Browsing Tag

#odisha

ଆଜି ୮୩ ତମ ଜନ୍ମଦିନ ପାଳନ କରୁଛନ୍ତି ବିଗ ବି

ବଡ଼ ପରଦାର ସୁପରଷ୍ଟାର । କୋଟି କୋଟି ଭାରତୀୟଙ୍କ ହୃଦୟରେ ରାଜ୍ କରି ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି ବଲିଉଡ଼ରେ । ତାଙ୍କ ସ୍ମୃତିକୁ ସାଉଁଟି ଧରିଛନ୍ତି ତାଙ୍କର ପ୍ରତିଟି ଦର୍ଶକ । ଆଜି ସେମିତି ଜଣେ ନାୟକଙ୍କ ଜନ୍ମଦିନ ସେ ହେଉଛନ୍ତି ବିଗ ବି, ବଲିଉଡ ସୁପରଷ୍ଟାର ଅମିତାଭ ବଚ୍ଚନ ।ଆଜି ୮୩…

ଜୟସ୍ବାଲଙ୍କ ଦମଦାର ଶତକ ,୨ ଓ୍ବିକେଟ ହରାଇ ୩୧୮ ରନ୍ ସଂଗ୍ରହ

ଯଶସ୍ବୀ ଜୟସ୍ବାଲଙ୍କ ଆଉ ଏକ ଯଶସ୍ବୀ ପାଳି ବଳରେ ୱେଷ୍ଟ୍‌ଇଣ୍ଡିଜ୍ ବିପକ୍ଷ ଦ୍ବିତୀୟ ଟେଷ୍ଟ୍‌ରେ ବି ଭାରତ ପ୍ରାଧାନ୍ୟ ବିସ୍ତାର କରିଛି। ଜୟସ୍ବାଲଙ୍କ ସପ୍ତମ ଟେଷ୍ଟ୍ ଶତକ (୧୭୩*) ଏବଂ ସାଇ ସୁଦର୍ଶନଙ୍କ ଶ୍ରେଷ୍ଠ ଟେଷ୍ଟ୍ ପାଳି (୮୭) ସହାୟତାରେ ଭାରତ ପ୍ରଥମ ଦିନରେ ୨ ୱିକେଟ୍ ବିନିମୟରେ ୩୧୮…

ଦୁଇ ଦିନ ମଧ୍ୟରେ ଓଡ଼ିଶାରୁ ବିଦାୟ ନେବ ମୌସୁମୀ

ଦୁଇ ଦିନ ମଧ୍ୟରେ ଓଡ଼ିଶାରୁ ବିଦାୟ ନେବ ମୌସୁମୀ I ରାଜ୍ୟର କିଛି  ସ୍ଥାନରୁ ମୌସୁମୀ ବିଦାୟ ନେବା ପାଇଁ ପାଗ ସମ୍ପୂର୍ଣ୍ଣ  ଅନୁକୂଳ ରହିଛି । ତେବେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ମେଘୁଆ ପାଗ ସହ କିଛି ସ୍ଥାନରେ ଲାଗିରହିଛି ବର୍ଷା । ଘୂର୍ଣ୍ଣିବଳୟ ପ୍ରଭାବରେ ବଜ୍ରପାତ ଜନିତ ବର୍ଷା ହେବ ।…

ଆଜିର ରାଶିଫଳ

ମେଷ: ପ୍ରାୟ ପ୍ରତ୍ୟେକ କାର୍ଯ୍ୟର ସଫଳ ରୂପାୟନ କରି ପ୍ରଶଂସାର ପାତ୍ର ହେବେ। ମହାକ୍ରମୋ, ମହାକର୍ମା, ମହାତେଜା, ମହୋରଗଃ, ମହାକ୍ରତୁ, ମହାଯଜ୍ଜ୍ବା, ମହାଯଞ୍ଜୋ ଓ ମହାହବିଃ ହୋଇପାରନ୍ତି। ବୃଷ: କ୍ରୋଧର ସ୍ଫୁଲିଙ୍ଗଠାରୁ ଦୂରେଇ ରହିବାକୁ ପଡ଼ିବ। ନିଜେ ନିଜ କାର୍ଯ୍ୟର ସମୀକ୍ଷା କରି…

ରାଜ୍ୟ କ୍ୟାବିନେଟ୍‌ର ୨୮ତମ ବୈଠକ , ୧୫ଟି ପ୍ରସ୍ତାବ ଉପରେ ବାଜିଲା ମୋହର

ରାଜ୍ୟ କ୍ୟାବିନେଟ୍‌ର ୨୮ତମ ବୈଠକରେ ଶୁକ୍ରବାର ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ଅନୁଷ୍ଠିତ ବୈଠକରେ ୧୫ଟି ପ୍ରସ୍ତାବ ଉପରେ ମୋହର ବାଜିଛି। ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା କ୍ୟାବିନେଟ…

କାର୍ତ୍ତିକ ମାସ ପରିବା ଦର ଆକାଶଛୁଆଁ, ସେପଟେ ଅବଢ଼ା ଦର ବୃଦ୍ଧି ଯୋଗୁଁ ଶ୍ରଦ୍ଧାଳୁ ଓ ହବିଷ୍ୟାଳି ଅଶାନ୍ତି

