ଶୃଙ୍ଖଳିତ ହେବ ଶ୍ରୀମନ୍ଦିର ନାଟମଣ୍ଡପ ଦର୍ଶନ
ଶ୍ରୀମନ୍ଦିର ନାଟମଣ୍ଡପରେ ଜାନୁଆରିରୁ ଆରମ୍ଭ ହେବାକୁ ଯାଉଛି ନୂଆ ଦର୍ଶନ ବ୍ୟବସ୍ଥା। ନାଟମଣ୍ଡପରେ ବି ଭକ୍ତମାନେ ଧାଡ଼ିରେ ଯାଇ ମହାପ୍ରଭୁଙ୍କ ଦର୍ଶନ କରିବେ। ନାଟମଣ୍ଡପରେ କାଠରାମ୍ପ୍ରେ ୬ଟି ଧାଡ଼ି ବ୍ୟବସ୍ଥା କରାଯିବ। ତିନିଟି ଧାଡ଼ି ଶିଶୁ, ମହିଳା, ବୃଦ୍ଧବୃଦ୍ଧାଙ୍କ ପାଇଁ ଓ ବାକି ତିନିଟି…