Browsing Tag

#odisha

ମାସକ ଭିତରେ ଦେଶରେ ଚିନି କେଜି ୬.୫ ପ୍ରତିଶତ ମହଙ୍ଗା ହୋଇଛି

ଦରଦାମ୍‌କୁ ନିୟନ୍ତ୍ରଣରେ ରଖିବା ଲାଗି କେନ୍ଦ୍ର ସରକାର ଓ ଭାରତୀୟ ରିଜର୍ଭ ବ୍ୟାଙ୍କ ଦୀର୍ଘଦିନ ଲଢ଼େଇ କରିବା ପରେ ଯେଉଁ ସଫଳତା ପାଇଛନ୍ତି, ସେଥିପ୍ରତି ଚିନି ଏକ ବଡ଼ ବିପଦ ଭ‌ାବେ ଉଭା ହୋଇଛି। ଉତ୍ପାଦନ କମିବାରୁ ମାସକ ଭିତରେ ଦେଶରେ ଚିନି କେଜି ୬.୫ ପ୍ରତିଶତ ମହଙ୍ଗା ହୋଇଛି। ଆଗକୁ ଦାମ୍…

ଆଜି ଶ୍ରୀଜୀଉଙ୍କ ବନକଲାଗି ନୀତି

ଆଜି ଫାଲଗୁନ କୃଷ୍ଣ ଷଷ୍ଠୀ ତିଥିରେ ପୁରୀ ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ବନକଲାଗି ନୀତି । ଏଥିପାଇଁ ଅପରାହ୍ନ ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ପାଇଁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ୫ ଘଣ୍ଟା ଦର୍ଶନ ବନ୍ଦ ରହିବା…

ଅଭିନେତା ସୋହମ ସିଂହ ହୃଦ୍‌ଘାତର ଶିକାର ହୋଇ ହସ୍ପିଟାଲ୍‌ରେ ଭର୍ତ୍ତି

ଅଭିନେତା ସୋହମ ସିଂହ ହୃଦ୍‌ଘାତର ଶିକାର ହେବା ପରେ ଭୁବନେଶ୍ଵରର ଏକ ଘରୋଇ ହସ୍ପିଟାଲ୍‌ରେ ଭର୍ତ୍ତି ହୋଇଛନ୍ତି । ଘରୋଇ ହସ୍ପିଟାଲ୍‌ରେ ଆଇସିୟୁରେ ସୋହମଙ୍କ ଚିକିତ୍ସା ଚାଲିଥିବା ତାଙ୍କ ପରିବାର ଲୋକ ସୂଚନା ଦେଇଛନ୍ତି । ଏବେ ସୋହମଙ୍କ ସ୍ଵାସ୍ଥ୍ୟାବସ୍ଥା ସ୍ଥିର ରହିଛି । ଓଡ଼ିଆ ଫିଲ୍ମ…

ଆଜି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ନାଁରେ ବାଜିପାରେ ମୋହର, ସନ୍ଧ୍ୟାରେ ବସିବ ବିଜେପି  ବିଧାୟକ ଦଳର ବୈଠକ

ହଟୁନି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ସସପେନ୍ସ । ଆଜି ମୁଖ୍ୟମନ୍ତ୍ରୀ ନାଁରେ ବାଜିପାରେ ମୋହର। ସନ୍ଧ୍ୟାରେ ବିଜେପି  ବିଧାୟକ ଦଳର ବୈଠକ ବସିବ। ଏଥିରେ କିଏ ମୁଖ୍ୟମନ୍ତ୍ରୀ ହେବେ, ସ୍ଥିର ହେବାର ଖୁବ୍ ସମ୍ଭାବନା ରହିଛି ।  ଶପଥଗ୍ରହଣ ସମାରୋହ ଦିଲ୍ଲୀର ରାମଲୀଳା ମୈଦାନରେ ହେବ । ଏଥିପାଇଁ ମଞ୍ଚକୁ…

ଆଜି ଠାରୁ ଯୁକ୍ତ୨ କଳା ଓ ବାଣିଜ୍ୟର ଥିଓରୀ ପରୀକ୍ଷା ଆରମ୍ଭ

ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍‌ଏସ୍‌ଇ) ପକ୍ଷରୁ ଆଜି ଠାରୁ ଯୁକ୍ତ୨ କଳା ଓ ବାଣିଜ୍ୟର ଥିଓରୀ ପରୀକ୍ଷା ଆରମ୍ଭ ହେଉଛି। ଅନ୍ୟପକ୍ଷରେ ମଙ୍ଗଳବାର ଠାରୁ ଆରମ୍ଭ ହୋଇଥିବା ବିଜ୍ଞାନ ପାଠ୍ୟକ୍ରମର ମାତୃଭାଷା(ଏମ୍‌ଆଇଏଲ) ଓଡ଼ିଆ ପରୀକ୍ଷା ଶାନ୍ତିଶୃଙ୍ଖଳାର ସହ ହୋଇଛି। ପ୍ରଥମ ଦିନ ନକଲ (କପି)…