ଦୁଇ ଦିନ ପରେ କାର୍ତ୍ତିକ ମାସର ପ୍ରଥମ ସୋମବାର । ଏହି ଧର୍ମର ମାସରେ ମହାପ୍ରସାଦ ଟିକିଏ ପାଇବା ପାଇଁ ଦୂରଦୂରାନ୍ତରୁ ଆସୁଛନ୍ତି ଶ୍ରଦ୍ଧାଳୁ ଓ ହବିଷ୍ୟାଳି । କିନ୍ତୁ ଅବଢ଼ା ଦର ବୃଦ୍ଧି ଯୋଗୁଁ ଦେଖାଦେଇଛି ଅସନ୍ତୋଷ । ପ୍ରଶାସନ ତରଫରୁ ୭ଦିନ ମଧ୍ୟରେ ରେଟ୍ ଚାର୍ଟ ଲଗାଇବାକୁ ନିର୍ଦ୍ଦେଶ ରହିଛି…

ଗଣତାନ୍ତ୍ରିକ ସମାଜରେ ଉଗ୍ରବାଦ, ଆତଙ୍କୀ କାର୍ଯ୍ୟକଳାପର କୌଣସି ସ୍ଥାନ ନାହିଁ

ବ୍ରିଟେନ୍ ପ୍ରଧାନମନ୍ତ୍ରୀ କେୟର୍‌ ଷ୍ଟାର୍ମରଙ୍କ ଭାରତ ଗସ୍ତ  ଅବସରରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତାଙ୍କ ସହ ଖଲିସ୍ତାନୀ ଉଗ୍ରବାଦ ପ୍ରସଙ୍ଗରେ ବିସ୍ତୃତ ଆଲୋଚନା କରିଛନ୍ତି। ଗଣତାନ୍ତ୍ରିକ ସମାଜରେ ଉଗ୍ରବାଦ, ଆତଙ୍କୀ କାର୍ଯ୍ୟକଳାପର କୌଣସି ସ୍ଥାନ ନାହିଁ  ଏବଂ ବ୍ରିଟେନରେ ଭାରତ…

ଭେନେଜୁଏଲାର ବିରୋଧୀ ନେତ୍ରୀ ମାରିଆ କୋରିନା ମାଚାଡୋଙ୍କୁ ମିଳିଲା ନୋବେଲ ଶାନ୍ତି ପୁରସ୍କାର

ଅନେକ ପ୍ରଚାର କରିବା ସତ୍ତ୍ବେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ନୋବେଲ ଶାନ୍ତି ପୁରସ୍କାର ମିଳିପାରିନାହିଁ। ଗତ କିଛି ମାସ ହେବ ଅନେକ ଦେଶ ମଧ୍ୟରେ ଯୁଦ୍ଧର ସମାପ୍ତି କରି ଶାନ୍ତି ଆଣିଥିବା ଦାବି କରିଆସୁଥିବା କହୁଥିଲେ ଟ୍ରମ୍ପ। ଏହା ସହ ସେ ହିଁ ନୋବେଲ ଶାନ୍ତି ପୁରସ୍କାର ପାଇବାକୁ…

କରୱା ଚୌଥ ଉପବାସରେ ବିଶ୍ୱାସ କରନ୍ତି ନାହିଁ ଏହି ସବୁ ଅଭିନେତ୍ରୀ

କରୱା ଚୌଥ ବ୍ରତ ହିନ୍ଦୁ ବିବାହିତମାନଙ୍କ ପାଇଁ ଖୁବ୍ ସ୍ବତନ୍ତ୍ର ହୋଇଥାଏ। ଏହି ଦିନ ସେମାନେ ନିଜ ସ୍ୱାମୀଙ୍କ ଦୀର୍ଘ ଜୀବନ ଏବଂ ମଙ୍ଗଳ ପାଇଁ ଉପାସ ରହି ବ୍ରତ ରଖନ୍ତି। ଅନେକ ବଲିଉଡ୍ ଅଭିନେତ୍ରୀ ମଧ୍ୟ ନିଜ ସ୍ୱାମୀଙ୍କ ଦୀର୍ଘ ଜୀବନ ପାଇଁ ଏହି ଉପବାସ ପାଳନ କରନ୍ତି। ତଥାପି, କିଛି…

ଆଇଏଏସ ସ୍ତରରେ ବଡ଼ ଧରଣର ଅଦଳବଦଳ

ରାଜ୍ୟ ସରକାର ଆଇଏଏସ ସ୍ତରରେ ବଡ଼ ଧରଣର ଅଦଳବଦଳ କରିଛନ୍ତି। ଏନ୍‌. ଥିରୁମାଲା ନାଏକଙ୍କୁ ସ୍କୁଲ ଓ ଗଣଶିକ୍ଷା ବିଭାଗର ସଚିବ ନିଯୁକ୍ତ କରାଯାଇଛି। ମାନସୀ ନିମ୍ଭାଲ ଉଠା ଜଳସେଚନ ନିଗମର ଏମ୍‌ଡି ହୋଇଥିବା ବେଳେ ସୁରେନ୍ଦ୍ର କୁମାର ମୀନା ST/SC ବିକାଶ ବିଭାଗର ଅତିରିକ୍ତ ସଚିବ ଓ ଶୁଭଶ୍ରୀ ନନ୍ଦ…