Browsing Tag

#odisha

ଅଚ୍ୟୁତଙ୍କ ବିରୋଧରେ ହୋଇପାରେ ବଡ଼ ଆକ୍ସନ

ରାଜ୍ୟ ଏବଂ ଦେଶକୁ ବଦନାମ କରିଛି କିଟ୍ ବିଶ୍ୱବିଦ୍ୟାଳୟ । ଏଥିରେ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କ ନାଁ ବି ସାମ୍ନାକୁ ଆସିଛି । ନେପାଳ ପ୍ରଧାନମନ୍ତ୍ରୀଙ୍କ ଟ୍ବିଟ୍ ପରେ ଏବେ ଚିନ୍ତାରେ ଭାରତର ବୈଦେଶିକ ମନ୍ତ୍ରଣାଳୟ। କିଟ୍ ଓ ଅଚ୍ୟୁତ ସାମନ୍ତଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ରାଜ୍ୟ…

ବିଷ୍ଣୁପଦ ସେଠୀଙ୍କ ଘରେ ସିବିଆଇ ରେଡ୍‌, ଏମିତି ପ୍ରତିକ୍ରିୟା ରଖିଲେ ASI

IAS ବିଷ୍ଣୁପଦ ସେଠୀଙ୍କ ଘରେ CBI ରେଡ । CBI ର ୮ ଜଣିଆ ଟିମ ରେଡ କରୁଥୁବା ସୂଚନା ରହିଛି । ସରକାରୀ କ୍ଵାଟରରେ ପହଂଚି CBI ର ଟିମ ଛାନବିନ କରୁଛନ୍ତି । ସକାଳ ୭ଟାରୁ ଚାଲିଛି ମାରାଥନ୍ ରେଡ୍ । ବ୍ରିଜ୍ ଆଣ୍ଡ ରୁଫ୍ କମ୍ପାନୀକୁ ଅନୁକମ୍ପା ଦେଖାଇଥିଲେ ବିଷ୍ଣୁପଦ । ସରକାରୀ କ୍ଵାଟରରେ ପହଞ୍ଚି…

ପଦ୍ମ ପୁରସ୍କାର ବିଜେତାଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା : ମାସକୁ ମିଳିବ ୩୦ହଜାର ଟଙ୍କା

ରାଜ୍ୟ ସରକାର ଗୁରୁବାର ପଦ୍ମ ବିଜେତାଙ୍କ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ପଦ୍ମ ପୁରସ୍କାର ବିଜେତାଙ୍କୁ ରାଜ୍ୟ ସରକାର ମାସିକ ୩୦ ହଜାର ଟଙ୍କା ସହାୟତା ରାଶି ପ୍ରଦାନ କରିବେ। ସୋମବାର ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ବଜେଟ ଉପସ୍ଥାପନ କରାଯାଇଛି। ତେବେ ଚଳିତ ବର୍ଷ ବଜେଟରେ ଓଡ଼ିଆ ଅସ୍ମିତାକୁ…

ଶିବରାତ୍ରି ପାଇଁ ଲିଙ୍ଗରାଜ ମନ୍ଦିରରେ ମୁତୟନ ହେବ ୪୦ପ୍ଳାଟୁନ ଫୋର୍ସ

ଆସନ୍ତା ୨୬ ତାରିଖରେ ମହାପ୍ରଭୁ ଲିଙ୍ଗରାଜଙ୍କ ଜାଗର ଉତ୍ସବ ପାଇଁ ରାତି ୧୦ଟାରେ ଉଠିବ ମହାଦୀପ । ସ୍ୱତନ୍ତ୍ର ପ୍ରଦକ୍ଷଣ ଭବନ ସମିଳନୀ କକ୍ଷରେ ଆୟୋଜିତ ସମନ୍ୱୟ କମିଟି ବୈଠକରେ ସର୍ବସମତି କ୍ରମେ ନିଷ୍ପତି ନିଆଯାଇଛି । ଚଟାଣରେ କାରପେଟ ବିଛା, ପୋଲିସ ପ୍ରଶାସନ ପକ୍ଷରୁ ୪୦ପ୍ଳାଟୁନ ଫୋର୍ସ…

ଅସହ୍ୟ ଗରମ ଯୋଗୁଁ ସକାଳୁଆ ପାଠପଢ଼ା ସହ ପରୀକ୍ଷା କରିବାକୁ ନିର୍ଦ୍ଦେଶ

ଖରା ତାତି ଅସହ୍ୟ ହେଉଥିବାରୁ ଏହା ଛାତ୍ରୀଛାତ୍ରଙ୍କ ପାଠପଢ଼ାକୁ ପ୍ରଭାବିତ କରୁଛି। ଏଭଳି ପରିସ୍ଥିତିକୁ ଦୃଷ୍ଟିରେ ରଖି ସକାଳୁଆ ପାଠପଢ଼ା ଆରମ୍ଭ କରିବାକୁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ନିଷ୍ପତ୍ତି ନେଇଛି। ଏନେଇ ବିଭାଗ ପକ୍ଷରୁ ଏକ ଏସ୍‌ଓପି ଜାରି କରାଯାଇଛି। ଏଥିସହ ବିଶ୍ୱବିଦ୍ୟାଳୟର…

