ରାତିର ସର୍ବନିମ୍ନ ତାପମାତ୍ରା କମୁଥିବାବେଳେ ଦିନ ତାପମାତ୍ରା ବଢ଼ୁଛି
ଦୁଇ ଦିନ ପରେ ସର୍ବନିମ୍ନ ତାପମାତ୍ରା ୨ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ହ୍ରାସ ପାଇବ ବୋଲି ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି। ଫଳରେ ରାତିରେ ଶୀତ ପ୍ରକୋପ ବଢ଼ିବାର ସମ୍ଭାବନା ରହିଛି। ଗତକାଲି ରାତିରେ ସର୍ବନିମ୍ନ ତାପମାତ୍ରା ଜି. ଉଦୟଗିରିରେ ସବୁଠୁ କମ୍ ୯.୮…