Browsing Tag

#odisha

ଜଷ୍ଟିସ୍ ହରିଶ ଟଣ୍ଡନ ଓଡ଼ିଶା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି

ଓଡ଼ିଶା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି ଭାବେ ନିଯୁକ୍ତ ହୋଇଛନ୍ତି ଜଷ୍ଟିସ୍ ହରିଶ ଟଣ୍ଡନ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କୁ ଓଡ଼ିଶା ହାଇକୋର୍ଟର ପରବର୍ତ୍ତୀ ମୁଖ୍ୟ ବିଚାରପତି ଭାବେ ନିଯୁକ୍ତି ଦେଇଛନ୍ତି। କେନ୍ଦ୍ରସରକାରଙ୍କ ମଞ୍ଜୁରୀ ନେଇ ଆଇନ ମନ୍ତ୍ରାଳୟ ପକ୍ଷରୁ ବିଜ୍ଞପ୍ତି…

ରାଜ୍ୟ ସରକାର କ୍ୟାବିନେଟ ବୈଠକରେ ୧୦ଟି ଗୁରୁତ୍ଵପୂର୍ଣ୍ଣ ପ୍ରସ୍ତାବ ଉପରେ ମୋହର ମାରିଛନ୍ତି

ରାଜ୍ୟ ସରକାର କ୍ୟାବିନେଟ ବୈଠକରେ ୧୦ଟି ଗୁରୁତ୍ଵପୂର୍ଣ୍ଣ ପ୍ରସ୍ତାବ ଉପରେ ମୋହର ମାରିଛନ୍ତି। ୭ଟି ବିଭାଗର ଏହି ପ୍ରସ୍ତାବଗୁଡ଼ିକୁ ମଞ୍ଜୁରୀ ମିଳିଥିବା ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିଧାନସଭାରେ ସୂଚନା ଦେଇଛନ୍ତି। ରାଜ୍ୟରେ ଆୟୁଷ୍ମାନ ଭାରତ ଯୋଜନା କାର୍ଯ୍ୟକାରୀ ପାଇଁ କ୍ୟାବିନେଟ…

ମନୀଷ ସିସୋଦିଆଙ୍କୁ ପଞ୍ଜାବର ପ୍ରଭାରୀ ଭାବେ ନିଯୁକ୍ତ କଲା ଆପ

ଆମ ଆଦମୀ ପାର୍ଟିର ରାଜନୈତିକ ବ୍ୟାପାର କମିଟି (ପିଏସି) ବୈଠକରେ ଅନେକ ବଡ଼ ନିଷ୍ପତ୍ତି ନିଆଯାଇଛି। ଏହି ବୈଠକ ଦଳର ସଂଯୋଜକ ଏବଂ ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ ଘରେ ହୋଇଥିଲା। ବୈଠକରେ ଦଳ ଦିଲ୍ଲୀର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆଙ୍କୁ ପଞ୍ଜାବର…

ରାଜ୍ୟର ୯ଟି ଜିଲ୍ଲାରେ ସୁନାର ଭଣ୍ଡାର ଥିବା ଅନୁମାନ

ଖଣିଜ ସମ୍ପଦ ଭରା ଓଡ଼ିଶା ମାଟି ତଳେ ମୂଲ୍ୟବାନ ସୁନା ବି ରହିଛି। ରାଜ୍ୟର ୯ଟି ଜିଲ୍ଲାରେ ସୁନାର ଭଣ୍ଡାର ଥିବା ଅନୁମାନ କରାଯାଉଛି। ବିଧାନସଭାରେ ଇସ୍ପାତ ଓ ଖଣି ମନ୍ତ୍ରୀ ବିଭୂତି ଭୂଷଣ ଜେନା ଦେଇଥିବା ସୂଚନା ଅନୁସାରେ ଦେବଗଡ଼ କେନ୍ଦୁଝର , ସୁନ୍ଦରଗଡ଼,ନବରଙ୍ଗପୁର , ଅନୁଗୁଳ, କୋରାପୁଟ,…

ଭାରତୀୟ କ୍ରିକେଟର ୟୁଜବେନ୍ଦ୍ର ଚହଲ ଓ ନୃତ୍ୟ କୋରିଓଗ୍ରାଫର ଧନଶ୍ରୀ ବର୍ମାଙ୍କୁ ଛାଡ଼ପତ୍ର ପ୍ରଦାନ କରିଛନ୍ତି…

ଭାରତୀୟ କ୍ରିକେଟର ୟୁଜବେନ୍ଦ୍ର ଚହଲ ଓ ନୃତ୍ୟ କୋରିଓଗ୍ରାଫର ଧନଶ୍ରୀ ବର୍ମାଙ୍କୁ ମୁମ୍ବାଇର ଏକ ପାରିବାରିକ ଅଦାଲତ ଛାଡ଼ପତ୍ର ପ୍ରଦାନ କରିଛନ୍ତି। କୋର୍ଟ ଛାଡ଼ପତ୍ରର ନିର୍ଦ୍ଦେଶକୁ ମଞ୍ଜୁର କରିଛନ୍ତି। କୋର୍ଟ ଉଭୟ ପକ୍ଷର ମିଳିତ ଆବେଦନକୁ ଗ୍ରହଣ କରିଛନ୍ତି। କୋର୍ଟ ବାହାରେ ଆଇନଜୀବୀ ନୀତିନ…