ଆଜି କଂଗ୍ରେସର ପୁରୀ ଅଭିମୁଖେ ବିଶାଳ ପଦଯାତ୍ରା

ଆଜି କଂଗ୍ରେସର ବିଶାଳ ପଦଯାତ୍ରା । ନୂଆ ପିସିସି ସଭାପତି ଭକ୍ତ ଦାସ ପହଞ୍ଚିବା ପରେ ପଦଯାତ୍ରା ଆରମ୍ଭ ହେବ । ଭୁବନେଶ୍ବରରୁ ପୁରୀ ୬୦ କିଲୋମିଟରର ପଦଯାତ୍ରା ପାଇଁ ରାଜଧାନୀରେ ପହଞ୍ଚି ସାରିଛନ୍ତି କଂଗ୍ରେସ କର୍ମୀ ।ଭକ୍ତ ଦାସ ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚୁ ପହଞ୍ଚୁ ପୁରୀ ଅଭିମୁଖେ…

ଆଜିଠାରୁ +୨ ବିଜ୍ଞାନ ପରୀକ୍ଷା, ପ୍ରଥମ ଦିନରେ ମାତୃଭାଷା ପରୀକ୍ଷା

ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଆଜିଠାରୁ +୨ ଥିଓରୀ ପରୀକ୍ଷା ଆରମ୍ଭ ହେବ। ଆଜି  ବିଜ୍ଞାନ ପାଠ୍ୟକ୍ରମର ମାତୃଭାଷା  ଓଡ଼ିଆ ପରୀକ୍ଷା ରହିଛି। ମୋଟ ୧ ଲକ୍ଷ ୧୫ ହଜାର ପରୀକ୍ଷାର୍ଥୀ ବିଜ୍ଞାନ ପାଠ୍ୟକ୍ରମର ମାତୃଭାଷା ଓଡ଼ିଆ ପରୀକ୍ଷା ଦେବେ। ରାଜ୍ୟର ମୋଟ ୨୦୫ଟି ପରୀକ୍ଷା ପରିଚାଳନା…

ଏହି ମନ୍ତ୍ର ଜପ କରନ୍ତୁ ,ପ୍ରାପ୍ତି ହେବ ସୁସ୍ଥ ଓ ଗୁଣବାନ୍‌ ସନ୍ତାନ

ସନ୍ତାନ ଗୋପାଳ ମନ୍ତ୍ର ଭଗବାନ ଶ୍ରୀକୃଷ୍ଣଙ୍କୁ ସମର୍ପିତ ଏକ ଶକ୍ତିଶାଳୀ ମନ୍ତ୍ର ବୋଲି କୁହାଯାଏ । ଯେଉଁମାନେ ଗର୍ଭବତୀ ଓ ଯେଉଁମାନେ ସନ୍ତାନ ପାଇଁ ଇଚ୍ଛୁକ ସେମାନେ ଏହି ମନ୍ତ୍ର ଜପ କରିବା ଦ୍ୱାରା ବିଶେଷ ରୂପେ ଶୁଭଫଳ ପ୍ରାପ୍ତି ହୋଇଥାଏ । ଏହି ମନ୍ତ୍ରକୁ ଜପ କରିବା ଦ୍ୱାରା କେବଳ ସନ୍ତାନ…

୨୦୨୫-୨୬ ବର୍ଷ ପାଇଁ ୨ ଲକ୍ଷ ୯୦ ହଜାର କୋଟିର ବଜେଟ ଉପସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଆଜି ବିଧାନସଭାରେ ଉପସ୍ଥାପିତ ହୋଇଛି ୨୦୨୫-୨୬ ଆର୍ଥିକ ବର୍ଷ ପାଇଁ ପୂର୍ଣ୍ଣାଙ୍ଗ ବଜେଟ। ମୁଖ୍ୟମନ୍ତ୍ରୀ ମୋହନ ମାଝୀ ୨୦୨୫-୨୬ ବର୍ଷ ପାଇଁ ୨ ଲକ୍ଷ ୯୦ ହଜାର କୋଟିର ବଜେଟ ଉପସ୍ଥାପନ କରିଛନ୍ତି। ବଜେଟ ଅଭାଭାଷରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଆମ ସରକାର ଲୋକଙ୍କ ପାଇଁ କାମ କରିବାକୁ ଅନବରତ…

ରାଜ୍ୟରେ ଖାଲି ପଡିଛି ଆଇଏଏସ-ଆଇପିଏସ ପଦବୀ

ରାଜ୍ୟରେ ଖାଲି ପଡିଛି ଆଇଏଏସ-ଆଇପିଏସ ପଦବୀ । 66 IAS ପଦବୀ ଖାଲି ପଡ଼ିଥିବାବେଳେ 69 ଆଇପିଏସ ପଦବୀ ଖାଲି ପଡିଛି । ବିଧାୟକ ଅରୁଣ ସାହୁଙ୍କ ପ୍ରଶ୍ନରେ ଉତ୍ତର ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ରାଜ୍ୟରେ ଓଡ଼ିଶା କ୍ୟାଡରରେ 248 IAS ପଦବୀ ଥିବାବେଳେ ୧୮୨ ଜଣ IAS ଅଧିକାରୀ…