ଏସିଆ କପ୍ କ୍ରିକେଟ୍ ପ୍ରତିଯୋଗିତା ଲାଗି ଦୁବାଇରେ ଏକାଠି ହେବେ ଭାରତୀୟ କ୍ରିକେଟର
ୟୁଏଇରେ ଚଳିତ ମାସ ୯ରୁ ଆରମ୍ଭ ହେବାକୁ ଯାଉଥିବା ଏସିଆ କପ୍ କ୍ରିକେଟ୍ ପ୍ରତିଯୋଗିତା ଲାଗି ୧୫ଜଣିଆ ଭାରତୀୟ ଦଳର ଖେଳାଳିମାନେ ଗୁରୁବାର ଦୁବାଇରେ ଏକାଠି ହେବେ। ଏକାଠି ଯିବା ପରିବର୍ତ୍ତେ ନିଜ ନିଜ ସହରରୁ ପର୍ଯ୍ୟାୟକ୍ରମେ ସେଠାରେ ପହଞ୍ଚିବେ। ଗୁରୁବାର ସଂଧ୍ୟାସୁଦ୍ଧା ଖେଳାଳିମାନେ…