Browsing Tag

#odisha

ଚନ୍ଦ୍ରଭାଗା ତୀର୍ଥ ପୁଷ୍କରିଣୀରେ ବୁଡ଼ ପାଇଁ ଜୋରଜାର ପ୍ରସ୍ତୁତି

ଆସନ୍ତାକାଲି କୋଣାର୍କ ଚନ୍ଦ୍ରଭାଗା ତୀର୍ଥ ପୁଷ୍କରିଣୀରେ ବୁଡ଼ ପକାଇବେ ଲକ୍ଷାଧିକ ଭକ୍ତ । ଏହା ପୂର୍ବରୁ ତୀର୍ଥ ପୁଷ୍କରିଣୀ ଖନନ ହୋଇ ପରିସ୍କାର କରିବା ସହିତ ପରିମଳ ବ୍ୟବସ୍ଥା, ଆଲୋକିକରଣ, ପାନୀୟ ଜଳ ଯୋଗାଣ, ବ୍ୟାରିକେଡର ବ୍ୟବସ୍ଥାକୁ ଜୋରଦାର କରାଯାଇଛି । ଉକ୍ତମାନେ ବୁଡ଼ ପକାଇବା ପରେ…

କେନ୍ଦ୍ରୀୟ ବଜେଟକୁ ଅଭୁତପୂର୍ବ ଜନସମର୍ଥନ ମିଳିଥିବାରୁ ବିଜେଡି ବିବ୍ରତ : ଡ.ଯତିନ ମହାନ୍ତି

ପାଲ୍ୟାମେଂଟରେ ଗତକାଲି ଏକ ଐତିହାସିକ, ଲୋକକଲ୍ୟାଣକାରୀ ଓ ବିକାଶମୁଖୀ ବଜେଟ ଆଗତ କରାଯାଇଛି ଏହି ବଜେଟ୍‌କୁ ଅଭୁତପୂର୍ବ ଜନସମର୍ଥନ ମିଳିଛି । ଏନେଇ ବିଜେଡି ବ୍ୟସ୍ତବିବ୍ରତ ହୋଇଯାଇଛି ବୋଲି ରାଜ୍ୟ ସାଧାରଣ ସମ୍ପାଦକ ଡ. ଯତିନ ମହାନ୍ତି କହିଛନ୍ତି। ଡ. ମହାନ୍ତି କହିଛନ୍ତି, ଏହି…

ଫେବ୍ରୁଆରୀ ଆରମ୍ଭରୁ ଅସମ୍ଭାଳ ହେଉଛି ତାତି

ଫେବ୍ରୁଆରୀ ଆରମ୍ଭରୁ ପାରଦ ଉପରମୁହାଁ। ସକାଳ ୧୦ଟାରୁ ଅସମ୍ଭାଳ ହେଉଛି ତାତି ।  ପ୍ରଥମ ସପ୍ତାହରୁ ୩୬ ଡିଗ୍ରୀ ପାର କଲା ପାରଦ। ଗତକାଲି ବଲାଙ୍ଗିର ସବୁଠୁ ଉତ୍ତପ୍ତ ସହର ପାଲଟିଥିଲା। ୩୬.୭ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି। ରାଜଧାନୀରେ ମଧ୍ୟ ବଢ଼ିଛି ପାରଦ। ଭୁବନେଶ୍ବରରେ ୩୪.୯ ଡିଗ୍ରୀ…

ମାଘ ମାସରେ ବାଘ ଭଳି ଖରା,ଭୁବନେଶ୍ୱରରେ ତାପମାତ୍ରା ୩୪ ଡିଗ୍ରୀ ଟପିଛି

ମାଘ ମାସରେ ବାଘ ଭଳି ଖରା। ଏଇ କିଛି ଦିନ ଭିତରେ ପାଗରେ ଅଚାନକ ପରିବର୍ତ୍ତନ ହୋଇଛି । ମାଘ ମାସରେ ବାଘ ଭଳି ଜାଡ ହେବା କଥା ।  କିନ୍ତୁ ସାରା ରାଜ୍ୟରୁ ଶୀତ ଗାଏବ ହୋଇଯାଇ ଖରା ମାଡ଼ି ଆସିଛି । ଭୋରର ଘନ କୁହୁଡ଼ି ପଡୁଥିବା ବେଳେ ଦିନ ବଢିବା ସହ ଖରା ବଢୁଛି । ବିଶେଷ କରି ଫେବ୍ରୁଆରି ତୃତୀୟ…

ଦିଲ୍ଲୀ ବିଧାନସଭା ନିର୍ବାଚନ: ଆଜି ସନ୍ଧ୍ୟା ୫ଟାରେ ସରିବ ପ୍ରଚାର

ଦିଲ୍ଲୀ ବିଧାନସଭା ନିର୍ବାଚନ ଚୂଡାନ୍ତ ପର୍ଯ୍ୟାୟରେ ପହଞ୍ଚିଛି । ଆଜି ସନ୍ଧ୍ୟା ୫ଟାରେ ସରିଯିବ ନିର୍ବାଚନ ପ୍ରଚାର । ଏହାପରେ ଫେବ୍ରୁଆରି ୫ ତାରିଖରେ ଦେଢକୋଟିରୁ ଅଧିକ ଭୋଟର ଭୋଟ ଦେଇ ବାଛିବେ ନେତା ଓ ସରକାର ।  ପ୍ରଚାରରେ ଶେଷ ଦିନ ହୋଇଥିବାରୁ ସବୁ ରାଜନୈତିକ ଦଳ ନିଜର ହଭିୱେଟ ନେତାଙ୍କୁ…

