Browsing Tag

#odisha

ବେଲୁଚିସ୍ତାନରେ ପାକିସ୍ତାନ ବିରୋଧରେ ବିଶାଳ ପ୍ରତିବାଦ ଆରମ୍ଭ, ସବୁଠାରୁ ବଡ଼ ନେତା ମହରଙ୍ଗ ବାଲୁଚ୍ ଗିରଫ

ବେଲୁଚିସ୍ତାନରେ ପାକିସ୍ତାନ ବିରୋଧରେ ବିଶାଳ ପ୍ରତିବାଦ ଆରମ୍ଭ ହୋଇଛି। ପ୍ରଦେଶର ଡଜନ ଡଜନ ସ୍ଥାନରେ ଲୋକମାନେ ପାକିସ୍ତାନ ଏବଂ ପାକିସ୍ତାନ ସେନା ବିରୋଧରେ ପ୍ରତିବାଦ କରିଛନ୍ତି। ସେମାନଙ୍କୁ ହଟାଇବା ପାଇଁ ପାକିସ୍ତାନ ସେନା ଲାଠିଚାର୍ଜ କରୁଛି। ଏପର୍ଯ୍ୟନ୍ତ ବହୁ ଲୋକଙ୍କୁ ଗିରଫ କରାଯାଇଛି।…

ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବଡ଼ ମହାସ୍ନାନ

ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବଡ଼ ମହାସ୍ନାନ । ପାଣିଆ ଆପଟ ସେବକ ପଡିଯିବାରୁ ହେଲା ମହାସ୍ନାନ ।  ସୂଚନା ଅନୁସାରେ,  ପାଣି ନେବା ସମୟରେ ପଡିଗଲେ ପାଣିଆ ଆପଟ ସେବକ । ଫଳରେ ତାଙ୍କ ହାତରେ ଆଘାତ ଲାଗି ରକ୍ତସ୍ରାବ ହୋଇଥିଲା । ମନ୍ଦିର ଭିତରେ ରକ୍ତର ଛିଟା ପଡିବାରୁ ଶ୍ରୀଜିଉଙ୍କ ବଡ଼ ମହାସ୍ନାନ…

କାଳ ବୈଶାଖୀର ଆଶଙ୍କା ଥିବାରୁ ୨ ଦିନ ବନ୍ଦ ରହିବ ଶିମିଳିପାଳ

ପ୍ରବଳ ବର୍ଷା ଓ କାଳ ବୈଶାଖୀର ଆଶଙ୍କା ଥିବାରୁ ପର୍ଯ୍ୟଟକଙ୍କ ପାଇଁ ଶିମିଳିପାଳ ଜାତୀୟ ଉଦ୍ୟାନ ୨ ଦିନ ବନ୍ଦ ରହିବ। ଆଜି ୨୨ ଓ ଆସନ୍ତାକାଲି ୨୩ ତାରିଖ ଶିମିଳିପାଳ ଜାତୀୟ ଉଦ୍ୟାନ ୨ ଦିନ ବନ୍ଦ ରହିବ ବୋଲି ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପର କ୍ଷେତ୍ର ନିର୍ଦ୍ଦେଶକ ତଥା ଆଞ୍ଚଳିକ…

ଇଣ୍ଡିଆନ ପ୍ରିମିୟର ଲିଗ୍‌ ର ୧୮ତମ ସଂସ୍କରଣ ଆଜିଠାରୁ ଆରମ୍ଭ ହେବାକୁ ଯାଉଛି

ବିଶ୍ବର ସବୁଠାରୁ ଧନାଢ୍ୟ କ୍ରିକେଟ ଲିଗ୍‌ ଇଣ୍ଡିଆନ ପ୍ରିମିୟର ଲିଗ୍‌ ର ୧୮ତମ ସଂସ୍କରଣ ଆଜିଠାରୁ ଆରମ୍ଭ ହେବାକୁ ଯାଉଛି। ଏହି ବ୍ୟୟବହୁଳ କ୍ରିକେଟ ଲିଗ୍‌ରେ ଅବତ୍ତୀର୍ଣ୍ଣ​‌ ହେବେ ଫ୍ରଞ୍ଚାଇଜ୍‌ ଭିତ୍ତିକ ୧୦ଟି ଦଳ। ୬୫ ଦିନ ଧରି ଖେଳାଯିବାକୁ ଥିବା ଏହି ଫଟାଫଟ କ୍ରିକେଟରେ ଦେଶ ଓ ବିଦେଶର…

୨୭ ଜିଲାକୁ କାଳବୈଶାଖୀ ସତର୍କତା ଅବଲମ୍ବନ କରାଇଲ ପାଣିପାଗ ବିଭାଗ

ରାଜ୍ୟରେ ବେଶ୍‌ କିଛିଦିନ ପ୍ରବଳ ଖରା ଓ ଗୁଳୁଗୁଳି ଅନୁଭୂତ ହେବା ପରେ ଏବେ ପାଗ ବଦଳୁଛି। ରାଜ୍ୟରେ ତାପମାତ୍ରା ହ୍ରାସ ପାଉଥିବାବେଳେ କାଳବୈଶାଖୀ ତାଣ୍ଡବ ରଚୁଛି। ଶୁକ୍ରବାର ଉତ୍ତର ଓଡ଼ିଶାରେ କାଳବୈଶାଖୀ ବ୍ୟାପକ କ୍ଷୟକ୍ଷତି ଘଟାଇଥିବାବେଳେ ଶନିବାର ପାଇଁ ୨୭ ଜିଲାକୁ ଆଞ୍ଚଳିକ ପାଣିପାଗ…

