Browsing Tag

#odisha

ଆଜି ଖେଳାଯିବ ଭାରତ ଓ ଇଂଲଣ୍ଡ ତୃତୀୟ ଟ୍ବେଣ୍ଟି-୨୦ ମ୍ୟାଚ

ଭାରତ ଓ ଇଂଲଣ୍ଡ ମଧ୍ୟରେ ‌ଖେଳାଯାଉଥିବା ପାଞ୍ଚ ମ୍ୟାଚ୍ ବିଶିଷ୍ଟ ଟ୍ବେଣ୍ଟି-୨୦ ଶୃଙ୍ଖଳାର ତୃତୀୟ ମ୍ୟାଚ୍‌ ମଙ୍ଗଳବାର ରାଜକୋଟରେ ଖେଳାଯିବ। ଏହି ମ୍ୟାଚ୍‌ରେ ଇଂଲଣ୍ଡ ବିରୋଧରେ ଭାରତ ଲଗାତାର ପଞ୍ଚମ ଶୃଙ୍ଖଳା ବିଜୟ ହାସଲ କରିବା ଲକ୍ଷ୍ୟରେ ରହିବ। ପ୍ରଥମ ଦୁଇ ମ୍ୟାଚ୍ ଜିତି ୨-୦ରେ ଆଗୁଆ…

ମୋଦିଙ୍କ ଆଗମନ ପାଇଁ ହାଇଆଲର୍ଟରେ ରହିଛି ରାଜଧାନୀ ଭୁବନେଶ୍ବର

ଆଜି ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ମୋଦିଙ୍କ ଆଗମନ ପାଇଁ ହାଇଆଲର୍ଟରେ ରହିଛି ରାଜଧାନୀ ଭୁବନେଶ୍ବର । ବିମାନବନ୍ଦର ଠାରୁ ଜନତା ମୈଦାନ ପର୍ଯ୍ୟନ୍ତ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି । 60 ରୁ ଅଧିକ ପ୍ଲାଟୁନ ପୋଲିସ ଫୋର୍ସ ଓ 400 ରୁ ଅଧିକ ଅଫିସରଙ୍କୁ ମୁତୟନ…

ଆଜି ଦଶପଲ୍ଲାରୁ ଶ୍ରୀକ୍ଷେତ୍ର ଯିବ ରଥକାଠ

ବିଶ୍ଵ ପ୍ରସିଦ୍ଧ ରଥଯାତ୍ରା ପାଇଁ ଦଶପଲ୍ଲାରୁ ଶ୍ରୀକ୍ଷେତ୍ର ଆସୁଛି ରଥ କାଠ। ନୟାଗଡ ଦଶପଲ୍ଲାରୁ ପୁରୀ ଅଭିମୁଖେ ଗଡିବ ରଥକାଠ ବୋଝେଇ ହୋଇଥିବା ୩ଟି ଟ୍ରକ୍। ପୂଜାର୍ଚ୍ଚନା ପରେ ମହାବୀର କ୍ଷେତ୍ର ଦଶପଲ୍ଲାରୁ ପ୍ରଥମ ପର୍ଯ୍ୟାୟରେ ୧୦୧ ଖଣ୍ଡ କାଠ ପଠାଯିବ। ସେଥିମଧ୍ୟରୁ ୪୮ ଖଣ୍ଡ ଅସନ ଏବଂ ୫୮…

ରାଜ୍ୟରେ ଅସ୍ତବ୍ୟସ୍ତ କରୁଛି କୁହୁଡ଼ି

ରାଜ୍ୟରେ ଅସ୍ତବ୍ୟସ୍ତ କରୁଛି କୁହୁଡ଼ି । ଘନ କୁହୁଡ଼ି ପାଇଁ ବାଧାପ୍ରାପ୍ତ ହୋଇଛି ଗାଡ଼ି ଚଳାଚଳ । ସକାଳୁ ସକାଳୁ କୁହୁଡ଼ି ପାଇଁ ଦୃଶ୍ୟମାନ ଦୂରତା କମ ରହିଛି । ତେଣୁ ଦୁର୍ଘଟଣାର ଭୟ ମଧ୍ୟ ବଢ଼ିଛି । ଆଜି ସକାଳ ୮ଟା ଯାଏ ୧୦ ଜିଲ୍ଲାକୁ ୟଲୋ ୱାର୍ଣ୍ଣି ଜାରି କରିଛି ପାଣିପାଗ କେନ୍ଦ୍ର । ୨୯…

‘ଉତ୍କର୍ଷ ଓଡ଼ିଶା’ କନ୍‌କ୍ଲେଭର ଉଦ୍‌ଘାଟନ କରିବେ ମୋଦି

ଜନତା ମଇଦାନରେ ଜମିବ ବଡ ବଡ ଶିଳ୍ପପତିଙ୍କ ଆସର । କାର୍ଯ୍ୟକ୍ରମକୁ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ପୂର୍ବାହ୍ନ 11 ଟାରେ ଉତ୍କର୍ଷ ଓଡ଼ିଶା କନକ୍ଲେଭର ହେବ ଶୁଭ ଉଦଘାଟନ । ବିଭିନ୍ନ କ୍ଷେତ୍ର ପାଇଁ ଅନୁଷ୍ଠିତ ହେବ 15ଟି ସ୍ଵତନ୍ତ୍ର ଅଧିବେଶନ ।ଆଜି 5ଟି ଓ ଆସନ୍ତାକାଲି…

