଙ୍ଗବାଡ଼ି, ଚିପିଲିମା, ଫୁଲବାଣୀ, ବୌଦ୍ଧ…

ଗଳା ଯନ୍ତ୍ରଣା ସମସ୍ୟାରୁ ନିଜକୁ କିପରି ରଖିବେ ସୁରକ୍ଷିତ

ଶୀତଦିନେ ପ୍ରାୟ ଲୋକଙ୍କଠାରେ ଗଳା ଯନ୍ତ୍ରଣା ସମସ୍ୟା ବଢିଯାଇଥାଏ । ଫଳରେ ଲୋକମାନେ ଖାଇବାପିଇବା ଓ କଥା କହିବାରେ ସମସ୍ୟା ଭୋଗିଥାନ୍ତି । ତେଣୁ ଏଭଳି ସ୍ଥିତିରୁ ନିଜକୁ ଦୂରେଇ ରଖିବା ଖୁବ୍ ଜରୁରି । ଗଳା ଯନ୍ତ୍ରଣା ପଛରେ ଅନେକ କାରଣ ରହିଥାଏ । ଚାଲନ୍ତୁ ଜାଣିବା କାରଣ କ'ଣ କେମିତି…

ଆଜିର ରାଶିଫଳ

ମେଷ: ଆତ୍ମବିଶ୍ବାସୀ ହେବେ। ପ୍ରଭାବଶାଳୀ ହୋଇପାରନ୍ତି। ଧନୀ ଓ ଐଶ୍ବର୍ଯ୍ୟବାନ୍‌ ହେବେ। ପ୍ରଖର ବୁଦ୍ଧିସମ୍ପନ୍ନ ହୋଇପାରନ୍ତି। ଓଜସ୍ବୀତା ଓ ତେଜସ୍ବୀତା ହେବେ। ଏକାନ୍ତପ୍ରିୟ ଓ ଗୁପ୍ତ ବିଦ୍ୟାର ଅଧିକାରୀ ହେବେ। ବୃଷ: ଐଶ୍ବର୍ଯ୍ୟଶାଳୀ ହେବେ। ବହୁ ଭୂସମ୍ପତ୍ତିଯୁକ୍ତ ହୋଇପାରନ୍ତି।…