Browsing Tag

#odisha

ବିଜୟୱାଡାରୁ ଧରାପଡିଲା ନିରଞ୍ଜନ ପଟ୍ଟନାୟକଙ୍କ ଘରୁ ଚୋରି କରିଥିବା ଚୋର

ବରିଷ୍ଠ କଂଗ୍ରେସ ନେତା ନିରଞ୍ଜନ ପଟ୍ଟନାୟକଙ୍କ ଘରୁ ଚୋରି ମାମଲାରେ କମିଶନରେଟ ପୋଲିସକୁ ସପଳତା । ୧୯ ଦିନ ପରେ ଧରାପଡିଲା ଚୋର। ଆନ୍ଧ୍ରପ୍ରଦେଶର ବିଜୟୱାଡାରୁ ଧରିଛି ନୟାପଲ୍ଲୀ ପୋଲିସ । ତାକୁ ଏବେ ଭୁବନେଶ୍ୱରର ଏକ ଅଜ୍ଞାତ ସ୍ଥାନରେ ରଖି ପଚରାଉଚରା କରାଯାଛି । ଆଜି ତାକୁ କୋର୍ଟରେ ହାଜର…

ଅମୃତ ଅନ୍ନରେ ରନ୍ଧାହେବ ମହାପ୍ରଭୁଙ୍କ ଅବଢ଼ା ମହାପ୍ରସାଦ

ଅମୃତ ଅନ୍ନରେ ରନ୍ଧାହେବ ମହାପ୍ରଭୁଙ୍କ ଅବଢ଼ା ମହାପ୍ରସାଦ । ସମ୍ପୂର୍ଣ୍ଣ ଜୈବିକ ପ୍ରଣାଳୀରେ ପ୍ରସ୍ତୁତ ହୋଇ ଏହି ଅମୃତ ଅନ୍ନ ମହାପ୍ରସାଦ ରନ୍ଧନରେ ବ୍ୟବହୃତ ହେବ । ଏଣିକି ରାସାୟନିକଯୁକ୍ତ ଚାଉଳରେ ହେବନି ଅବଢ଼ା ମହାପ୍ରସାଦ । ମହାପ୍ରସାଦରେ ରାସାୟନିକ ମୁକ୍ତ ଚାଉଳ ଡାଲି ବ୍ୟବହାର ପାଇଁ…

ଭିଜିଲାନ୍ସ ଜାଲରେ କୋଟପାଡ଼ ବ୍ଳକ ADEO ପାର୍ଥସାରଥୀ ବିଶୋଇ

କୋରାପୁଟ ଜିଲା କୋଟପାଡ଼ ବ୍ଲକ ଅନ୍ତର୍ଗତ ବତାଶନା ପଞ୍ଚାୟତର କାର୍ଯ୍ୟରତ ଏଡିଇଓ ପାର୍ଥସାରଥୀ ବିଶୋଇଙ୍କ ଘରେ ଭିଜିଲାନ୍ସ ଚଡାଉ କରିଛି। ଗୁରୁବାର ସକାଳେ ତାଙ୍କର ବୋରିଗୁମ୍ମା ବ୍ଲକ ଚମ୍ପିଆରେ ଥିବା ପୈତୃକ ଘର ସହ ୭ଟି ସ୍ଥାନରେ ଜୟପୁର ଭିଜିଲାନ୍ସ ଚଢାଉ କରିଛି। ଆୟ ବର୍ହିଭୁତ ସମ୍ପତି ଠୁଳ…

ବଜେଟ ଅଧିବେଶନ ପାଇଁ ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କଲେ ଡ଼ିଜିପି

ବିଧାନସଭାରେ ଗୁରୁବାରଠାରୁ ଚଳିତବର୍ଷର ବଜେଟ ଅଧିବେଶନ ଆରମ୍ଭ ହେବ। ଏଥିପାଇଁ କମିଶନରେଟ୍‌ ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ତ୍ରିସ୍ତରୀୟ ସୁରକ୍ଷା ବଳୟରେ ବିଧାନସଭା ରହିଛି। ବୁଧବାର ଅପରାହ୍ନରେ ପୋଲିସ ଡିଜି ଯୋଗେଶ ବାହାଦୁର ଖୁରାନିଆ ବିଧାନସଭା ପରିସରରେ…

ଆଜିଠୁ ବିଧାନସଭାର ବଜେଟ୍ ଅଧିବେଶନ , ଦୁଇଟି ପର୍ୟ୍ୟାୟରେ ହେବ ବଜେଟ୍ ଅଧିବେଶନ

ଆଜିଠୁ ବିଧାନସଭାର ବଜେଟ୍ ଅଧିବେଶନ। ଏଥର ଦୁଇଟି ପର୍ୟ୍ୟାୟରେ ହେବ ବଜେଟ୍ ଅଧିବେଶନ। ପ୍ରଥମ ଅଧିବେସନ ଆଜିଠୁ ଆରମ୍ଭ ହୋଇ ଫେବ୍ରୁଆରୀ ୨୧ ତାରିଖ ପର୍ୟ୍ୟନ୍ତ ଚାଲିବ। ୧୭ ତାରିଖରେ ଉପସ୍ଥାପନ ହେବ ରାଜ୍ୟ ବଜେଟ୍। ଏବଂ ୨୯ ତାରିଖରେ ବ୍ୟୟମଞ୍ଜୁରୀ ବିଲ। ସେହିପରି ଦ୍ବିତୀୟ ପର୍ୟ୍ୟାୟ ଅଧିବେଶନ…

