Browsing Tag

#odisha

ଭକ୍ତମାନେ ଆନନ୍ଦବଜାରରୁ ମହାପ୍ରସାଦ ଆଣି ଅନ୍ନକ୍ଷେତ୍ରରେ ମହାପ୍ରସାଦ ସେବନ କରିପାରିବେ, ଉତ୍ତରଦ୍ବାର ବାହାରେ ଖୋଲାଯିବ…

ଶ୍ରୀମନ୍ଦିର ଉତ୍ତରଦ୍ବାର ବାହାରେ ଖୋଲାଯିବ ଅନ୍ନକ୍ଷେତ୍ର । ଭକ୍ତମାନେ ଆନନ୍ଦବଜାରରୁ ମହାପ୍ରସାଦ ଆଣି ଉତ୍ତର ଦ୍ବାର ବାହାରେ ହେବାକୁ ଥିବା ଅନ୍ନକ୍ଷେତ୍ରରେ ମହାପ୍ରସାଦ ସେବନ କରିପାରିବେ । ଏନେଇ ସୂଚନା ଦେଇଛନ୍ତି ଗଜପତି ମହାରାଜା । ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଓ…

ପୁଣି ଗୃହକାର୍ଯ୍ୟ ଚଳାଇ ଦେଲେନି ବିରୋଧୀ, ପୂର୍ବାହ୍ନ ୧୧.୩୦ ପର୍ୟ୍ୟନ୍ତ ଗୃହକୁ ମୁଲତବି ଘୋଷଣା

ପୁଣି ଗୃହକାର୍ଯ୍ୟ ଚଳାଇ ଦେଲେନି ବିରୋଧୀ । ଆଜି ଗୃହକାର୍ଯ୍ୟ ଆରମ୍ଭରୁ ହଟ୍ଟଗୋଳ ଆରମ୍ଭ କରି ଦେଇଥିଲେ ବିଜେଡି ସଦସ୍ୟ । ସେପଟେ ଜୟପୁର ବିଧାୟକ ତାରା ପ୍ରସାଦ ବାହୀନିପତିଙ୍କ ଉପରୁ ନିଲମ୍ବନ ହଟାଇବାକୁ ଦାବି କରିଛି କଂଗ୍ରେସ । ଏଣୁ ପ୍ରଶ୍ନକାଳକୁ ବୟକଟ କରିଛି କଂଗ୍ରେସ । ତାରା…

ପୁରୀ ଶ୍ୱେତଗଙ୍ଗାରେ ଉତ୍ତମ ମହାନ୍ତିଙ୍କ ଅସ୍ଥି ବିସର୍ଜନ କଲେ ପୁଅ ବାବୁସାନ

ପୁରୀ ଶ୍ୱେତଗଙ୍ଗାରେ ହେଲା ଉତ୍ତମ ମହାନ୍ତିଙ୍କ ଅସ୍ଥି ବିସର୍ଜନ। ପୁଅ ବାବୁସାନ୍ ମହାନ୍ତି, ବୋହୂ ତୃପ୍ତି ଓ ଅନ୍ୟ ସମ୍ପର୍କୀୟ ଉପସ୍ଥିତିରେ କର୍ମ ହୋଇଛି । ଗତ ଫେବୃଆରୀ ୨୭ରେ ହୋଇଥିଲା ଓଡ଼ିଆ ସୁପରଷ୍ଟାର୍ ଉତ୍ତମ ମହାନ୍ତିଙ୍କ ଦେହାନ୍ତ ପୁରୀରେ ଓଲିଉଡ୍ ଅଭିନେତା ବାବୁସାନ । ପୁରୀ…

୨୨ ଓ ୨୩ରେ ଓଡ଼ିଶା ଗସ୍ତରେ ଆସିବେ ଶାହ

ପୁଣି ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ । ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ଅମିତ ଶାହ । ଆସନ୍ତା ୨୨ ଓ ୨୩ ତାରିଖରେ ଓଡ଼ିଶା ଗସ୍ତର ଆସିବେ କେନ୍ଦ୍ର ଗୃହମନ୍ତ୍ରୀ । ବିଭିନ୍ନ ସରକାରୀ ପ୍ରକଳ୍ପର କରିବେ ଶିଳାନ୍ୟାସ । ୧୦ଟି ଅଗ୍ନିଶମ କେନ୍ଦ୍ରର…

ହୋଲି ପାଇଁ ଭୁବନେଶ୍ବରରେ ସ୍ୱତନ୍ତ୍ର ଗାଇଡ଼ଲାଇନ ଜାରି କଲା କମିସନରେଟ ପୋଲିସ

ହୋଲିରେ ମତୁଆଲା ହେବା ପାଇଁ ଏବେ ସମସ୍ତେ ପ୍ରସ୍ତୁତ। ଅନେକ ସମୟରେ ଦେଖାଯାଏ ଯେ ସାବୁନ ଇତ୍ୟାଦି ବ୍ୟବହାର କଲେ ମଧ୍ୟ ହୋଲିର ରଙ୍ଗ ଛାଡି ନଥାଏ। ତେଣୁ ହୋଲି ଖେଳିବା ପୂର୍ବରୁ କିଛିଟା ସତର୍କତା ଅବଲମ୍ବନ ନକଲେ ପରେ ଏହା କାଳ ହୋଇପାରେ। ହୋଲି ପାଇଁ ଭୁବନେଶ୍ବର କମିସନରେଟ ପୋଲିସ ପକ୍ଷରୁ…