ଏହି ସବୁ ଜିଲ୍ଲାକୁ କାଳବୈଶାଖୀ ଆଶଙ୍କା

ଆଭ୍ୟନ୍ତରୀଣ ଓଡ଼ିଶାରୁ ଦକ୍ଷିଣ ବିଦର୍ଭ ପର୍ଯ୍ୟନ୍ତ ଏକ ନିମ୍ନ ଚାପରେଖା ସକ୍ରିୟ ରହିଛି। ଏହି ନିମ୍ନ ଚାପରେଖା ଏବଂ ବଙ୍ଗୋପସାଗରରେ ସକ୍ରିୟ ଗୁରୁଚାପ ବଳୟର ଉପସ୍ଥିତି ପ୍ରଭାବରେ ଦେଶର ପୂର୍ବ ଓ ସଂଲଗ୍ନ କେନ୍ଦ୍ରୀୟ ଭାଗ ଯଥା ଓଡ଼ିଶା, ଝାଡ଼ଖଣ୍ଡ, ପଶ୍ଚିମବଙ୍ଗ, ବିହାର, ଛତିଶଗଡ଼, ପୂର୍ବ…

ମାର୍ଚ୍ଚ ୨୪ ତାରିଖ ଠାରୁ ବିଏଡ଼/ଏମଏଡ଼/ ବିଏଚଏଡ଼ ପାଠ୍ୟକ୍ରମରେ ନାମଲେଖା ପାଇଁ ଆବେଦନ ପ୍ରକିୟା ଆରମ୍ଭ

ଆସନ୍ତା ଶିକ୍ଷାବର୍ଷ ୨୦୨୫-୨୬ ନିମନ୍ତେ ଦୁଇ ବର୍ଷିଆ ବିଏଡ଼/ଏମଏଡ଼/ ବିଏଚଏଡ଼ ପାଠ୍ୟକ୍ରମରେ ନାମଲେଖା ପ୍ରକିୟା ଶୀଘ୍ର ଆରମ୍ଭ କରାଯିବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ଗ୍ରହଣ କରିଛନ୍ତି। ଛାତ୍ରଛାତ୍ରୀମାନଙ୍କର ଭବିଷ୍ୟତ ଓ ବୃହତ୍ତର ସ୍ୱାର୍ଥକୁ ଦୃଷ୍ଟିରେ ରଖି ଶିକ୍ଷାବର୍ଷ ୨୦୨୫-୨୬ ପାଇଁ…

ବିଶ୍ୱରେ ସବୁଠୁ ଖୁସି ଦେଶ ଫିନଲ୍ୟାଣ୍ଡ୍

ବିଶ୍ୱରେ ସବୁଠୁ ଖୁସି ଦେଶ ହେଉଛି ଫିନଲ୍ୟାଣ୍ଡ୍ । ଏହି ଦେଶ କ୍ରମାଗତ ଭାବେ ୮ ବର୍ଷ ହେଲା ବିଶ୍ୱ ଖୁସି ରାଙ୍କିଙ୍ଗରେ ଶୀର୍ଷ ସ୍ଥାନ ବଜାୟ ରଖୁଛି । ଜାତିସଂଘର ଅନ୍ତର୍ଜାତୀୟ ଖୁସି ଦିବସରେ ପ୍ରକାଶିତ ବିଶ୍ୱ ଖୁସି ତାଲିକାରୁ ଏହା ଜଣାଯାଇଛି। ଏହି ରାଙ୍କିଙ୍ଗ‌ରେ ଭାରତ ୧୧୮ତମ ସ୍ଥାନରେ…

ବିଧାନସଭାରେ ବାଜିଲା ଘଣ୍ଟ,ଦିନ ସାଢେ ୧୧ଟା ଯାଏଁ ମୁଲତବି

ବିଧାନସଭାରେ ବାଜିଲା ଘଣ୍ଟ । ବିଧାନସଭାକୁ ମୁଲତବି ଘୋଷଣା କଲେ ବାଚସ୍ପତି । ଆଜି ବିରୋଧୀଙ୍କ ହଟ୍ଟଗୋଳ ଭିତରେ ଚାଲିପାରିନି ବିଧାନସଭା । ଆଉ ବିଧାନସଭାରେ ଦେଖିବାକୁ ମିଳିଛି ବିରୋଧୀଙ୍କ ନିଆରା ପ୍ରତିବାଦ । କଂଗ୍ରେସ ବିଧାୟକମାନେ କଳାସାର୍ଟ ଆଉ କଳାବ୍ୟାଚ୍ ପିନ୍ଧିବା ସହିତ ଘଣ୍ଟ ବଜେଇ…

ମୟୂରଭଞ୍ଜ ଜିଲ୍ଲାର ବାମନଘାଟି ଉପଖଣ୍ଡର ବିଭିନ୍ନ ଅଞ୍ଚଳରେ କାଳବୈଶାଖୀର ତାଣ୍ଡବ

ମୟୂରଭଞ୍ଜ ଜିଲ୍ଲାର ବାମନଘାଟି ଉପଖଣ୍ଡର ବିଭିନ୍ନ ଅଞ୍ଚଳରେ କାଳବୈଶାଖୀ ତାଣ୍ଡବ ରୂପ ଦେଖାଯାଇଛି। ଉପଖଣ୍ଡର ରାଇରଙ୍ଗପୁର ପୌରପରିଷଦ, ରାଇରଙ୍ଗପୁର ବ୍ଲକ୍, ବିଜାତଳା, କୁସୁମୀ, ଜାମଦା, ବହଳଦା ପ୍ରଭୃତି ବ୍ଳକର ବିଭିନ୍ନ ଅଞ୍ଚଳରେ କାଳବୈଶାଖୀ ଯୋଗୁଁ ଝଡ଼ ତୋଫାନ, ବର୍ଷା ସହିତ କୁଆ ପଥର ମାଡ…