Browsing Tag

#odisha

ଆଜି ଦେଶ ପାଳୁଛି ୭୭ତମ ଭାରତୀୟ ସେନା ଦିବସ 

ଦେଶ ମାତୃକା ପାଇଁ ତାଙ୍କ ବଳିଦାନକୁ କେହି କେବେ ଭୁଲି ପାରିବେନି ।  ସୀମାରେ ଶତ୍ରୁକୁ ଦେଖାନ୍ତି ସେମାନେ ନାଲି ଆଖି । ଛାତିରେ ଗୁଳି ଖାଇ ଆମକୁ ଛାତ ଭଳି ଦିଅନ୍ତି ସୁରକ୍ଷା ।  ସେନା ଅଛି ବୋଲି ସୀମା ପାର କରିପାରନ୍ତି ନାହିଁ ଶତ୍ରୁ ।  ସେନା ଅଛି ବୋଲି ଆମେ ଅଛୁ ।  ସେମାନେ ନୀଡର,…

ଆଜିର ରାଶିଫଳ

ମନକଥା ମନରେ ରଖନ୍ତୁ। ଅଫିସରେ ବାତାବରଣ ଟିକେ ଅଲଗା ହେବ। ଭାବିଚିନ୍ତି ବଡ଼ ନିଷ୍ପତ୍ତି ନିଅନ୍ତୁ। ସିନେ କଳାକାରଙ୍କ ଲାଗି ଭଲ ଦିନଟିଏ। ପାରିବାରିକ ସମ୍ବନ୍ଧ ମଜଭୁତ ହେବ। ‌ ବୃଷ: ପାରିବାରିକ କାମ କରିବା ଲାଗି ଘର ଲୋକଙ୍କ ସହଯୋଗ ପାଇବେ। ଜମି କିଣିବା ଲୋକଙ୍କୁ ଲାଭ…

ଆଜି ଶ୍ରୀମନ୍ଦିରରେ ବନକଲାଗି, ୫ଘଣ୍ଟା ବନ୍ଦ ରହିବ ଶ୍ରୀଜିଉ ମାନଙ୍କ ଦର୍ଶନ

ଆଜି ଶ୍ରୀମନ୍ଦିରରେ ବନକଲାଗି, ୫ଘଣ୍ଟା ବନ୍ଦ ରହିବ ଶ୍ରୀଜିଉ ମାନଙ୍କ ଦର୍ଶନ । ସନ୍ଧ୍ୟା ୫ଟାରୁ ରାତି ୧୦ଟା ଯାଏଁ ସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ମନ୍ଦିର ପ୍ରଶାନ ପକ୍ଷରୁ ସୂଚନା ଦିଆଯାଇଛି । ଦ୍ବିତୀୟ ଭୋଗ ମଣ୍ଡପ ପରେ ଶ୍ରୀଜିଉ ମାନଙ୍କର ବନକ ଲାଗି କରାଯିବ । ଶ୍ରୀଜୀଉ ମାନଙ୍କର…

ମାଟ୍ରିକ ପରୀକ୍ଷା ପ୍ରଶ୍ନପତ୍ରରେ ବାର୍ କୋଡ୍‌ ସହ ୱାଟର ମାର୍କ ବ୍ୟବସ୍ଥା ଲାଗୁ କରିବାକୁ ଯୋଜନା

ଦଶମ ପ୍ରଶ୍ନପତ୍ର ଭାଇରାଲ୍ ରୋକିବାକୁ ବୋର୍ଡର ବଡ଼ ପଦକ୍ଷେପ। ଚଳିତ ବର୍ଷ ବୋର୍ଡ ପକ୍ଷରୁ ହେବାକୁ ଯାଉଥିବା ମାଟ୍ରିକ ପରୀକ୍ଷା ପ୍ରଶ୍ନପତ୍ରରେ ବାର୍ କୋଡ୍‌ ସହ ୱାଟର ମାର୍କ ବ୍ୟବସ୍ଥା ଲାଗୁ କରିବାକୁ ଯୋଜନା ହୋଇଛି। ବର୍ତ୍ତମାନ ପରୀକ୍ଷା ମୂଳକ ଭାବରେ ଓଡିଶା ସେକେଣ୍ଡାରୀ ହାଇସ୍କୁଲ ଟିଚର…

ଜାନୁଆରି ୨୧ ଓ ୨୭ ତାରିଖରେ ହେବ ୟୁଜିସି-ନେଟ୍ ପରୀକ୍ଷା

ଜାନୁଆରି ୧୫ରେ ସ୍ଥଗିତ ହୋଇଥିବା ୟୁଜିସି-ନେଟ୍ ପରୀକ୍ଷା ପାଇଁ ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି ନୂଆ ତାରିଖ ଘୋଷଣା କରିଛି । ଆସନ୍ତା ଜାନୁଆରି ୨୧ ଓ ୨୭ ତାରିଖରେ ଏହି ପରୀକ୍ଷା ଅନୁଷ୍ଠିତ ହେବ। ଅପଡେଟ୍ ହୋଇଥିବା ଆଡମିଟ୍ କାର୍ଡ ଖୁବ୍ ଶୀଘ୍ର ୟୁଜିସି ନେଟ୍ ୱେବସାଇଟ୍ ugcnet.nta.ac.in…

