ଆଜି ରାଜ୍ୟବ୍ୟାପୀ ଓକିଲଙ୍କ କଲମଛାଡ଼ ଆନ୍ଦୋଳନ
ଗଞ୍ଜାମ ଜିଲାର ବରିଷ୍ଠ ଆଇନଜୀବୀ ପୀତବାସ ପଣ୍ଡାଙ୍କୁ ଗୁଳି କରି ହତ୍ୟା ଘଟଣାକୁ ରାଜ୍ୟ ବାର୍ କାଉନସିଲ ତୀବ୍ର ନିନ୍ଦା କରିଛି। ପୀତବାସଙ୍କ ହତ୍ୟା ପ୍ରତିବାଦରେ ୮ ତାରିଖ ତଥା ବୁଧବାର ରାଜ୍ୟବ୍ୟାପୀ କଲମଛାଡ଼ ଆନ୍ଦୋଳନ କରିବାକୁ କାଉନସିଲ ପକ୍ଷରୁ ଘୋଷଣା କରାଯାଇଛି। ପୀତବାସଙ୍କ ପରିବାରକୁ…