Browsing Tag

#odisha

କଂଗ୍ରେସ ଉପରେ ବର୍ଷିଲେ ଆଇନ ମନ୍ତ୍ରୀ

ରାଜ୍ୟ ପୂର୍ତ୍ତ, ଆଇନ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ କଂଗ୍ରେସ ଉପରେ ବର୍ଷିଛନ୍ତି। ସେ କହିଛନ୍ତି, ତିନୋଟି ଖରାପ ତତ୍ତ୍ବ କଂଗ୍ରେସ ଠାରେ ଦେଖିବାକୁ ମିଳୁଛି। ତାହା ହେଲା ଦେଶ ବିରୋଧୀ, ବିକାଶ ବିରୋଧୀ ଓ ଲୋକ ବିରୋଧୀ ତତ୍ତ୍ବ। ଏସବୁ ବିଲକ୍ଷଣ ପାଇଁ ସାରା ଦେଶରେ କଂଗ୍ରେସ ସତ୍ତା…

୨୦୨୭ ଡିସେମ୍ବର ସୁଦ୍ଧା ପ୍ରଥମ ପର୍ଯ୍ୟାୟ ମେଟ୍ରୋ ପ୍ରକଳ୍ପ ଶେଷ ହେବ

ଭୁବନେଶ୍ବର ସାଂସଦ ଅପରାଜିତା ଷଡ଼ଙ୍ଗୀ ଆଜି ମେଟ୍ରୋ ପ୍ରକଳ୍ପକୁ ନେଇ ବଡ଼ ସୂଚନା ଦେଇଛନ୍ତି। ୨୦୨୭ ଡିସେମ୍ବର ସୁଦ୍ଧା ପ୍ରଥମ ପର୍ଯ୍ୟାୟ ମେଟ୍ରୋ ପ୍ରକଳ୍ପ ଶେଷ ହେବ। ପ୍ରଥମେ ପର୍ଯ୍ୟାୟରେ ୨୬ କି.ମିରେ ମେଟ୍ରୋ ଚଳାଚଳ ଆରମ୍ଭ ହେବ । ପ୍ରଥମ ପର୍ଯ୍ୟାୟରେ ୧୩ଟି ଟ୍ରେନ ଚାଲିବାକୁ ଥିବା ବେଳେ…

ପଶ୍ଚିମବଙ୍ଗରୁ ଆଉ ଓଡ଼ିଶା ଆସିବ ନାହିଁ ଆଳୁ , ଆମେ ମାଗି ଖିଆ ନୁହଁ

ପଶ୍ଚିମବଙ୍ଗରୁ ଆଉ ଓଡ଼ିଶା ଆସିବ ନାହିଁ ଆଳୁ। ଓଡ଼ିଶା ପଶ୍ଚିମବଙ୍ଗରୁ ଆଉ ଆଳୁ ମାଗିବ ନାହିଁ । ଏନେଇ ସୂଚନା ଦେଇଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣପାତ୍ର। ମନ୍ତ୍ରୀ କହିଛନ୍ତି, ଆମେ ମାଗି ଖିଆ ନୁହଁ, ପଶ୍ଚିମବଙ୍ଗରେ କେବଳ ଆଳୁ ନାହିଁ । ଉତ୍ତର ପ୍ରଦେଶରୁ ଆଜି ଆଳୁ ଆସିଛି । ବଜାରରେ ପର୍ୟ୍ୟାପ୍ତ…

ଆତଙ୍କବାଦୀ ଗୁରୁପତୱନ୍ତ୍ ସିଂ ପନ୍ନୁ ନାମରେ ଏକ ଧମକପୂର୍ଣ୍ଣ ଇମେଲ ,ଅନ୍ୟପଟେ ଭୁବନେଶ୍ବର ବିମାନବନ୍ଦରରୁ ଏକ ଅଜଣା…

ଦେଶର ନିରାପତ୍ତା ପାଇଁ ଗୁରୁତ୍ବପୂର୍ଣ୍ଣ ଡିଜି-ଆଇଜିପି ସମ୍ମିଳନୀ ଭୁବନେଶ୍ବରର ଲୋକସେବା ଭବନରେ ଚାଲିଥିବା ବେଳେ ଏବେ ଭୁବନେଶ୍ବର ବିମାନବନ୍ଦରରୁ ଏକ ଅଜଣା ବ୍ୟାଗ୍ ଜବତ କରାଯାଇଛି। ଖାଲିସ୍ତାନୀ ଆତଙ୍କବାଦୀ ଗୁରୁପତୱନ୍ତ୍ ସିଂ ପନ୍ନୁ ନାମରେ ଏକ ଧମକପୂର୍ଣ୍ଣ ଇମେଲ ଆସିବା ପରେ ଅଜଣା…

ବଢିଲା ମଧ୍ୟାହ୍ନ ଭୋଜନ ଖର୍ଚ୍ଚ

ଏଣିକି ପ୍ରାଥମିକ ସ୍କୁଲ ପିଲାଙ୍କ ପାଇଁ ମଧ୍ୟାହ୍ନ ଭୋଜନରେ ଖର୍ଚ୍ଚ ହେବ ୭ଟଙ୍କା ୬୪ ପଇସା । ପୂର୍ବରୁ ୫ ଟଙ୍କା ୯୦ ପଇସା ଥିଲା । ସେହିପରି ଉଚ୍ଚ ପ୍ରାଥମିକ ପିଲାଙ୍କ ପାଇଁ ଖର୍ଚ୍ଚ ହେବ ୧୦ ଟଙ୍କା ୯୪ ପଇସା । ପୂର୍ବର୍ରୁ ଏହା ୮ଟଙ୍କା ୮୨ ପଇସା । ତେବେ ନୂଅ ବିଜେପି ସରକାର ଆସିବା ପରେ…