ଆମେରିକା ଷ୍ଟକ୍ ବଜାରରେ ଝଡ଼, କମ୍ପାନିଗୁଡ଼ିକର ମୂଲ୍ୟ ୪ ଲକ୍ଷ କୋଟି ଡଲାର ହ୍ରାସ ପାଇଛି

ଗତକାଲି ଆମେରିକା ଷ୍ଟକ୍ ବଜାରରେ ଯେଉଁ ଝଡ଼ ଉଠିଥିଲା ତାହା ବିଭିନ୍ନ କମ୍ପାନିର ବଜାର ପୁଞ୍ଜିରୁ କୋଟି କୋଟି ଡଲାର ଉଡ଼ାଇ ନେଇଛି। ଗୋଟିଏ ଦିନରେ ସେଠାରେ ତାଲିକାଭୁକ୍ତ ହୋଇଥିବା କମ୍ପାନିଗୁଡ଼ିକର ମୂଲ୍ୟ ୪ ଲକ୍ଷ କୋଟି ଡଲାର ହ୍ରାସ ପାଇଛି। ତାହା ବମ୍ବେ ଷ୍ଟକ୍ ବଜାରର ମୋଟ ମୂଲ୍ୟଠାରୁ…

ବିଧାନସଭାରେ ସାମ୍ବାଦିକଙ୍କୁ ମୋବାଇଲ୍ ମନା, ପ୍ରଶ୍ନକାଳକୁ ବୟକଟ୍ କଲେ ଗଣମାଧ୍ୟମ ପ୍ରତିନିଧି

ବିଧାନସଭାରେ ସାମ୍ବାଦିକଙ୍କୁ ମୋବାଇଲ୍ ମନା । ବିଧାନସଭା ପ୍ରଶ୍ନକାଳରେ ଯେତେବେଳେ ମନ୍ତ୍ରୀମାନେ ବିଧାୟକମାନଙ୍କର ପ୍ରଶ୍ନର ଉତ୍ତର ରଖୁଛନ୍ତି, ସେହି ସମୟରେ ସାମ୍ବାଦିକଙ୍କ ଉପରେ ଲାଗିଛି କଟକଣା । ଗତକାଲିର ଘଟଣା ପରେ, ବୁଧବାର ସାମ୍ବାଦିକମାନେ ଯେତେବେଳେ ବିଧାନସଭା ପ୍ରଶ୍ନକାଳକୁ ପ୍ରସାରଣ…

ଆଜି ବିଜେଡି ନେତା ପ୍ରଦୀପ ମାଝୀଙ୍କ ବିବାହ

କିଛି ଦିନ ତଳେ ମାହାଙ୍ଗା ବିଧାୟକ ସାରଦା ପ୍ରଧାନ ହାତକୁ ଦି’ ହାତ ହୋଇଥିଲେ । ସେହିପରି ବିଜେଡି ନେତା ତଥା ବରିଷ୍ଠ କଂଗ୍ରେସ ନେତା ସୁର ରାଉତରାୟଙ୍କ ପୁଅ ମନ୍ମଥ ରାଉତରାୟ ଦ୍ଵିତୀୟ ବିବାହ ବନ୍ଧନରେ ବାନ୍ଧି ହୋଇଥିଲେ । ଗତକାଲି ଅଭିନେତା ତଥା ପୂର୍ବତନ ସାଂସଦ ଅନୁଭବ ମହାନ୍ତି ତାଙ୍କର…

ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦୌପଦୀ ମୁର୍ମୁ

ଆସନ୍ତା ୨୪ ତାରିଖରେ ରାଷ୍ଟ୍ରପତି ଓଡ଼ିଶା ଆସିବେ । ଏହି କାର୍ଯ୍ୟକ୍ରମରେ ରାଷ୍ଟ୍ରପତି ନୟାଗଡ଼ର କଣ୍ଟିଲୋ ନୀଳମାଧବଙ୍କ ଦର୍ଶନ କରିବା ନେଇ ସୂଚନା ମଳିଛି । ରାଷ୍ଟ୍ରପତିଙ୍କ ଗସ୍ତକୁ ଦୃଷ୍ଟିରେ ରଖି ଆଇନଶୃଙ୍ଖଳା ବ୍ୟବସ୍ଥା, ଅସ୍ଥାୟୀ ହେଲିପ୍ୟାଡ ଓ ଅନ୍ୟାନ୍ୟ ବ୍ୟବସ୍ଥା ପରିଚାଳନା ନେଇ…

ନରେନ୍ଦ୍ର ମୋଦୀଙ୍କୁ ମରିସସ୍‌ର ସର୍ବୋଚ୍ଚ ସମ୍ମାନ ‘ଦ ଗ୍ରାଣ୍ଡ କମାଣ୍ଡର ଅଫ୍ ଦ ଅର୍ଡର ଅଫ୍ ଦ ଷ୍ଟାର ଆଣ୍ଡ କି ଅଫ୍‌…

ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ମରିସସ୍‌ର ସର୍ବୋଚ୍ଚ ସମ୍ମାନ ‘ଦ ଗ୍ରାଣ୍ଡ କମାଣ୍ଡର ଅଫ୍ ଦ ଅର୍ଡର ଅଫ୍ ଦ ଷ୍ଟାର ଆଣ୍ଡ କି ଅଫ୍‌ ଦ ଇଣ୍ଡିଆନ ଓସେନ୍‌’ ପ୍ରଦାନ ଲାଗି ଘୋଷଣା କରାଯାଇଛି। ମରିସସ୍‌ ପ୍ରଧାନମନ୍ତ୍ରୀ ନବୀନଚଦ୍ର ରାମଗୁଲାମ ମଙ୍ଗଳବାର ମୋଦୀଙ୍କୁ ଏହି ସମ୍ମାନ…