ଆଖି ବୁଜିଲେ ବଳଙ୍ଗା ପୀଡ଼ିତା,ଆଜି ଓଡ଼ିଶା ଆସିବ ମରଶରୀର
ଆଖି ବୁଜିଲେ ବଳଙ୍ଗା ପୀଡ଼ିତା । ଦିଲ୍ଲୀ ଏମ୍ସ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ପୀଡ଼ିତାଙ୍କ ମୃତ୍ୟୁ ହୋଇଛି । ୧୫ ଦିନ ଧରି ଜୀବନ ସହିତ ସଂଘର୍ଷ କରିବା ପରେ ଶେଷରେ ଆରପାରିକୁ ଚାଲିଯାଇଛନ୍ତି ପୀଡ଼ିତା । ଆଜି ଦିଲ୍ଲୀରେ କରାଯିବ ଶବ ବ୍ୟବଚ୍ଛେଦ । ପୋଷ୍ଟମର୍ଟମ ପରେ ଓଡ଼ିଶା ଆସିବ ମରଶରୀର।…