ଆଜି ଇସ୍ତଫା ଦେବେ ମୁଖ୍ୟମନ୍ତ୍ରୀ ଆତିଶୀ ମାର୍ଲେନା
ଦିଲ୍ଲୀରେ ଆପ ପରାଜୟ ପରେ ଆଜି ଇସ୍ତଫା ଦେବେ ମୁଖ୍ୟମନ୍ତ୍ରୀ ଆତିଶୀ ମାର୍ଲେନା । ସୂଚନମୁତାବକ, ଆଜି ସକାଳ ୧୧ଟାରେ ରାଜଭବନରେ ଉପରାଜ୍ୟପାଳଙ୍କୁ ଭେଟି ସେ ତାଙ୍କର ଇସ୍ତଫା ପତ୍ର ପ୍ରଦାନ କରିବେ । ଶନିବାର ଆସିଥିବା ନିର୍ବାଚନ ଫଳାଫଳରେ ବିଜେପିକୁ ୪୮ ଏବଂ ଆମ୍ ଆଦମି ପାର୍ଟିକୁ ୨୨ ସିଟ୍…