Browsing Tag

#odisha

26 ରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ହେମନ୍ତ ସୋରେନ

ନଭେମ୍ବର ୨୬ରେ ହେମନ୍ତ ସୋରେନ ପୁଣି ଥରେ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ବୋଲି ସୂଚନା ରହିଛି ।  ଶପଥ ଗ୍ରହଣ ଉତ୍ସବରେ ମମତା ବାନାର୍ଜୀ, ରାହୁଲ ଗାନ୍ଧୀ, ଅଖିଳେଶ ଯାଦବ, ଅରବିନ୍ଦ କେଜ୍ରିୱାଲ, ତେଜସ୍ୱୀ ଯାଦବ, ଦୀପଙ୍କର ଭଟ୍ଟାଚାର୍ୟ୍ୟ ଯୋଗ ଦେଇପାରନ୍ତି ।  ମିଳିଥିବା ସୂଚନା…

ସୁନା ଦର ହୁ ‌ହୁ ବଢ଼ିଚାଲିଛି

ସୁନା ଦର ପୁଣି ହୁ ‌ହୁ ବଢ଼ିଚାଲିଛି। ଚଳିତ ସପ୍ତାହରେ ୨୪ କ୍ୟାରେଟ୍‌ ସୁନା ଦର ୧୦ ଗ୍ରାମ ପିଛା ପ୍ରାୟ ୪ ହଜାର ଟଙ୍କା (୩୯୯୦ ଟଙ୍କା) ବଢ଼ିଯାଇଛି। ଏଥିଯୋଗୁ ୧୦ ଗ୍ରାମ୍‌ ସୁନା ଦର ଭୁବନେଶ୍ବର ବଜାରରେ ୭୯୬୪୦ ଟଙ୍କାରେ ପହଞ୍ଚିଛି। ଶୁକ୍ରବାର ତୁଳନାରେ ଶନିବାର ସୁନା ୮୨୦ ଟଙ୍କା ମହଙ୍ଗା…

ଆସିଲା ସୁଭଦ୍ରା ଟଙ୍କା

ମହିଳାଙ୍କ ଆକାଉଣ୍ଟକୁ ସୁଭଦ୍ରାର ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ଟଙ୍କା । ୨୦ ଲକ୍ଷରୁ ଅଧିକ ମହିଳାଙ୍କ ଆକାଉଣ୍ଟକୁ ଗଲା ଟଙ୍କାଟେ । ସୁନ୍ଦରଗଡ଼ରେ ଆୟୋଜିତ କାର୍ଯ୍ୟକ୍ରମରେ ନିଜେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉପସ୍ଥିତ ରହି ହିତାଧିକାରୀଙ୍କ ଆକାଉଣ୍ଟକୁ ସିଧାସଳଖ ଟଙ୍କାଟେ ପଠାଇଛନ୍ତି…

ଆସନ୍ତାକାଲି ୪ଘଣ୍ଟା ବନ୍ଦ ରହିବ ଜାଗା ଦର୍ଶନ

ଆସନ୍ତାକାଲି ମହାପ୍ରଭୁଙ୍କ ସ୍ୱତନ୍ତ୍ର ନୀତିକାନ୍ତି ଲାଗି ୪ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ । କାଲି ଅନୁଷ୍ଠିତ ହେବାକୁ ଯାଉଛି ଶ୍ରୀଜିଉଙ୍କ ପଇତାଲାଗି ନୀତି । ସନ୍ଧ୍ୟା ୫ଟାରୁ ରାତି ୯ଟା ଯାଏଁ ଭକ୍ତଙ୍କ ପାଇଁ ବନ୍ଦ ରହିବ ଜଗା ଦର୍ଶନ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଅବଗତ…

ଆଜି ଦିନିକିଆ ସୁନ୍ଦରଗଡ଼ ଗସ୍ତରେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଦିନିକିଆ ସୁନ୍ଦରଗଡ଼ ଗସ୍ତରେ ଅଛନ୍ତି । ମୁଖ୍ୟମନ୍ତ୍ରୀ ଭୁବନେଶ୍ବର ବିମାନବନ୍ଦରରୁ ସ୍ବତନ୍ତ୍ର ବିମାନରେ ଆସି ଝାରସୁଗୁଡା ସ୍ଥିତ ବୀର ସୁରେନ୍ଦ୍ର ସାଏ ବିମାନବନ୍ଦରରେ ପହଞ୍ଚିଛନ୍ତି। ସେଠାରୁ ସଡ଼କ ପଥରେ ଆସି ସୁନ୍ଦରଗଡ଼ ସରକାରୀ କଲେଜ ନିକଟସ୍ଥ ଯାତ୍ରା…

