ଆଇଫୋନ୍ ୧୭ ଏୟାର ଉନ୍ମୋଚିତ
ଆପଲ୍ର ସିଇଓ ଟିମ୍ କୁକ୍ କମ୍ପାନିର ସବୁଠୁ ପତଳା ଆଇଫୋନ୍ ୧୭ ଏୟାର ଉନ୍ମୋଚନ କରିଛନ୍ତି। ଏହାର ମୋଟେଇ ୫.୫ ଏମ୍ଏମ୍ ଥିବା ବେଳେ ଓଜନ ହେଉଛି ୧୪୫ ଗ୍ରାମ। ଏଥିରେ ୨୮୦୦ ଏମ୍ଏଏଚ୍ ବ୍ୟାଟେରି ବ୍ୟବହାର କରାଯାଇଛି। ଏଥି ସହିତ କମ୍ପାନି ପକ୍ଷରୁ ଆଇଫୋନ୍ ୧୭ ପ୍ରୋ ଓ ଆଇଫୋନ୍ ୧୭…