Browsing Tag

#odisha

ଏମ୍‌ସ ଭୁବନେଶ୍ୱରରେ ଫୋର୍‌ଡି ସ୍ପାଇନ୍‌ ଓ ଗେଟ୍‌ ଆନାଲିସିସ୍ ଲ୍ୟାବ୍ ଉଦ୍‌ଘାଟିତ

ଏମ୍‌ସ ଭୁବନେଶ୍ୱରରେ ପୂର୍ବ ଭାରତରେ ପ୍ରଥମ ତଥା ଅତ୍ୟାଧୁନିକ ଜ୍ଞାନକୌଶଳଯୁକ୍ତ ଫୋର୍‌ଡି ସ୍ପାଇନ୍‌ ଓ ଗେଟ୍‌ ଆନାଲିସିସ୍ ଲ୍ୟାବ୍ ଉଦ୍‌ଘାଟିତ ହୋଇଯାଇଛି। ଶାରୀରିକ ଚିକିତ୍ସା ଏବଂ ପୁନର୍ବାସ ବିଭାଗ (ପିଏମଆର) ପକ୍ଷରୁ ଅର୍ନ୍ତଜାତୀୟ ଦିବ୍ୟାଙ୍ଗ ଦିବସ ଅବସରରେ କାର୍ଯ୍ୟନିର୍ବାହୀ…

ଭାରତୀୟ ସଂସ୍କୃତି ଏବଂ ପରମ୍ପରା ସହିତ ଆୟୁର୍ବେଦ ଅଙ୍ଗାଙ୍ଗିଭାବେ ଜଡ଼ିତ

ଭାରତୀୟ ସଂସ୍କୃତି ଏବଂ ପରମ୍ପରା ସହିତ ଆୟୁର୍ବେଦ ଅଙ୍ଗାଙ୍ଗିଭାବେ ଜଡ଼ିତ। ଏହା ଜାଣିବାକୁ ହେଲେ ଆମକୁ ବହୁତ ଦୂର ଯିବାକୁ ପଡ଼ିବ ନାହିଁ। ପ୍ରଭୁ ଜଗନ୍ନାଥଙ୍କ ନୀତିକାନ୍ତିକୁ ଅଧ୍ୟୟନ କଲେ ଆମେ ଏହାକୁ ଜାଣିପାରିବା। ଗୋପବନ୍ଧୁ ଆୟୁର୍ବେଦ ମହାବିଦ୍ୟାଳୟର ୭୫ତମ ବାର୍ଷିକ ଉତ୍ସବରେ ଯୋଗ ଦେଇ…

ପୁରୀ ବ୍ଲୁ ଫ୍ଲାଗ ବିଚରେ ନୌସେନାର ପରାକ୍ରମକୁ ଭାରତ ସମେତ ପୂରା ବିଶ୍ବ ଦେଖୁଛି

ନୌସେନା ଦିବସରେ ନୌବୀରମାନେ ପୁରୀ ସମୁଦ୍ରର ଅଥଳ ଜଳରାଶିରେ ଅପରେସନ୍ କୌଶଳ ଦେଖାଇଛନ୍ତି। ନୌସେନାର ନୌବୀରମାନେ ୧୫ଟି ଯୁଦ୍ଧପୋତ, ୪୦ ଏୟାରକ୍ରାଫ୍ଟ୍ ଏହି ଯୁଦ୍ଧ କୌଶଳ ପ୍ରଦର୍ଶନ କରିଛନ୍ତି। ଭାରତୀୟ ନୈସନାର ଦକ୍ଷତାକୁ ଉପରେ ପୂରା ବିଶ୍ବବାସୀ ନଜର ରଖିଛନ୍ତି। ଜଳଭାଗରେ ବମ୍‌…

ପୂର୍ବତନ ଉପମୁଖ୍ୟମନ୍ତ୍ରୀଙ୍କୁ ଗୁଳିମାଡ଼

ବୁଧବାର ଅମୃତସରର ସ୍ବର୍ଣ୍ଣ ମନ୍ଦିର ପ୍ରବେଶ ପଥରେ ଶିରୋମଣି ଅକାଲୀ ଦଳର ନେତା ତଥା ପଞ୍ଜାବର ପୂର୍ବତନ ଉପ ମୁଖ୍ୟମନ୍ତ୍ରୀ ସୁଖବୀର ସିଂ ବାଦଲଙ୍କ ଉପରକୁ ଗୁଳି ଚାଳନା ହୋଇଛି। ଜାଣିବାକୁ ମିଳିଛି ଯେ ତାଙ୍କ ଉପରକୁ ପୂର୍ବତନ ବାବର ଖାଲସା ଇଣ୍ଟରନ୍ୟାସନାଲ (ବି.କେ.ଆଇ) ଆତଙ୍କବାଦୀ ଗୁଳି…