୨୦ରୁ ଶ୍ରୀମନ୍ଦିରରେ ଆରମ୍ଭ ହେବ ଧାଡ଼ି ଦର୍ଶନ

ଜାନୁଆରୀ ୨୦ ତାରିଖରୁ ଶ୍ରୀମନ୍ଦିରରେ ଆରମ୍ଭ ହେବ ଧାଡ଼ି ଦର୍ଶନ । ଧାଡ଼ି ଦର୍ଶନ ପାଇଁ ର‌୍ୟାମ୍ପ ଓ ବ୍ୟାରିକେଡ୍‌ ଲଗାଇବା ପ୍ରକିୟା ଆରମ୍ଭ ହୋଇଛି ।  ଆଉ ପରୀକ୍ଷାମୂଳକ ନୁହେଁ ଏଣିକି ସିଧାସଳଖ କାର୍ଯ୍ୟକାରୀ ହେବ ବୋଲି କହିଛନ୍ତି ମନ୍ତ୍ରୀ ।  ଏନେଇ ସୂଚନା ଦେଇଛନ୍ତି ଆଇନମନ୍ତ୍ରୀ…

ବୈତରଣୀରେ ମକର ବୁଡ଼ ପକାଇଲେ ମୁଖ୍ୟମନ୍ତ୍ରୀ

କେନ୍ଦୁଝର ଜିଲ୍ଲା ପାଟଣା ସ୍ଥିତ ବୈତରଣୀରେ ନଦୀରେ ବୁଡ଼ ପକାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ବୁଡ଼ ପକାଇବା ପରେ ଆନନ୍ଦେଶ୍ୱର ଓ ପରମେଶ୍ବର ମହାଦେବ ମନ୍ଦିରରେ ମୁଖ୍ୟମନ୍ତ୍ରୀ ପୂଜାର୍ଚ୍ଚନା କରିଛନ୍ତି ।  ମୁଖ୍ୟମନ୍ତ୍ରୀଙ୍କୁ ଦେଖିବା ପାଇଁ ନଦୀ ଘାଟରେ ପ୍ରବଳ ଜନ ସମାଗମ ଦେଖିବାକୁ…

ଓଡ଼ିଶାବାସୀଙ୍କୁ ମକର ସଂକ୍ରାନ୍ତିର ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ

ଆଜି ପବିତ୍ର ମକର ସଂକ୍ରାନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଓଡ଼ିଶାବାସୀଙ୍କୁ ମକର ସଂକ୍ରାନ୍ତିର ଶୁଭେଚ୍ଛା ଜଣାଇଛନ୍ତି। ଜଗନ୍ନାଥ ସଂସ୍କୃତିରେ ମକର ସଂକ୍ରାନ୍ତିର ମହତ୍ୱ ରହିଛି। ଏହା କେବଳ ଧାର୍ମିକ ଉତ୍ସବ ନୁହେଁ, ଭାଇଚାରା, ସଦ୍‌ଭାବ ଓ ଏକତାର ପ୍ରତୀକ। ଏହି ପବିତ୍ର ପର୍ବ…

ବିଶ୍ବ ବଜାରରେ ଅସ୍ଥିରତା ଦେଖାଦେଇଥିବାରୁ ପୁଣି ଥରେ ମହଙ୍ଗା ହୋଇଛି ସୁନା, ୮୦ ଟପିଲା ସୁନା

ବିଶ୍ବ ବଜାରରେ ଅସ୍ଥିରତା ଦେଖାଦେଇଥିବାରୁ ପୁଣି ଥରେ ମହଙ୍ଗା ହୋଇଛି ସୁନା । ଭୁବନେଶ୍ବରରେ ୨୪ କ୍ୟାରେଟ୍‌ ସୁନାର ୧୦ ଗ୍ରାମ ପିଛା ଦାମ୍ ୪୩୦ ଟଙ୍କା ବୃଦ୍ଧି ପାଇ ୮୦,୦୦୭ ଟଙ୍କା ହୋଇଛି। ତେବେ ୨୨ କ୍ୟାରେଟ୍‌ ସୁନାର ୧୦ ଗ୍ରାମ୍ ଦାମ୍ ୭୩,୪୦୦ ଟଙ୍କାରେ ପହଞ୍ଚିଛି। ୨୨ କ୍ୟାରେଟ୍‌…

ମଧ୍ୟାହ୍ନ ଭୋଜନରେ ମିଳିବ କ୍ଷୀର

ମଧ୍ୟାହ୍ନ ଭୋଜନରେ ମିଳିବ କ୍ଷୀର । ଏନେଇ ଚିନ୍ତା କରୁଛନ୍ତି ସରକାର । ମଧ୍ୟାହ୍ନ ଭୋଜନରେ ଛାତ୍ରଛାତ୍ରୀ ୨୦୦ ମିଲିମିଟର ଭିଟାମିନ A ଓ D ଯୁକ୍ତ କ୍ଷୀର ଦେବାକୁ ଯୋଜନା କରୁଛନ୍ତି ସରକାର । ଏନେଇ ମତ୍ସ୍ୟ ଓ ପଶୁ ସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ସୂଚନା ଦେଇଛନ୍ତି । ଗତକାଲି ରାଷ୍ଟ୍ରପତି…