Browsing Tag

#odisha

ଆଉ ୩ ଦିନ କାଳବୈଶାଖୀ

ରାଜ୍ୟରେ କାଳବୈଶାଖୀ ପ୍ରଭାବରେ ୨ ଦିନ ଧରି ଘଡ଼ଘଡ଼ି ସହ ବର୍ଷା ଜାରି ରହିଛି। ଗତ ୨୪ ଘଣ୍ଟା ମଧ୍ୟରେ ବାରିପଦାରେ ସର୍ବାଧିକ ୧୨୩.୪ ମି.ମି. ବର୍ଷା ରେକର୍ଡ ହୋଇଥିବାବେଳେ ବାଲେଶ୍ୱରରେ ୩୩.୪ ମି.ମି., ରାଉରକେଲାରେ ୩୦.୬ ମି.ମି., ଅନୁଗୋଳରେ ୨୩ ମି.ମି., କଟକରେ ୨୧.୨ ମି.ମି., ତାଳଚେରରେ…

ପୁରୁଣା ଗାଡ଼ିଗୁଡ଼ିକୁ ମିିଳିବନି ପେଟ୍ରୋଲ ଓ ଡିଜେଲ

ଦିଲ୍ଲୀରେ ପ୍ରଦୂଷଣ ହ୍ରାସ କରିବା ପାଇଁ ସରକାର ଯୋଜନା କରିଛନ୍ତି। ପୁରୁଣା ଗାଡ଼ିଗୁଡ଼ିକୁ ପେଟ୍ରୋଲ ଓ ଡିଜେଲ ବିକ୍ରି ନକରିବା ପାଇଁ ନିଷ୍ପତ୍ତି ନେଇଛନ୍ତି। ଆସନ୍ତା ଏପ୍ରିଲ ପହିଲାରୁ ଏହାକୁ କାର୍ଯ୍ୟକାରୀ କରାଯିବ। ଏଥିପାଇଁ ପେଟ୍ରୋଲ ପମ୍ପଗୁଡ଼ିକରେ ସ୍ବୟଂକ୍ରିୟ ନମ୍ବର ପ୍ଲେଟ୍ ଚିହ୍ନଟ…

ଆଇପିଏଲ ଲଢେଇ: ଆଜି ଚେନ୍ନାଇ – ମୁମ୍ବାଇ ମୁକାବିଲା

ଆଇପିଏଲ-୧ରେ ଆଜି ଟୁର୍ଣ୍ଣାମେଣ୍ଟର ଦୁଇ ସଫଳତମ ଦଳ ଚେନ୍ନଇ ସୁପରକିଙ୍ଗ୍‌ସ ଓ ମୁମ୍ବଇ ଇଣ୍ଡିଆନ୍‌ସ ମଧ୍ୟରେ ମ୍ୟାଚ ଖେଳାଯିବ। ଦୁଇ ଦଳ ସର୍ବାଧିକ ୫ଥର ଲେଖାଏଁ ଟାଇଟଲ ଜିତିଛନ୍ତି। ତାରକା ଖଚିତ ମୁମ୍ବଇ ଇଣ୍ଡିଆନ୍‌ସ ପ୍ରଥମ ମ୍ୟାଚ ସୂର୍ଯ୍ୟକୁମାର ଯାଦବଙ୍କ ନେତୃତ୍ବରେ ଖେଳିବ। ଦଳର ତାରକା…

ନିର୍ବାଚନ କମିସନଙ୍କ ଉପରେ ବିଶ୍ୱାସ କରୁ ନାହାନ୍ତି ଜନସାଧାରଣ: କପିଲ ସିବଲ

ବିରୋଧୀ ମେଣ୍ଟ 'ଇଣ୍ଡିଆ'ର ଭବିଷ୍ୟତ ଉପରେ ପ୍ରଶ୍ନବାଚୀ ସୃଷ୍ଟି ହେଉଥିବା ମଧ୍ୟରେ, ବରିଷ୍ଠ ଆଇନଜୀବୀ ଏବଂ ରାଜ୍ୟସଭା ସାଂସଦ କପିଲ ସିବଲ କହିଛନ୍ତି ଯେ, ଏହି ରାଜନୈତିକ ମେଣ୍ଟ ପାଇଁ ଏକ ଆନୁଷ୍ଠାନିକ ଗଠନ ଆବଶ୍ୟକ। ଏହି ସମୟରେ, ନିର୍ବାଚନ କମିସନ ଉପରେ ପ୍ରଶ୍ନ ଉଠାଇ କପିଲ ସିବଲ ଦିବାଦୀୟ…

ପୂର୍ବତନ ମନ୍ତ୍ରୀ ନବ ଦାସ ହତ୍ୟା ମାମଲାରେ ଆକ୍ସନରେ କ୍ରାଇମବ୍ରାଞ୍ଚ,ଆଜି ଷଷ୍ଠ ଦିନର ଜେରା

ପୂର୍ବତନ ମନ୍ତ୍ରୀ ନବ ଦାସ ହତ୍ୟା ମାମଲାରେ ଆକ୍ସନରେ କ୍ରାଇମବ୍ରାଞ୍ଚ । ଆଜି ମଧ୍ୟ ଏହି ହତ୍ୟାକାଣ୍ଡ ସହ ଜଡ଼ିତ କିଛି ବ୍ୟକ୍ତିଙ୍କୁ ପଚରାଉଚରା କରିପାରେ କ୍ରାଇମବ୍ରାଞ୍ଚ । ଗତକାଲି ସରୋଜ ସା’ ଓ ଜୀବନ ନାୟକଙ୍କୁ ଜେରା କରାଯାଇଥିଲା । ନବ ଦାସଙ୍କୁ ହତ୍ୟାକାଣ୍ଡ ଦିନ ଘଟଣାସ୍ଥଳରେ ଥିଲେ ସରୋଜ…