ଶେୟାର ବଜାର କାରବାରରେ ବୃଦ୍ଧି

କ୍ରମାଗତ ତୃତୀୟ ଦିନ ଲାଗି ଘରୋଇ ଶେୟାର ବଜାର କାରବାରରେ ବୃଦ୍ଧି ଘଟିଛି। ଏପରିକି ଚଳିତ ସପ୍ତାହର ଦ୍ୱିତୀୟ କାର୍ଯ୍ୟଦିବସର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ବଢ଼ାଇପାରିଛନ୍ତି। ବିଶେଷକରି ମଙ୍ଗଳବାର ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜ (ବିଏସ୍‌ଇ)ର ସେନ୍‌ସେକ୍ସ…

ଗୁରୁବାର ଶପଥ ନେବେ ଦେବେନ୍ଦ୍ର ଫଡନବିସ

ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଭାବେ ବିଜେପି ବିଧାୟକ ଦେବେନ୍ଦ୍ର ଫଡନବିସଙ୍କୁ ଚୟନ କରାଯିବା ପରେ ରାଜ୍ୟରେ ସରକାର ଗଠନ କରିବା ଲାଗି ମହାୟୁତି ମେଣ୍ଟ ବୁଧବାର ରାଜ୍ୟପାଳଙ୍କୁ ଭେଟିଛି। ମେଣ୍ଟ ସହଯୋଗୀ ଶିବସେନା ମୁଖ୍ୟ ଏକନାଥ ସିନ୍ଦେ, ବିଜେପି ବିଧାୟକ ଦେବେନ୍ଦ୍ର ଫଡନବିସ ଏବଂ ଏନସିପି ମୁଖ୍ୟ…

ଆଜି ପୁରୀ ପୌରପାଳିକାର ସମସ୍ତ ସ୍କୁଲ ବନ୍ଦ

ରାଷ୍ଟ୍ରପତିଙ୍କ ଗସ୍ତ ଓ ନୌଦିବସ ପାଳନ ଉପଲକ୍ଷେ ପୁରୀରେ ବନ୍ଦ ରହିବ ସ୍କୁଲ । ସ୍କୁଲ ବନ୍ଦ ରଖିବାକୁ ଜିଲ୍ଲା ପ୍ରଶାସନ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି । ସରକାରୀ, ବେସରକାରୀ ପ୍ରାଥମିକ, ମାଧ୍ୟମିକ, ଉଚ୍ଚ ମାଧ୍ୟମିକ ସ୍କୁଲ୍‌ ବନ୍ଦ ରହିବା ସହ  ନିକଟବର୍ତ୍ତୀ ମଦର୍ସ ପବ୍ଲିକ,…

ମାଲକାନଗିରିରେ ମୃଦୁ ଭୂମିକମ୍ପ ଅନୁଭୂତ

ମାଲକାନଗିରିରେ ମୃଦୁ ଭୂମିକମ୍ପ ଅନୁଭୂତ । କୋରାପୁଟ ଦାମନଯୋଡିରେ ଭୂମିକମ୍ପ ଝଟକା ଅନୁଭୂତ ହୋଇଛି । ସକାଳ ୭ଟା ୨୮ରେ ଭୂମିକମ୍ପ ଅନୁଭୂତ ହୋଇଛି । କେବଳ କୋରାପୁଟ ନୁହେଁ, ଛତିଶଗଡ ସୁକୁମା ଓ ବିଜାପୁରରେ ବି ଭୂମିକମ୍ପ ଅନୁଭୂତ ହୋଇଛି । ତେବେ କୌଣସି କ୍ଷୟକ୍ଷତି ହୋଇଥିବା ନେଇ ସୂଚନା ନାହିଁ…

ଆଜି ନୌସେନା ଦିବସ

ଆଜି ନୌସେନା ଦିବସ । ଶ୍ରୀକ୍ଷେତ୍ରରେ ପରାକ୍ରମ ଦେଖାଇବେ ନୌବୀର । ବିଶ୍ବ ଦେଖିବ ଭାରତର ଦମ । କାର୍ଯ୍ୟକ୍ରମରେ ସାମିଲ ହେବେ ମହାମହିମ ରାଷ୍ଟ୍ରପତି । କାର୍ଯ୍ୟକ୍ରମରେ ଯୋଗଦେବାକୁ ଓଡିଶାରେ ଆସି ପହଁଚିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଗତକାଲି ରାଜଭବନରେ ରାତ୍ରୀ ଯାପନ ପରେ ଆଜି…

ଆଜି ପୁରୀ ଯିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ପୁରୀ ଯିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ପୁରୀ ଯାଇ ସେଠାରେ ମହାପ୍ରଭୁଙ୍କ ଦର୍ଶନ କରିବେ । ପରେ ଗୋପବନ୍ଧୁ ଆୟୁର୍ବେଦ ବିଦ୍ୟାଳୟକୁ ଯିବେ । ମହାବିଦ୍ୟାଳୟର ୭୫ତମ ବାର୍ଷିକ ଉତ୍ସବରେ ଯୋଗଦେବେ । କାର୍ଯ୍ୟକ୍ରମ ସାରି ରାଜଭବନରେ ବିଶ୍ରାନ ନେବେ । ଅପରାହ୍ନରେ ନୌସେନା ଦିବସ ସମାରୋହରେ…