ଯାଜପୁର ଟାଉନ ଥାନା ଓ ବିରଜା ହାଟ ଅଞ୍ଚଳରେ ୧୬୩ ଜାରି

ଧର୍ମଶାଳା ବିଧାୟକ ହିମାଂଶୁ ସାହୁଙ୍କ ଉପରେ ଆକ୍ରମଣ, ବିରଜା ହାଟ ବିବାଦ ଏବଂ ବିଜେଡି ନେତା ପ୍ରଣବ ପ୍ରକାଶ ଦାସଙ୍କ ଭାଇ ଭବ ପ୍ରକାଶ ଦାସ ଗିରଫ ଆଦି ଘଟଣାକୁ ନେଇ ଯାଜପୁରରେ ଆଇନ ଶୃଙ୍ଖଳା ସ୍ଥିତି ଆଶଙ୍କା କରି ପୋଲିସର ଫ୍ଲାଗମାର୍ଚ। ଏହିସବୁ ଘଟଣାକୁ ନେଇ ଗଲା ୪ ଦିନ ହେବ ରାଜନୈତିକ…

ଆଜି ଜାତୀୟ ୭୬ତମ ଏନସିସି ଦିବସ

ଆଜି ଜାତୀୟ ୭୬ତମ ଏନସିସି ଦିବସ | ଜାତୀୟ ଏନସିସି  ଦିବସ ସାରା ଭାରତରେ ପାଳିତ ହେଉଛି | ଓଡିଶା ଏନସିସି ନିର୍ଦଶାଳୟ ପକ୍ଷରୁ ଆଜି କଟକ ଜବାହରଲାଲ ନେହେରୁ ଇଣ୍ଡୋର ଷ୍ଟାଡିୟମ ଠାରେ ଏନସିସି ଦିବସ ବହୁ ଆଡମ୍ବରରେ ପାଳିତ ହେଉଛି  । ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏନସିସି କ୍ୟାଡେଟମାନଙ୍କ…

ଆସିଲା ରତ୍ନ ଭଣ୍ଡାର ଜିପିଆର୍‌ ସର୍ଭେ ରିପୋର୍ଟ

ଶ୍ରୀମନ୍ଦିର ପ୍ରଶାସନର ହସ୍ତଗତ ହେଲା ରତ୍ନ ଭଣ୍ଡାର ଜିପିଆର୍‌/ ଜିପିଏସ୍‌ ସର୍ଭେ ରିପୋର୍ଟ ଶ୍ରୀମନ୍ଦିର ପ୍ରଶାସନର ହସ୍ତଗତ ହେବାପରେ ପ୍ରତିକ୍ରିୟା ରଖିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ । 45 ପୃଷା ସମ୍ବଳିତ ରିପୋର୍ଟ ଶ୍ରୀମନ୍ଦିର ପ୍ରଶାସନର ହସ୍ତଗତ ହୋଇଛି ।  …

ସରିଲା ଐତିହାସିକ ବାଲିଯାତ୍ରା

ଐତିହାସିକ ବାଲିଯାତ୍ରାରେ ଶନିବାର ଶେଷ ଦିବସରେ ଜନ ସମାଗମ ହେବା ନେଇ ଢେର ଆଗରୁ ବାରି ହୋଇପଡ଼ୁଥିଲା। ଫଳରେ ଯାତ୍ରା ପଡ଼ିଆରେ ଲକ୍ଷାଧିକ ଲୋକ ଫସି ଯାଇଥିଲେ। ଏପରି ସ୍ଥିତି ହୋଇଥିଲା ଯେ, ଯାତ୍ରାକୁ ଆସୁଥିବା ଗାଡ଼ିଗୁଡ଼ିକୁ ବିଭିନ୍ନ ଛକମାନଙ୍କରେ ଅଟକାଇ ରଖିବାକୁ ପୁଲିସ ବାଧ୍ୟ ହୋଇଥିଲା।…

ସୁଭଦ୍ରା ଯୋଜନାରେ ବାଦ୍‌ ପଡ଼ିଥିବା ୨୫% ମହିଳାଙ୍କୁ ଆଜି ମିଳିବ ଟଙ୍କା

ସୁଭଦ୍ରା ଯୋଜନାରେ ବାଦ୍‌ ପଡ଼ିଥିବା ୨୫% ମହିଳାଙ୍କୁ ରବିବାର ଟଙ୍କା ମିଳିବ। ନଭେମ୍ବର ୨୪ରେ ‘ସୁଭଦ୍ରା’ର ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ଟଙ୍କା ମିଳିବ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି। ସେ କହିଛନ୍ତି, ବିଭିନ୍ନ କାରଣରୁ ‘ସୁଭଦ୍ରା’ରୁ ବାଦ୍‌ ପଡ଼ିଥିବା ୨…