ସକାଳୁ ସକାଳୁ ଭୂକମ୍ପରେ ଥରିଲା ଲେହ-ଲଦାଖ, ରିକ୍ଟର ସ୍କେଲରେ ତୀବ୍ରତା ୫.୫ ରେକର୍ଡ
ସକାଳୁ ସକାଳୁ ଭୂକମ୍ପରେ ଥରିଲା ଲେହ-ଲଦାଖ। ଜାତୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର ଅନୁଯାୟୀ, ଗୁରୁବାର ସକାଳ ୬.୦୫ ରେ ଝଟକା ଅନୁଭୂତ ହୋଇଥିଲା । ରିକ୍ଟର ସ୍କେଲରେ ତୀବ୍ରତା ୫.୫ ରେକର୍ଡ କରାଯାଇଥିଲା। ଝଟକା ଯୋଗୁଁ ସ୍ଥାନୀୟ ବାସିନ୍ଦା ଭୟଭୀତ ହୋଇ ଘରୁ ବାହାରକୁ ଚାଲିଆସିଥିଲେ। ସୂଚନାଯୋଗ୍ୟ ଯେ…