Browsing Tag

#odisha

କୁସ୍ତି ଯୋଦ୍ଧା ବଜରଙ୍ଗ ପୁନିଆ ୪ ବର୍ଷ ନିଲମ୍ବିତ

କୁସ୍ତି ଯୋଦ୍ଧା ବଜରଙ୍ଗ ପୁନିଆ ୪ ବର୍ଷ ନିଲମ୍ବିତ । ଜାତୀୟ ଆଣ୍ଟିଂ ଡୋପିଂ ଏଜେନ୍ସି ବା ନାଡା ପକ୍ଷରୁ ତାଙ୍କୁ ନିଲମ୍ବନ କରାଯାଇଛି । ମାର୍ଚ୍ଚ ୧୦ ତାରିଖରେ ଜାତୀୟ ଦଳ ପାଇଁ ହୋଇଥିବା ଚୟନ ବେଳେ ବଜରଙ୍ଗ ପରୀକ୍ଷା ପାଇଁ ନମୁନା ଦେବାକୁ ମନା କରିଥିଲେ । ଫଳରେ ତାଙ୍କ ବିରୋଧରେ ଏପରି…

୫ ଘଣ୍ଟା ବନ୍ଦ ରହିବ ଜଗା ଦର୍ଶନ

ଆଜି ଶ୍ରୀମନ୍ଦିରରେ ହେବ ଶ୍ରୀଜୀଉଙ୍କ ଗୁପ୍ତ ନୀତି। ଆଜି ଶ୍ରୀମନ୍ଦିରରେ ବନକଲାଗି ନୀତି ଅନୁଷ୍ଠିତ ହେଉଥିବା ହେତୁ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ୫ ଘଣ୍ଟା ବନ୍ଦ ରହିବ। ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି ଲାଗି ଭୋଗମଣ୍ଡପ ଭୋଗ ଶେଷ ହେବାପରେ ସନ୍ଧ୍ୟା ୫ରୁ ରାତି ୧୦ଟା ପର୍ଯ୍ୟନ୍ତ ୫…

ଶୀତ ଲହରି ଜାରି

ରାଜ୍ୟରେ ଗତ କିଛିଦିନ ହେଲା ଶୀତର ଲହରି ଜାରି ରହିଥିବାବେଳେ ସୁନ୍ଦରଗଡ଼ ଓ କନ୍ଧମାଳ ଆଦି ଜିଲାରେ ଗଭୀର କୁହୁଡ଼ି ଦେଖିବାକୁ ମିଳୁଛି। ସେହିପରି କଳାହାଣ୍ଡି ସମେତ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ ହାଲୁକାରୁ ମଧ୍ୟମଧରଣ କୁହୁଡ଼ିର ଆସ୍ତରଣ ରହୁଛି। ତେବେ ନଭେମ୍ବର ୩୦ରୁ ଡିସେମ୍ବର ପହିଲା…

2 ଦିନରେ 14 କୋଟି ଟଙ୍କା ଫାଇଦା

ମହାରାଷ୍ଟ୍ରରେ ବିଜେପି ନେତୃତ୍ବାଧୀନ ମହାୟୁତିର ବିଜୟ ଉତ୍ସବକୁ ଆଜି ନିଆରା ଢଙ୍ଗରେ ନିବେଶକମାନେ ଷ୍ଟକ୍ ବଜାରରେ ପାଳନ କରିଛନ୍ତି। ସେମାନେ ବିପୁଳ ପରିମାଣର ସେୟାର କିଣିବାରୁ ବମ୍ବେ ଷ୍ଟକ୍ ଏକ୍ସଚେଞ୍ଜର ସେନ୍‌ସେକ୍ସ ପୁଣି ଥରେ ୮୦ ହଜାର ପଏଣ୍ଟ ସ୍ତର ଅତିକ୍ରମ କରିଛି। ଏହା ୯୯୨ ପଏଣ୍ଟ…

ମୋ କଫି ସହିତ କଦାପି ଖେଳନ୍ତୁ ନାହିଁ

ସାଉଥ୍‌ ଫିଲ୍ମ ଇଣ୍ଡଷ୍ଟ୍ରିରେ ଅଭିନୟ ଦକ୍ଷତା ସହିତ ବଲିଉଡରେ ଏକ ସ୍ବତନ୍ତ୍ର ସ୍ଥାନ ହାସଲ କରିଥିବା ଅଭିନେତ୍ରୀ ତମନ୍ନା ଭାଟିଆ ସୋସିଆଲ ମିଡିଆରେ ଏକ ଭିଡିଓ ଶେୟାର କରିଛନ୍ତି। ଏଥିରେ ସେ ରାଗିଥିବାର ଦେଖାଯାଇଛି। ଇନଷ୍ଟାଗ୍ରାମରେ ଏହି ଭିଡିଓ ଶେୟାର କରିବାବେଳେ ଅଭିନେତ୍ରୀ କ୍ୟାପସନରେ…