୧୫ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ରାଜ୍ୟର ବିଭିନ୍ନ ସ୍ଥାନରେ କୋହଲା ପାଗ। ଆଜି ବି ଲାଗିରହିବ ବର୍ଷା। ଆଜି ପାଇଁ ୧୫ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। କଳାହାଣ୍ଡି, କନ୍ଧମାଳ, ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା ଜିଲ୍ଲାରେ ଆଜି ଓ  ଆସନ୍ତାକାଲି ସକାଳ ସୁଦ୍ଧା ସ୍ବଳ୍ପରୁ ମଧ୍ୟମ…

ହିନ୍ଦୁ ନବବର୍ଷରେ ଚଳିତ ବର୍ଷ ଦୁର୍ଲ୍ଲଭ ଯୋଗ ସୃଷ୍ଟି ହେବାକୁ ଯାଉଛି,କିଛି ରାଶି ବ୍ୟକ୍ତି ବିଶେଷଙ୍କ ଭାଗ୍ୟ ସୁନାଭଳି…

ହିନ୍ଦୁ ନବବର୍ଷରେ ଚଳିତ ବର୍ଷ ଦୁର୍ଲ୍ଲଭ ଯୋଗ ସୃଷ୍ଟି ହେବାକୁ ଯାଉଛି। ଏହାର ପ୍ରଭାବରେ ଅନେକ ଗ୍ରହ ଏକାଠି ହୋଇ ଶୁଭଫଳ ପ୍ରଦାନ କରିବେ। ଏହି ଦୁର୍ଲ୍ଲଭ ଯୋଗ ଫଳରେ କିଛି ରାଶି ବ୍ୟକ୍ତି ବିଶେଷଙ୍କ ଭାଗ୍ୟ ସୁନାଭଳି ଚମକିବ। ଏହି ଦିନ ସୂର୍ଯ୍ୟ ଓ ଚନ୍ଦ୍ରମା ମୀନ ରାଶିରେ ବିରାଜମାନ ହେବେ।…

ଏଭଳି କିଛି ଭିଟାମିନ୍‌ ରହିଛି, ଯାହାର ଅଭାବ ହେବା ଦ୍ୱାରା ତ୍ୱଚାରେ ବ୍ରଣ ଓ ଦାଗ ହୋଇଥାଏ, ଜାଣନ୍ତୁ ତାହା କଣ

ତ୍ୱଚାରେ ବ୍ରଣ ସହ ବିଭିନ୍ନ ଦାଗ ସୃଷ୍ଟି ହେଲେ ଏହା ସଭିଁଙ୍କ ପାଇଁ ମୁଣ୍ଡ ବିନ୍ଧାର କାରଣ ପାଲଟିଥାଏ । ଏଥିପାଇଁ ଯୁବକ ହୁଅନ୍ତୁ ଅଥବା ଯୁବତୀ ବିଭିନ୍ନ କ୍ରିମ୍‌ ବ୍ୟବହାର କରିବା ସହ ଅନ୍ୟାନ୍ୟ ଘରୋଇ ଉପାୟ ମଧ୍ୟ ଆପଣାଇ ଥାନ୍ତି । ମାତ୍ର ତ୍ୱଚାରେ କେଉଁ କାରଣରୁ ବ୍ରଣ ଓ ଦାଗ ସୃଷ୍ଟି ହୁଏ…

ଜନସଂଖ୍ୟା ଆଧାରରେ ସୀମା ନିର୍ଦ୍ଧାରଣ କାର୍ଯ୍ୟକାରୀ କରାଯିବା ଉଚିତ୍ ନୁହେଁ – ନବୀନ

ସୀମା ପୁନଃନିର୍ଦ୍ଧାରଣ ପ୍ରସଙ୍ଗରେ ଆଜି (୨୨ ମାର୍ଚ୍ଚ) ଚେନ୍ନାଇରେ ଏହି ପ୍ରସଙ୍ଗରେ ଏକ ବଡ଼ ବୈଠକ ଅନୁଷ୍ଠିତ ହୋଇଥିଲା। ପାଞ୍ଚଟି ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପମୁଖ୍ୟମନ୍ତ୍ରୀ ଏଥିରେ ଅଂଶଗ୍ରହଣ କରିଥିଲେ। ଏହି ବୈଠକରେ ଅନ୍ୟ ତିନୋଟି ରାଜ୍ୟର ନେତାମାନେ ମଧ୍ୟ ଅଂଶଗ୍ରହଣ କରିଥିଲେ। ବୈଠକରେ…

ନିଲାମ ହେଲା ଟ୍ବିଟରର ନୀଳ ପକ୍ଷୀ

ପୂର୍ବରୁ ଟ୍ବିଟର ନୀଳ ପକ୍ଷୀ ଭାବରେ ପରିଚିତ ଥିଲା। କିନ୍ତୁ ଯେବେଠାରୁ ଏଲନ ମସ୍କ ସୋସିଆଲ ମିଡିଆ ପ୍ଲାଟଫର୍ମ ଟ୍ବିଟରକୁ ହାତକୁ ନେଇଛନ୍ତି, ସେବେଠାରୁ ଏଥିରେ ଗୋଟିଏ ପରେ ଗୋଟିଏ ଅନେକ ପରିବର୍ତ୍ତନ କରାଯାଇଛି। ପ୍ରଥମେ ଏହାର ନାମ X କୁ ପରିବର୍ତ୍ତନ କରାଯାଇଥିଲା। ସେହିପରି ବ୍ଲୁ ବାର୍ଡ…