ବିହାରରେ ଯଦି ଏନଡିଏ ସରକାର ଗଠନ କରେ, ତେବେ ନୀତିଶ କୁମାର ହିଁ ମୁଖ୍ୟମନ୍ତ୍ରୀ ରହିବେ
ବିହାରରେ ଯଦି ଏନଡିଏ ସରକାର ଗଠନ କରେ, ତେବେ ନୀତିଶ କୁମାର ହିଁ ମୁଖ୍ୟମନ୍ତ୍ରୀ ରହିବେ । ଏନେଇ ବିହାରର ଉପ-ମୁଖ୍ୟମନ୍ତ୍ରୀ ଥିବା ସମ୍ରାଟ ଚୌଧୁରୀ ସ୍ପଷ୍ଟ କରିଛନ୍ତି । କହିଛନ୍ତି, ଯଦି ଆଗାମୀ ନିର୍ବାଚନରେ ଏନଡିଏ ସତ୍ତାକୁ ଫେରୁଛି, ତେବେ ନୀତିଶ ହିଁ ମୁଖ୍ୟମନ୍ତ୍ରୀ ରହିବେ । ସେ ଆହୁରି…