ଏହା କେଜରିୱାଲଙ୍କ ଗ୍ୟାରେଣ୍ଟି, ମୋଦୀଙ୍କ ‘ନକଲି’ ଗ୍ୟାରେଣ୍ଟି ନୁହେଁ – କେଜ୍ରିୱାଲ୍
ଆଗକୁ ହେବାକୁ ଥିବା ଦିଲ୍ଲୀ ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ କରିବା ସହ ପୂର୍ବତନ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ୍ଙ୍କ ନେତୃତ୍ବାଧୀନ ଦଳ ଆମ ଆଦମୀ ପାର୍ଟି (ଆପ୍) ନିର୍ବାଚନୀ ଇସ୍ତାହାର ଘୋଷଣା କରିଛନ୍ତି। ଏହି ଇସ୍ତାହାରରେ କେଜ୍ରିୱାଲ୍ ୧୫ଟି ଗ୍ୟାରେଣ୍ଟି ଉଲ୍ଲେଖ କରିଛନ୍ତି।…