ବିଧାନସଭା ୪ଟା ପର୍ଯ୍ୟନ୍ତ ମୁଲତବୀ ଘୋଷଣା କଲେ ବାଚସ୍ପତି

ଶୀତକାଳୀନ ଅଧିବେଶନର ଆରମ୍ଭରୁ ବିଧାନସଭା ଅଚଳ। ପ୍ରଶ୍ନକାଳ ପରେ ଶୂନ୍ୟକାଳରେ ମଧ୍ୟ  ହଙ୍ଗାମା ଦେଖିବାକୁ ମିଳିଛି। ସମ୍ବିଧାନ ପ୍ରସଙ୍ଗ ନେଇ ବିଜେଡି-ଭାଜପା ବିଧାୟକ ମୁହାଁମୁହିଁ ହୋଇଛନ୍ତି । ଏ ନେଇ ବାଚସ୍ପତି ସୁରମା ପାଢ଼ୀ ଗୃହକୁ ଦିନ ୪ଟା  ପର୍ଯ୍ୟନ୍ତ ମୁଲତବୀ ଘୋଷଣା କରିଛନ୍ତି ।

ଭୁବନେଶ୍ବରରେ ‘ଆମ ସମ୍ବିଧାନ, ଆମ ସ୍ବାଭିମାନ’ ପଦଯାତ୍ରାରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

ଆଜି ହେଉଛି ସମ୍ବିଧାନ ଦିବସ । ପ୍ରତି ବର୍ଷ ନଭେମ୍ବର ୨୬ ତାରିଖରେ ଏହି ଦିବସ ପାଳନ କରାଯାଏ । ଏହି ପରିପ୍ରେକ୍ଷୀରେ ରାଜଧାନୀ ଭୁବନେଶ୍ୱରରେ ରାଜ୍ୟ ସରକାରଙ୍କ ପକ୍ଷରୁ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମ କରାଯାଇଛି। ଅନୁଷ୍ଠିତ ପଦଯାତ୍ରାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇଛନ୍ତି।…

ଆଜିର ରାଶିଫଳ

ମେଷ: ଅଫିସରେ ସମସ୍ତଙ୍କର ସହଯୋଗ ପାଇବେ। ପରିବାରରେ ବାତାବରଣ ଶାନ୍ତିଦାୟକ ରହିବ। କୌଣସି ବନ୍ଧୁ ସହିତ ବସି ଭବିଷ୍ୟତ ଯୋଜନା ଉପରେ ବିଚାର ବିମର୍ଶ କରିବେ। ଜମି କିଣିବା ଯୋଗ ଅଛି। ‌ ବୃଷ: ମନ୍ଦିରକୁ ଠାକୁର ଦର୍ଶନ ପାଇଁ ଯିବେ। କାର୍ଯ୍ୟକ୍ଷେତ୍ରରେ ପୂର୍ବ…

ଆଜିଠୁ ଆରମ୍ଭ ବିଧାନସଭା ଶୀତ ଅଧିବେଶନ

ଆଜିଠୁ ଆରମ୍ଭ ହେଉଛି ବିଧାନସଭା ଶୀତ ଅଧିବେଶନ । ଡିସେମ୍ବର ୩୧ ଯାଏ ଏହି ଅଧିବେଶନ ଚାଲିବାକୁ ଥିବା ବେଳେ ଏଥିରେ ୩୦ଟ କାର୍ୟ୍ୟ ଦିବସ ରହିବ । ତେବେ ଏଥର ବେଶ ସରଗରମ ହେବ ଗୃହ। ସରକାରଙ୍କୁ ଆକ୍ରମଣ କରିବାକୁ ମାଳମାଳ ପ୍ରସଙ୍ଗ ଧରି ପ୍ରସ୍ତୁତ ହୋଇଛନ୍ତି ବିରୋଧୀ ବିଜେଡି ଓ କଂଗ୍ରେସ  ।…

ଆଜି ସମ୍ବିଧାନ ଦିବସ

ଆଜି ହେଉଛି ସମ୍ବିଧାନ ଦିବସ । ପ୍ରତି ବର୍ଷ ନଭେମ୍ବର ୨୬ ତାରିଖକୁ ସମ୍ବିଧାନ ଦିବସ ଭାବରେ ପାଳନ କରାଯାଉଛି । ୧୯୪୯ ମସିହା ନଭେମ୍ବର ୨୬ରେ ଭାରତ ସମ୍ବିଧାନକୁ ଗ୍ରହଣ କରିଥିଲା ଏବଂ ୧୯୫୦ ମସିହା ଜାନୁଆରୀ ୨୬ରେ ଏହାକୁ ଲାଗୁ କରାଯାଇଥିଲା । ୨୦୧୫ ମସିହାରେ ନାଗରିକଙ୍କ ମଧ୍ୟରେ ସମ୍ବିଧାନର…