ଫେବୃଆରୀରୁ ବଢିଲାଣି ତାତି, ଭୁବନେଶ୍ବରେ ପାରଦ ୩୪ ଦଶମିକ ୮ ଡିଗ୍ରୀ ରେକର୍ଡ

ଫେବୃଆରୀରୁ ବଢିଲାଣି ତାତି। ୩୫ ଡିଗ୍ରୀ ଉପରେ ୯ ସହରର ତାପମାତ୍ରା।  ଝାରସୁଗୁଡାରେ ସର୍ବାଧି ୩୭ ଡିଗ୍ରୀ ତାପମାତ୍ରା ରେକର୍ଡ। ଚଳିତ ବର୍ଷର ଏହା ସର୍ବାଧିକ ତାପମାତ୍ରା।  ହେଲେ ଆଗାମୀ ୪ ଦିନରେ ରାତି ତାପମାତ୍ରା ୫ ଡିଗ୍ରୀ କମିବା ନେଇ ପାଣିପାଗ ବିଭାଗ ଆକଳନ କରିଛି। ଝାରସଗୁଡା ପରେ…

ଗୁରୁ ଗ୍ରହ ବୃଷ ରାଶିରେ ସିଧା ଚଳନ ଆରମ୍ଭ କରି ସାରିଛନ୍ତି, ଏହି ରାଶି ହେବେ ମାଲାମାଲ

ଫେବୃଆରୀରେ ଗୁରୁ ଗ୍ରହ ବୃଷ ରାଶିରେ ସିଧା ଚଳନ ଆରମ୍ଭ କରି ସାରିଛନ୍ତି । ଗୁରୁ ରାଶି ପରିବର୍ତ୍ତନ କରିବା ଦ୍ୱାରା ଏହାର ଶୁଭ ପ୍ରଭାବ ସମସ୍ତ ରାଶି ବ୍ୟକ୍ତି ବିଶେଷଙ୍କ ଉପରେ ପଡିଥାଏ । ଏହାସହ ଶୁଭଫଳ ପ୍ରାପ୍ତି ହୋଇଥାଏ । ଏହାସହ ଗୁରୁ ଶୁକ୍ର ମେ’୧୪ ପର୍ଯ୍ୟନ୍ତ ପରସ୍ପର ରାଶି ପରିବର୍ତ୍ତନ…

ସିରିଜ ଜିତିଲା ଭାରତ , ୧୪୨ ରନରେ ଇଂଲଣ୍ଡକୁ ପରାସ୍ତ କରିଛି

ଅହମ୍ମଦାବାଦରେ ଚାଲିଥିବା ଇଂଲଣ୍ଡ ବିପକ୍ଷ ଅନ୍ତିମ ଦିନିକିଆ ଜିତି ୩-୦ରେ ସିରିଜ କ୍ଲିନ ସୁଇପ କରିଛି ଟିମ ଇଣ୍ଡିଆ। ଶେଷ ମ୍ୟାଚରେ ଭାରତ ୧୪୨ ରନରେ ଇଂଲଣ୍ଡକୁ ପରାସ୍ତ କରିଛି। ୩୫୭ ରନର ବିଜୟ ଲକ୍ଷ୍ୟକୁ ପିଛା କରି ଭ୍ରମଣକାରୀ ଦଳ ୩୪.୨ ଓଭରରେ ସମସ୍ତ ଉଇକେଟ ହରାଇ ୨୧୪ ରନ କରିବାରେ ସମର୍ଥ…

ଇଂଲଣ୍ଡ ଦଳକୁ ୩୫୭ ରନର ବିଜୟ ଲକ୍ଷ୍ୟ ଦେଇଛି ଭାରତ

ଅହମ୍ମଦାବାଦରେ ଚାଲିଥିବା ଭାରତ-ଇଂଲଣ୍ଡ ଅନ୍ତିମ ଦିନିକିଆରେ ଭାରତ ଭ୍ରମଣକାରୀ ଇଂଲଣ୍ଡ ଦଳକୁ ୩୫୭ ରନର ବିଜୟ ଲକ୍ଷ୍ୟ ଦେଇଛି। ଟିମ ଇଣ୍ଡିଆ ଟସ ଜିତି ପ୍ରଥମେ ବ୍ୟାଟିଂ କରି ନିର୍ଦ୍ଧାରିତ ୫୦ ଓଭରରେ ସମସ୍ତ ଉଇକେଟ ହରାଇ ୩୫୬ ରନ ସଂଗ୍ରହ କରିଛି। ଶୁବମନ ଗିଲଙ୍କ ଶତକ, ବିରାଟ କୋହଲି ଓ ଶ୍ରେୟସ…

ସେନାକୁ ଖୁବଶୀଘ୍ର ମିଳିବାକୁ ଯାଉଛି ଏକେ-୨୦୩ ଆସଲ୍ଟ ରାଇଫଲ୍

ଗତ କିଛି ଦିନ ପୂର୍ବରୁ ପ୍ରକାଶ ପାଇଥିଲା ଜିଏଫପି ପାୱାରଫାୟାର ଇଣ୍ଡେକ୍ସ ରିପୋର୍ଟ । ଏହି ରିପୋର୍ଟରେ ବିଶ୍ୱ ମହାଶକ୍ତି ତାଲିକାରେ ଭାରତ ୪ର୍ଥ ସ୍ଥାନ ବଜାୟ ରଖିଛି । କିନ୍ତୁ ପୂର୍ବ ଅପେକ୍ଷା ଭାରତର ଶକ୍ତି ବଢିଛି । ନୌସେନାରେ ଅତ୍ୟାଧୁନିକ ଯୁଦ୍ଧ ପୋତ, ଏବଂ ବାୟୁସେନାରେ ଶକ୍ତିଶାଳି…