ପ୍ରକାଶ ପାଇଲା ସପ୍ଲିମେଣ୍ଟାରୀ ହାଇସ୍କୁଲ ସାର୍ଟିଫିକେଟ୍ ପରୀକ୍ଷା ଫଳ , ପାସ୍ ହାର ୬୩.୬୪ ପ୍ରତିଶତ
ମାଧ୍ୟମିକ ଶିକ୍ଷା ପରିଷଦ, ଓଡ଼ିଶା ପକ୍ଷରୁ ୨୦୨୬ ସପ୍ଲିମେଣ୍ଟାରୀ ହାଇସ୍କୁଲ ସାର୍ଟିଫିକେଟ୍ ପରୀକ୍ଷା ଏବଂ ରାଜ୍ୟ ମୁକ୍ତ ବିଦ୍ୟାଳୟ ପରୀକ୍ଷା (୨ୟ), ୨୦୨୬ର ଫଳାଫଳ ପ୍ରକାଶ ପାଇଛି । ସପ୍ଲିମେଣ୍ଟାରୀ ହାଇସ୍କୁଲ ସାର୍ଟିଫିକେଟ୍ ପରୀକ୍ଷାରେ ମୋଟ ୫,୭୬୦ ଜଣ ପରୀକ୍ଷା ଦେଇଥିବା ବେଳେ ୩,୬୬୬…