ଆଜି ଠାରୁ ଆଇସିସି ଚମ୍ପିଆନ୍‌ସ ଟ୍ରଫି, ପ୍ରଥମ ମ୍ୟାଚ୍‌ ଆୟୋଜକ ପାକିସ୍ତାନ ଓ ନ୍ୟୁଜିଲାଣ୍ଡ ମଧ୍ୟରେ

ବୁଧବାରଠାରୁ ଆଇସିସି ଚମ୍ପିଆନ୍‌ସ ଟ୍ରଫି ପାକିସ୍ତାନ ଓ ୟୁଏଇରେ ଆରମ୍ଭ ହେଉଛି। ଏହି ଟୁର୍ଣ୍ଣାମେଣ୍ଟ ଦିନିକିଆ ଫର୍ମାଟରେ ଖେଳାଯିବ। ବୁଧବାର ପ୍ରଥମ ମ୍ୟାଚ୍‌ ଆୟୋଜକ ପାକିସ୍ତାନ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯିବ। ୨୦୧୭ରେ ଶେଷଥର ଚମ୍ପିଆନ୍‌ସ ଟ୍ରଫି ଖେଳା ଯାଇଥିବା ବେଳେ ପାକିସ୍ତାନ…

ଶ୍ରୀ ଶ୍ରୀ ନିଳକଣ୍ଣେଶ୍ୱର ଦେବଙ୍କ ନିକଟରେ ବିଶ୍ୱଶାନ୍ତି ମହାଯଜ୍ଞ ଅନୁଷ୍ଠିତ

ନିରାକାରପୁର ଅଂଚଳର ପ୍ରତିଷ୍ଠିତ ଶ୍ରୀ ଶ୍ରୀ ବାବା ନିକଣ୍ଠେଶ୍ୱର ଦେବଙ୍କ ପୀଠରେ ବିଶ୍ୱଶାନ୍ତି ମହାଯଜ୍ଞ ୪ଦିନ ହେବ ଅନୁଷ୍ଠିତ ହୋଇ ଆଜି ପୂର୍ଣ୍ଣାହୁତି ହୋଇଯାଇଛି।ଆଜି ପୂର୍ଣ୍ଣାହୁତି ଦିବସରେ ନିରାକାରପୁର ଶ୍ରୀ ଶ୍ରୀ ନିଳକଣ୍ଠେଶ୍ୱର ଦେବଙ୍କ ପୀଠରେ ବ୍ରାହ୍ମଣ ପଣ୍ଡିତ ମାନଙ୍କ ଦ୍ୱାରା…

କାଲିଠୁ ଦୁଇ ଦିନ ରାଜ୍ୟରେ ଘଡଘଡି ବିଜୁଳି ସହ ବର୍ଷା

ଆସନ୍ତାକାଲିଠୁ ଗରମରୁ ମିଳିବ ଆଶ୍ବସ୍ତି । ପଶ୍ଚିମା ଝଡ ଆଣିବ ବର୍ଷା । ଭିଜିବ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶା । ଘଡଘଡି ବିଜୁଳି ସହ ବର୍ଷା ନେଇ ୬ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ କେନ୍ଦ୍ର । ବର୍ଷା ସହ ପବନ ନେଇ ବି ସତର୍କତା ଜାରି କରାଯାଇଛି । ବଙ୍ଗୋପସାଗରରେ ସୃଷ୍ଟି…

ନେପାଳୀ ଛାତ୍ରୀ ଆତ୍ମହତ୍ୟା ଘଟଣା: 5 ଜଣଙ୍କୁ ଗିରଫ କରିଛି କିଟ

କିଟ ରେ ନେପାଳୀ ଛାତ୍ରୀ ଆତ୍ମହତ୍ୟାକୁ ନେଇ ସାରା ଦେଶ ଉଠୁଛି ପଡୁଛି। ଘଟଣାକୁ ନେଇ ସାରା ଦେଶରେ ଓଡ଼ିଶାକୁ ନିନ୍ଦା କରାଯାଉଛି। ଆତ୍ମହତ୍ୟା ମାମଲାକୁ ନେଇ ରାଜ୍ୟ ରାଜନୀତି ଏବେ ସରଗରମ ରହିଛି । ଏହାରି ଭିତରେ ଆକ୍ସନ ମୋଡକୁ ଆସିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ  । କିଟ ବିଶ୍ବବିଦ୍ୟାଳୟ…

ଠେଲାପେଲାରେ ଆହତ ହେଲେ କଂଗ୍ରେସ ସଭାପତି ଭକ୍ତ ଦାସ

ଓଡ଼ିଶା କଂଗ୍ରେସ ସଭାପତି ଭକ୍ତ ଦାସ ଆହତ ହୋଇଛନ୍ତି। ଅଣନିଶ୍ୱାସୀ ହେବା ସହ ଡାହାଣ ହାତରେ ଆଘାତ ଲାଗିଛି। କିଛି ସମୟ ପାଇଁ ଭକ୍ତ ଦାସ ଆମ୍ବୁଲାନ୍ସରେ ଭର୍ତ୍ତି ହୋଇଛନ୍ତି। ଶିଶୁଭବନ ଛକ ଆସିବାବେଳେ ଠେଲାପେଲାରେ ଏଭଳି ଘଟିଥିବା କୁହାଯାଉଛି ।