ରାଜ୍ୟରେ ଗଡ଼ିବ ଗ୍ରୀନ୍ ହାଇଡ୍ରୋଜେନ୍ ବସ୍
ଅଗଷ୍ଟ ୧୫ ସୁଦ୍ଧା ରାଜ୍ୟରେ ଗଡ଼ିବ ଗ୍ରୀନ୍ ହାଇଡ୍ରୋଜେନ୍ ବସ୍ । ଏନେଇ ସୂଚନା ଦେଲେ ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର । ଏନେଇ କ୍ରୁଟ୍ ସହ NTPC ଓ ଗ୍ରୀଡ୍କୋର ଏମ୍ଓୟୁ ସ୍ବାକ୍ଷରିତ ହୋଇଛି । ପ୍ରାଥମିକ ପର୍ଯ୍ୟାୟରେ ୩ଟି ଗ୍ରୀନ୍ ହାଇଡ୍ରୋଜେନ୍ ବସ୍ ଚାଲିବାାକୁ ଥିବା…