ଜନ୍ମମାଟି ରାଇରଙ୍ଗପୁରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ଜନ୍ମମାଟି ରାଇରଙ୍ଗପୁରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ପୁରୀ ଶ୍ରୀମନ୍ଦିରରେ ଦର୍ଶନ ସାରି ତିନି ଦିନିଆ ମୟୁରଭଞ୍ଜ ଜିଲ୍ଲା ଗସ୍ତରେ ଅଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ବ୍ଲୁ-ବୁକ୍ ସିକ୍ୟୁରିଟି ଅନୁଯାୟୀ ସମସ୍ତ ସୁରକ୍ଷା ବ୍ୟବସ୍ଥା କରାଯାଇଛି, ମଙ୍ଗଳବାର ଏହାର…