ରାଜନୀତିରୁ ସନ୍ନ୍ୟାସ ନେଇଥିବା ଭି.କେ ପାଣ୍ଡିଆନ ଓଡ଼ିଶା ଛାଡି ଏକ ଅର୍ନ୍ତଜାତୀୟ ସଂସ୍ଥାରେ କାମ କରିବେ

୨୦୨୪ ନିର୍ବାଚନରେ ବିଜେଡିର ବିପର୍ଯ୍ୟୟ ପଛର ଚେହେରା ସାଜିଥିବା ଭି.କେ ପାଣ୍ଡିଆନ ଖୁବଶୀଘ୍ର ବିଜେଡି ସହ ସମ୍ପର୍କ ତୁଟାଇ ପାରନ୍ତି । ଜାତୀୟ ଗଣମାଧ୍ୟମରେ ଏନେଇ ଚର୍ଚ୍ଚା ଆରମ୍ଭ ହୋଇଛି । ରାଜନୀତିରୁ ସନ୍ନ୍ୟାସ ନେଇଥିବା ଭି.କେ ପାଣ୍ଡିଆନ ଓଡ଼ିଶା ଛାଡି ଏକ ଅର୍ନ୍ତଜାତୀୟ ସଂସ୍ଥାରେ କାମ…

ଦିଲ୍ଲୀ ହାଇକୋର୍ଟ ବିଚାରପତିଙ୍କ ବାସଭବନରୁ ମିଳିଛି ପୁଳାପୁଳା ଟଙ୍କା

ଦିଲ୍ଲୀ ହାଇକୋର୍ଟ ବିଚାରପତିଙ୍କ ବାସଭବନରୁ ମିଳିଛି ପୁଳାପୁଳା ଟଙ୍କା । ସବୁଠୁ ଆଶ୍ଚର୍ଯ୍ୟର କଥା ହେଉଛି ଏହା ଉପରୁ ପରଦା କୌଣସି ତଦନ୍ତକାରୀ ସଂସ୍ଥା ଉଠାଇ ନାହାଁନ୍ତି ବଂର ଅଗ୍ନିକାଣ୍ଡରୁ ଜଣାପଡିଛି । ବିଚାରପତି ଘରେ ନଥିବାବେଳେ ଅଗ୍ନିକାଣ୍ଡ ଘଟିଥିଲା ଓ ପରିବାର ଲୋକ ଦମକଳବାହିନୀକୁ…

ଆଳିର ପୂର୍ବତନ ବିଧାୟକ ଦେବେନ୍ଦ୍ର ଶର୍ମାଙ୍କ ପରଲୋକ

ଆଳିର ପୂର୍ବତନ ବିଧାୟକ ଦେବେନ୍ଦ୍ର ଶର୍ମାଙ୍କ ପରଲୋକ । ଭୁବନେଶ୍ବରର ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଛି । ଦୀର୍ଘ ଦିନ ହେଲା ସେ କ୍ୟାନସରରେ ପୀଡିତ ଥିଲେ । ୬୬ ବର୍ଷ ବୟସରେ ଶେଷ ନିଶ୍ବାସ ତ୍ୟାଗ କରିଛନ୍ତି ଦେବେନ୍ଦ୍ର । କେନ୍ଦ୍ରାପଡ଼ା କଂଗ୍ରେସର ଟାଣୁଆ…

୨୪ ଏବଂ ୨୫ ମାର୍ଚ୍ଚରେ ଡାକରା ଦିଆଯାଇଥିବା  ସର୍ବଭାରତୀୟ ବ୍ୟାଙ୍କ ଧର୍ମଘଟକୁ ସ୍ଥଗିତ

ୟୁନାଇଟେଡ୍ ଫୋରମ୍ ଅଫ୍ ବ୍ୟାଙ୍କ ୟୁନିଅନ୍ ଦ୍ୱାରା ୨୪ ଏବଂ ୨୫ ମାର୍ଚ୍ଚରେ ଡାକରା ଦିଆଯାଇଥିବା  ସର୍ବଭାରତୀୟ ବ୍ୟାଙ୍କ ଧର୍ମଘଟକୁ ସ୍ଥଗିତ ରଖାଯାଇଛି। ଏହା ଫଳରେ ଆସନ୍ତା ସୋମବାର ଓ ମଙ୍ଗଳବାର ବ୍ୟାଙ୍କ ଖୋଲା ରହିବ ।ନୂଆଦିଲ୍ଲୀର ମୁଖ୍ୟ ଶ୍ରମ କମିସନରଙ୍କ ମଧ୍ୟସ୍ଥତାରେ ଶୁକ୍ରବାର ଅନୁଷ୍ଠିତ…

କର୍ଣ୍ଣାଟକ ବିଧାନସଭାରୁ ୧୮ ଜଣ ବିଜେପି ବିଧାୟକ ନିଲମ୍ବିତ

କର୍ଣ୍ଣାଟକ ବିଧାନସଭାରୁ ୧୮ ଜଣ ବିଜେପି ବିଧାୟକଙ୍କୁ ନିଲମ୍ବିତ କରାଯାଇଛି। 'ହନି ଟ୍ରାପ୍' ମାମଲା ପ୍ରସଙ୍ଗରେ ହଙ୍ଗାମା କରିବା ଏବଂ ଗୃହର କାର୍ଯ୍ୟରେ ବାଧା ସୃଷ୍ଟି କରିବା ପାଇଁ ବିଧାନସଭା ବାଚସ୍ପତି ୟୁଟି ଖାଦେର ଶୁକ୍ରବାର ୧୮ ଜଣ ବିଜେପି ବିଧାୟକଙ୍କୁ ବିଧାନସଭାରୁ ଛଅ ମାସ ପାଇଁ…