ଆଜିର ରାଶିଫଳ

ମେଷ: କାର୍ଯ୍ୟକ୍ଷେତ୍ରରେ କତୃପକ୍ଷଙ୍କ ଠାରୁ ଆପଣଙ୍କୁ ପ୍ରୋତ୍ସାହନ ମିଳିବ। ନୂଆ ଚାକିରିର ଡ଼ାକରା ଆସିପାରେ। ନିଜର ସମସ୍ୟାକୁ ସାଙ୍ଗ ବା ବନ୍ଧୁଙ୍କୁ କହିବେ। ପାରିବାରିକ ଜୀବନ ସୁଖଦ ରହିବ। ‌ ବୃଷ: ଘରର ପରିବେଶ ଅତି ପ୍ରସନ୍ନ ରହିବ। ପରିବାର ଲୋକଙ୍କର ଆପଣଙ୍କ ପ୍ରତି ବିଶ୍ବାସ…

ଭକ୍ତକବି ମଧୁସୂଦନ ରାଓଙ୍କ ଜୟନ୍ତୀ ଅବସରରେ ତାଙ୍କ ରଚିତ ‘ବର୍ଣ୍ଣବୋଧ’ର ପୁନଃମୁଦ୍ରିତ ସଂସ୍କରଣ ଓ ଏହାର ଡ଼ିଜିଟାଲ କପି…

ଭକ୍ତକବି ମଧୁସୂଦନ ରାଓଙ୍କ ଜୟନ୍ତୀ ଅବସରରେ ତାଙ୍କ ରଚିତ ‘ବର୍ଣ୍ଣବୋଧ’ର ପୁନଃମୁଦ୍ରିତ ସଂସ୍କରଣ ଓ ଏହାର ଡ଼ିଜିଟାଲ କପି ଉନ୍ମୋଚିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର ଅପରାହ୍‌ଣରେ ଏହାକୁ ଉନ୍ମୋଚନ କରିଛନ୍ତି। ଆଜି ପବିତ୍ର ଶ୍ରୀପଞ୍ଚମୀ ଓ ସରସ୍ଵତୀ ପୂଜା।…

ଫେବୃଆରୀ ଆରମ୍ଭରୁ ପାରଦ ଉପରମୁହଁl ,ଲୋକଙ୍କ ମନରେ ଆଗାମୀ ସ୍ଥିତିକୁ ନେଇ ଶଙ୍କା

ଓଡିଶାର କାଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଆଜି ବି ଶୀତ ଲହରୀ ଜାରୀ ରହିଛି। ତାପମାତ୍ରା ୧୦ ଡିଗ୍ରୀ ଉପରେ ରହିଥିବା ବେଳେ ଭୋର ସମୟରେ ପ୍ରବଳ ଶୀତ ଅନୁଭୂତ ହେଉଛି। ଫଳରେ ସକାଳୁଆ ଶୀତ ଦାଉରୁ ରକ୍ଷା ପାଇବା ପାଇଁ ଲୋକମାନେ ଶୀତ ବସ୍ତ୍ର ପରିଧାନ କରିବା ସହ ନିଆଁର ସାହାଯ୍ୟ ନେଉଥିବା…

ଚୁମ୍ବନକୁ ନେଇ ବିବାଦ

ଗ୍ଲାମର୍‌ ଓ୍ବାଲ୍ଡରେ ବିବାଦ ସାଧାରଣ କଥା। କେତେବେଳେ ସେଲିବ୍ରିଟିମାନଙ୍କ ବ୍ୟବହାର ପ୍ରଶଂସକଙ୍କ ହୃଦୟ ଜିତିଥାଏ ତ କେବେ ଟ୍ରୋଲିଂର କାରଣ ପାଲଟିଥାଏ। ଏବେ ସେମିତି କିଛି ଉଦିତ ନାରାୟଣଙ୍କ ସହ ଘଟିଛି। ଏକ ଲାଇଭ୍‌ କନ୍‌ସର୍ଟରେ  ମହିଳା ପ୍ରଶଂସକଙ୍କୁ ଚୁମ୍ବନ ଦେବା ପରେ ତାଙ୍କୁ ଟ୍ରୋଲ…

ସରଗରମ ହେଲାଣି ଦିଲ୍ଲୀ ରାଜନୀତି , ଦିଲ୍ଲୀର ବିକାଶ ଆମର ଫୋକସ୍‌ – ମୋଦୀ

ସରଗରମ ହେଲାଣି ଦିଲ୍ଲୀ ରାଜନୀତି । ନିର୍ବାଚନ ହେବାକୁ ଆଉ ମାତ୍ର ୨ ଦିନ ବାକି ଥିବା ବେଳେ ବିରୋଧୀ-ଶାସକ ମୁହାଁମୁହିଁ ହୋଇଛନ୍ତି । ଲଗାତାର ତୃତୀୟ ଥର କ୍ଷମତାକୁ ଫେରିବାକୁ ଚାହିଁ ବସିଥିବା ଆପ୍‌ ରାସ୍ତାରେ କଣ୍ଟା ସାଜିଛନ୍ତି ମୋଦି । କାରଣ ନିଜ ନିର୍ବାଚନ ପ୍ରଚାର ସମୟରେ କେଜ୍ରିୱାଲ…