ସିରିଜ ଜିତିଲା ଭାରତ , ୧୪୨ ରନରେ ଇଂଲଣ୍ଡକୁ ପରାସ୍ତ କରିଛି
ଅହମ୍ମଦାବାଦରେ ଚାଲିଥିବା ଇଂଲଣ୍ଡ ବିପକ୍ଷ ଅନ୍ତିମ ଦିନିକିଆ ଜିତି ୩-୦ରେ ସିରିଜ କ୍ଲିନ ସୁଇପ କରିଛି ଟିମ ଇଣ୍ଡିଆ। ଶେଷ ମ୍ୟାଚରେ ଭାରତ ୧୪୨ ରନରେ ଇଂଲଣ୍ଡକୁ ପରାସ୍ତ କରିଛି। ୩୫୭ ରନର ବିଜୟ ଲକ୍ଷ୍ୟକୁ ପିଛା କରି ଭ୍ରମଣକାରୀ ଦଳ ୩୪.୨ ଓଭରରେ ସମସ୍ତ ଉଇକେଟ ହରାଇ ୨୧୪ ରନ କରିବାରେ ସମର୍ଥ…