ଲୋକସେବା ଭବନରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ

ଦେଶ ସୁରକ୍ଷା ପ୍ରସଙ୍ଗରେ ଭୁବନେଶ୍ବରରେ ଐତିହାସିକ ବୈଠକ । ଡିଜିପି/ଆଇଜିପି ସମ୍ମିଳନୀର ଆଜି ଦ୍ବିତୀୟ ଦିନ । ଲୋକସେବା ଭବନ କନଭେନସନ୍ ସେଣ୍ଟର ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଗୃହମନ୍ତ୍ରୀ ଅମିତ ଶାହ, NSA ଅଜିତ୍ ଡୋଭାଲ ମଧ୍ୟ ଲୋକସେବା ଭବନରେ ପହଞ୍ଚିଛନ୍ତି । ପ୍ରଥମ…

ବାତ୍ୟା ପେଙ୍ଗାଲ ପ୍ରଭାବରେ ଆଜି ୧୭ ଜିଲାରେ ହେବେ ବର୍ଷା

ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ଘନୀଭୂତ ହେଉଥିବାବେଳେ କ୍ରମଶଃ ବାତ୍ୟାର ରୂପ ନେବାକୁ ଯାଉଛି। ଏହା ତାମିଲନାଡୁ ଉପକୂଳରେ ମାଡ଼ହେବା ସମ୍ଭାବନା ରହିଛି। ତେବେ ବାତ୍ୟାର ସିଧାସଳଖ ପ୍ରଭାବ ଓଡ଼ିଶା ଉପରେ ନ ଥିଲେ ମଧ୍ୟ ଅଧିକାଂଶ ଜିଲାରେ କୋହଲା ପାଗ ସହ ବର୍ଷା…

କ୍ରୀଡ଼ାମନ୍ତ୍ରୀଙ୍କୁ ଭେଟିଲେ ବିଧାୟିକା ସୋଫିଆ

ବାରବାଟୀ ଷ୍ଟାଡିୟମର ନବୀକରଣ ସହ କଟକ ସହରରେ ଏକ ଇଣ୍ଟିଗ୍ରେଟେଡ ସ୍ପୋର୍ଟ୍ସ କମ୍ପ୍ଲେକ୍ସ ନିର୍ମାଣ ପାଇଁ ବାରବାଟୀ-କଟକ ବିଧାୟିକା ଇଞ୍ଜିନିୟର ‌ସୋଫିଆ ଫିର୍‌ଦୌସ ଆଜି କ୍ରୀଡ଼ାମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କୁ ତାଙ୍କ କାର୍ଯ୍ୟାଳୟରେ ଭେଟି ଆଲୋଚନା କରିଛନ୍ତି। ବାରବାଟୀ ଷ୍ଟାଡିୟମରେ…

ଆଜି ଅପରାହ୍ଣରେ ଲ୍ୟାଣ୍ଡଫଲ୍ କରିବ ବାତ୍ୟା ଫେଙ୍ଗଲ

ଆଜି ଅପରାହ୍ଣରେ ଲ୍ୟାଣ୍ଡଫଲ୍ କରିବ ବାତ୍ୟା ଫେଙ୍ଗଲ। ପୁଡୁଚେରୀ ନିକଟ କରାଇକଲ ଓ ମହାବଲୀପୁରମ୍ ମଧ୍ୟରେ ସ୍ଥଳଭାଗ ଛୁଇଁବା ସମ୍ଭାବନା ରହିଛି। ଏହି ସମୟରେ ପବନର ବେଗ ୭୦ରୁ ୮୦ କିଲୋମିଟର ରହିପାରେ। ଅତିବେଶୀରେ ୯୦ କିଲୋମିଟର ଝଟକା ଦେବା ସମ୍ଭାବନା ରହିଛି। ଏବେ ପୁଡୁଚେରୀଠାରୁ ୧୮୦ ଓ…

କୋଇଲା ହବ ହେବ ଅନୁଗୁଳ

ତାଳଚେରରୁ ସରି ଆସୁଛି କୋଇଲା। ଏଥିପାଇଁ ଛେଣ୍ଡିପଦା ଉପ‌ରେ ଏବେ ସରକାରଙ୍କ ଆଖି। ଛେଣ୍ଡିପଦା ବ୍ଲକ୍‌ରେ ପ୍ରଚୁର ପରିମାଣର କୋଇଲା ମହଜୁଦ୍‌ ଥିଲା ବେଳେ ଖୋଳିବା ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି। ଗତ ୫ ବର୍ଷରେ ଅନୁଗୁଳ ଜିଲ୍ଲାର ୧୬ଟି ନୂଆ କୋଲ୍‌ ବ୍ଲକ୍‌ ଆବଣ୍ଟନ କରାଯାଇଥିଲା ବେଳେ…