Browsing Tag

#odisha

ଶ୍ବେତଗଙ୍ଗାରେ ପିଣ୍ଡଦାନ ପରେ ଶ୍ରୀମନ୍ଦିରରେ ପହଞ୍ଚି ଶ୍ରୀଜିଉଙ୍କୁ ଦର୍ଶନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

 ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କୁ ଦର୍ଶନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଶ୍ବେତଗଙ୍ଗାରେ ପିଣ୍ଡଦାନ ପରେ ଶ୍ରୀମନ୍ଦିରରେ ପହଞ୍ଚି ଶ୍ରୀଜିଉଙ୍କୁ ଦର୍ଶନ କରିଛନ୍ତି ରାଷ୍ଟ୍ରପତି। ତାଙ୍କ ସହିତ ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ ମଧ୍ୟ ଅଛନ୍ତି । ଶ୍ରୀଜିଉଙ୍କ ଦର୍ଶନ କରି ଫେରିବା ପରେ ୨୨ ପାହାଚରେ…

ଆଜିର ରାଶିଫଳ

ମେଷ: ଚାକିରି ବୃତ୍ତିରେ କାମରେ ଲାଗି ରହିଥିବା ବାଧା ସମାପ୍ତ ହୋଇଯିବ। ଧନଲାଭର କିଛି ନୂଆ ମଉକା ପାଇବେ। ବାଲ୍ୟବନ୍ଧୁ ସହ ଦେଖା ହୋଇପାରେ। ବିଦ୍ୟାର୍ଥୀଙ୍କର ମନ ଲେଖାପଢ଼ାରେ ଲାଗିବ। ‌ ବୃଷ: ତର୍କବିତର୍କ ଓ ସମସ୍ୟା ଠାରୁ ଦୂରରେ ରହନ୍ତୁ। ବିରୋଧୀ ପକ୍ଷ ଆପଣଙ୍କ କାମରେ ବାଧା ସୃଷ୍ଟି…

ଭକ୍ତ ଦାସ ନବୀନଙ୍କ ସହଯୋଗ ମାଗିବା ପୂର୍ବରୁ ତାଙ୍କ ଦଳର ବିଧାୟକ ମାନଙ୍କ ପାଖରୁ ଆଗ ସହଯୋଗ ମାଗନ୍ତୁ – ଏକାମ୍ର…

ରାଜ୍ୟସଭା ନିର୍ବାଚନ ଚତୁର୍ଥ ସିଟ୍ ନେଇ ନବୀନ-ଭକ୍ତ ଭେଟଘାଟ ପ୍ରସଙ୍ଗରେ ଭକ୍ତ ଦାସଙ୍କୁ ତେରେଛା ବାଣ ମାରିଲେ ଏକାମ୍ର ବିଧାୟକ ବାବୁ ସିଂହ । ଭକ୍ତ ଦାସ ନିଜ ଗଡ଼ରେ ନିଜେ ଛିଡା ହେବା ପାଇଁ ଚେଷ୍ଟା କରନ୍ତୁ ବୋଲି ବାବୁ ସିଂହ କହିଛନ୍ତି । କଂଗ୍ରେସ ବିଧାୟକ ତାଙ୍କ ଦଳ ପ୍ରାର୍ଥୀକୁ ସମର୍ଥନ…

ମଣିପୁରରେ ରାଷ୍ଟ୍ରପତି ଶାସନର ପ୍ରାୟ ଗୋଟିଏ ବର୍ଷ ପରେ ମଣିପୁରକୁ ମିଳିଲା ନୂଆ ମୁଖ୍ୟମନ୍ତ୍ରୀ,ୟୁମନାମ ଖେମଚାନ୍ଦ ସିଂହ…

ହିଂସା ପାଇଁ ମଣିପୁରରେ ରାଷ୍ଟ୍ରପତି ଶାସନର ପ୍ରାୟ ଗୋଟିଏ ବର୍ଷ ପରେ ମଣିପୁରକୁ ମିଳିଲା ନୂଆ ମୁଖ୍ୟମନ୍ତ୍ରୀ । ନୂତନ ମୁଖ୍ୟମନ୍ତ୍ରୀ ଭାବରେ ପୂର୍ବତ୍ତନ ମନ୍ତ୍ରୀ ୟୁମନାମ ଖେମଚାନ୍ଦ ସିଂହଙ୍କୁ ବିଜେପି ଦଳ ଦ୍ୱାରା ମନୋନୀତ କରାଯାଇଛି । ମଣିପୁରରେ ଦୀର୍ଘ ସମୟ ଧରି ଜାତିଗତ ହିଂସା ମଧ୍ୟରେ…

ପୁରୀରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ କାଲି ଶ୍ବେତଗଙ୍ଗାରେ ପିଣ୍ଡଦାନ କରିବେ

ପୁରୀରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ତାଳବଣିଆ ହେଲିପ୍ୟାଡ୍‌ରେ ତାଙ୍କ ବିମାନ ପହଞ୍ଚିବା ପରେ ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ, ଉପମୁଖ୍ୟମନ୍ତ୍ରୀ ତାଙ୍କୁ ସ୍ବାଗତ କରିଛନ୍ତି। ରାଷ୍ଟ୍ରପତି ପୁରୀରେ ରାତ୍ରିଯାପନ କରିବେ। ବୁଧବାର ଶ୍ବେତଗଙ୍ଗାରେ ପିଣ୍ଡଦାନ କରିବେ। ପିଣ୍ଡଦାନ ପରେ…

ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ କଥାବାର୍ତ୍ତା ପରେ ଟାରିଫ ହ୍ରାସ ଘୋଷଣା କରିଛନ୍ତି ଆମେରିକା ରାଷ୍ଟ୍ରପତି

ଟାରିଫ ହ୍ରାସ କଲା ଆମେରିକା । ୨୫ ପ୍ରତିଶତରୁ ୧୮ ପ୍ରତିଶତକୁ ହ୍ରାସ କଲେ ଡୋନାଲ୍ଡ ଟ୍ରମ୍ପ ।  ଆଗକୁ ପୂରା ୨୫ ପ୍ରତିଶତ ହ୍ରାସ ହେବ । ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ କଥାବାର୍ତ୍ତା ପରେ ଟାରିଫ ହ୍ରାସ ଘୋଷଣା କରିଛନ୍ତି ଆମେରିକା ରାଷ୍ଟ୍ରପତି । ଟ୍ରୁଥ ସୋସିଆଲ ମିଡିଆରେ ଏହି ଘୋଷଣା…

ଗୋଟିଏ ଦିନରେ ଟଙ୍କା ମୂଲ୍ୟ ୧.୪% ବୃଦ୍ଧି ପାଇ ଡଲାର ପିଛା ୯୦.୨୭ ସ୍ତରରେ ପହଞ୍ଚିଛି

ଭାରତ ଏବଂ ଆମେରିକା ମଧ୍ୟରେ ଐତିହାସିକ ବାଣିଜ୍ୟ ଚୁକ୍ତି ଭାରତୀୟ ମୁଦ୍ରା ‘ଟଙ୍କା’ ପାଇଁ ସଞ୍ଜୀବନୀ ସଦୃଶ ହୋଇଛି। ମଙ୍ଗଳବାର ବଜାର ବନ୍ଦ ହେବା ବେଳକୁ ଟଙ୍କା ମୂଲ୍ୟ ୧.୪% ବୃଦ୍ଧି ପାଇ ଡଲାର ପିଛା ୯୦.୨୭ ସ୍ତରରେ ପହଞ୍ଚିଛି। ୨୦୧୮ ମସିହା ପରଠାରୁ ଗୋଟିଏ ଦିନରେ ଟଙ୍କା ମୂଲ୍ୟରେ ଏହା…

ମୋଦୀ ଭୟଭୀତ ଅଛନ୍ତି,ଆମେରିକା ସହ ବାଣିଜ୍ୟ ଚୁକ୍ତିନାମାକୁ ରାତିରେ ନରେନ୍ଦ୍ର ମୋଦି ସାଇନ କଲେ କାହିଁକି –…

ସଂସଦରେ ଚଳିତ ବଜେଟ୍ ଅଧିବେଶନରେ ପୂର୍ବତନ ସେନା ମୁଖ୍ୟ ଜେନେରାଲ ମନୋଜ ମୁକୁନ୍ଦ ନରୱାଣେଙ୍କ ଲିଖିତ ପ୍ରଶଙ୍ଗକୁ ନେଇ ଅଚଳାବସ୍ଥା ଜାରି ରହିଛି। ମଙ୍ଗଳବାର ରାହୁଲ ଗାନ୍ଧୀ ଭାଷଣ ଆରମ୍ଭରୁ ଦେଶର ସୁରକ୍ଷା ନେଇ ପ୍ରଶ୍ନ ଉଠାଇଥିଲେ। ଯାହାକୁ ନେଇ ହଙ୍ଗାମା ଆରମ୍ଭ ହୋଇଥିଲା। ଚୀନ୍ ପ୍ରସଙ୍ଗରେ…

ଏହି କାରଣରୁ ଆସନ୍ତା କାଲି ସକାଳ ୧୧ଟା ପର୍ଯ୍ୟନ୍ତ ଲୋକସଭା ମୁଲତବୀ ଘୋଷଣା

ଲୋକସଭାରେ ରାହୁଲ ଗାନ୍ଧୀଙ୍କ ଭାଷଣ ଲଗାତାର ଦ୍ୱିତୀୟ ଦିନ ପାଇଁ ବାଧାପ୍ରାପ୍ତ ହୋଇଛି। ଅପରାହ୍ନ ୨ଟାରେ, ରାହୁଲ ଗାନ୍ଧୀ ଗୃହରେ ଜଣେ ପୂର୍ବତନ ସେନା ମୁଖ୍ୟଙ୍କ ଦ୍ୱାରା ପ୍ରକାଶିତ ଏକ ଅପ୍ରକାଶିତ ପୁସ୍ତକରୁ ଏକ ଲେଖା ଉପସ୍ଥାପନ କରିଥିଲେ। ସେ କହିଥିଲେ, “ମୋତେ କହିବାକୁ ଦିଅ।” ସେ ଏହା…

ମୁଖ୍ୟମନ୍ତ୍ରୀ କନ୍ୟା ବିବାହ’ ଯୋଜନାର ଶୁଭାରମ୍ଭ

ମୁଖ୍ୟମନ୍ତ୍ରୀ କନ୍ୟା ବିବାହ’ ଯୋଜନା ଶୁଭାରମ୍ଭ ହୋଇଛି।। ଆଜି ଗଞ୍ଜାମ ତାରାତାରିଣୀ ପୀଠରୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏହାର ଶୁଭାରମ୍ଭ କରିଛନ୍ତି। ଏହି ସମୟରେ ୨ ଶହ ବର-କନ୍ୟାଙ୍କ ସାମୁହିକ ବିବାହ କରାଯାଇଛି। ସେପଟେ ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ଶୁଭାରମ୍ଭ ପୂର୍ବରୁ…