ଶ୍ରୀମନ୍ଦିର ପରିଚାଳନା କମିଟିର କାର୍ଯ୍ୟକାରୀ ଅଧ୍ୟକ୍ଷ ହେଲେ ମନୋଜ ଆହୁଜା

ଖବର ବାଜିଲା, ଚିଠି ବଦଳିଲା। ପୂର୍ବ ଚିଠିକୁ ସଂଶୋଧନ କଲେ ରାଜ୍ୟ ସରକାର। ସଂଶୋଧନ ପରେ ମନୋଜ ଆହୁଜା ଶ୍ରୀମନ୍ଦିର ପରିଚାଳନା କମିଟିର କାର୍ଯ୍ୟକାରୀ ଅଧ୍ୟକ୍ଷ ହୋଇଛନ୍ତି। ପୂର୍ବ ଚିଠିରେ ଜି.ଏ କମିଟି ମନୋଜ ଆହୁଜାଙ୍କୁ ପରିଚାଳନା କମିଟିର ଅଧ୍ୟକ୍ଷ ଭାବେ ଅତିରିକ୍ତ ଦାୟିତ୍ବ ଦେଇଥିଲା। ହେଲେ…

ଏଣିକି ବିନା ଟାଓ୍ବାରରେ ବି ମିଳିବ ମୋବାଇଲ ସେବା

ସ୍ପେସ ଏକ୍ସର ସିଇଓ ମସ୍କ ନିକଟରେ ଏକ ନିଶ୍ଚିତତା ପ୍ରଦାନ କରିଛନ୍ତି ।  ସେ କହିଛନ୍ତି କି ଏଣିକି ବିନା ଟାଓ୍ବାରରେ ବି ମିଳିବ ମୋବାଇଲ ସେବା । ଏହାର ବିଟା ଟେଷ୍ଟିଂ ଆଜିଠାରୁ ଆରମ୍ଭ ହେବାକୁ ଯାଉଛି । ଏକ୍ସ ପ୍ଳାଟଫର୍ମରେ ହୋଇଥିବା ଏକ ପୋଷ୍ଟିଂ ଅନୁସାରେ ଆଜିଠାରୁ ଷ୍ଟାରଲିନଙ୍କର…

ଓ୍ଵାକଫ୍ ସଂଶୋଧନ ବିଲକୁ ଜେପିସିର ମଂଜୁରୀ

ସଂସଦର ଯୁଗ୍ମ କମିଟି (ଜେପିସି) ସୋମବାର ଓ୍ଵାକଫ୍ ବିଲରେ ହୋଇଥିବା ପରିବର୍ତ୍ତନକୁ ଅନୁମୋଦନ କରିଛି। ସୋମବାର ବସିଥିବା ଚୂଡ଼ାନ୍ତ ବୈଠକରେ ସମସ୍ତ ୪୪ଟି ସଂଶୋଧନ ଉପରେ ଆଲୋଚନା ହୋଇଥିବା ଜେପିସି ସଭାପତି ଜଗଦମ୍ବିକା ପାଲ କହିଛନ୍ତି। ସେଥିମଧ୍ୟରୁ ଏନଡିଏ ସାଂସଦଙ୍କ ୧୪ଟି ପ୍ରସ୍ତାବକୁ ଅନୁମୋଦନ…

ପୁଣେରେ ପ୍ରାଣନେଉଛି ‘ଜିବିଏସ

ପୁଣେରେ ଚିନ୍ତା ବଢାଇଲାଣି ଗୁଇଲେନ-ବାରେ ସିଣ୍ଡ୍ରୋମ । ପୁଣେରେ ପାଖାପାଖି ୧୦୦ରୁ ଅଧିକ ଲୋକ ଏହି ରୋଗରେ ଆକ୍ରାନ୍ତ ହୋଇସାରିଛନ୍ତି । ସେମାନଙ୍କ ମଧ୍ୟରୁ ୧୬ଜଣ ଭେଣ୍ଟିଲେଟରରେ ଥିବା ବେଳେ ବାକି ରୋଗୀ ଗୁରୁତର ଅବସ୍ଥାରେ ଚିକିତ୍ସିତ ହେଉଛନ୍ତି । ବିଭିନ୍ନ ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…

ଉତ୍ତରାଖଣ୍ଡରେ ସମାନ ନାଗରିକ ସଂହିତାର ଅଧିସୂଚନା ଜାରି

ଉତ୍ତରାଖଣ୍ଡରେ ସମାନ ନାଗରିକ ସଂହିତାର ଅଧିସୂଚନା ଜାରି କରିବା ପରେ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମି କହିଛନ୍ତି ଯେ ଏହା ଏକ ଐତିହାସିକ ପଦକ୍ଷେପ । ମୁଖ୍ୟମନ୍ତ୍ରୀ କହିଛନ୍ତି ରାଜ୍ୟ ସରକାରଙ୍କ ଅଧିକାରୀମାନେ ଏହି ଆଇନ ପାଇଁ ଦିନରାତି କଠିନ ପରିଶ୍ରମ କରିଛନ୍ତି । ସମସ୍ତେ ସମନ୍ବୟ ରଖି କାମ…