Browsing Tag

#odisha

ଆସନ୍ତା 24 ରେ ଆସିବ ତୃତୀୟ ପର୍ଯ୍ୟାୟ ସୁଭଦ୍ରା ଟଙ୍କା

 ରାଜ୍ୟ ସରକାର ଅଙ୍ଗନବାଡି କର୍ମୀମାନଙ୍କୁ ମଧ୍ୟ ସୁଭଦ୍ରା ଯୋଜନା ଦେବା ନେଇ ଘୋଷଣା କରିଛନ୍ତି ଏଥିସହ ଆସନ୍ତା ୨୪ରେ ତୃତୀୟ କିସ୍ତି ମିଳି ସୁଭଦ୍ରା ଯୋଜନାର ଟଙ୍କା ଏ ନେଇ ଉପମୁଖ୍ୟମନ୍ତ୍ରୀ ସୂଚନା ଦେଇଥିବା ବେଳେ ଡିସେମ୍ବରରେ ମିଳିବ ଚତୁର୍ଥ କିସ୍ତି ଟଙ୍କା । ସୁଚନା ଅନୁଯାୟୀ  ରାଜ୍ୟରେ…

ଯାଜପୁରରେ ଧର୍ମଶାଳା ବିଧାୟକଙ୍କୁ ଆକ୍ରମଣ

ଯାଜପୁରରେ ଧର୍ମଶାଳା ବିଧାୟକଙ୍କୁ ଆକ୍ରମଣ ଘଟଣାରେ ବିଭିନ୍ନ ସ୍ଥାନରେ ପୋଲିସ ର ତିନୋଟି ଟିମ୍ ଚଢାଉ କରି ୪ଜଣଙ୍କୁ ଅଟକ ରଖିଛି । ତେବେ ଅନ୍ୟମାନେ ଏଯାଏଁ ଫେରାର୍ ଅଛନ୍ତି । ବିଳମ୍ବିତ ରାତିରେ ଅତିରିକ୍ତ ଡିଜି ପହଁଚି ଏସପିଙ୍କ ସହ ଘଟଣା ସମ୍ପର୍କରେ ଆଲୋଚନା କରିଛନ୍ତି । ଗତକାଲି…

କଣ୍ଠଶିଳ୍ପୀ ସୋନୁ ନିଗମ ଶ୍ରୀମନ୍ଦିର ଆସି ଚତୁର୍ଦ୍ଧାମୂର୍ତ୍ତିଙ୍କୁ ଦର୍ଶନ କରିଛନ୍ତି

ବଲିଉଡର ପ୍ରସିଦ୍ଧ କଣ୍ଠଶିଳ୍ପୀ ସୋନୁ ନିଗମ ଶ୍ରୀମନ୍ଦିର ଆସି ଚତୁର୍ଦ୍ଧାମୂର୍ତ୍ତିଙ୍କୁ ଦର୍ଶନ କରିଛନ୍ତି। ଦୀର୍ଘଦିନ ପରେ ମହାପ୍ରଭୁଙ୍କ ଦର୍ଶନ ପାଇ ସେ ବେଶ ଭାବ ବିହ୍ୱଳ ହୋଇ ପଡ଼ିଥିଲେ। ସେବାୟତମାନେ ଶ୍ରୀମନ୍ଦିର ସିଂହଦ୍ଵାରରେ ତାଙ୍କୁ ଖଣ୍ଡୁଆ ଦେଇ ସ୍ବାଗତ କରିବା ସହ ମହାପ୍ରଭୁଙ୍କ…

ସୁରକ୍ଷାକର୍ମୀ-ମାଓବାଦୀ ମୁହାଁମୁହିଁରେ ଜଣେ ଯବାନ ଆହତ

ମାଲକାନଗିରି ଜିଲ୍ଲା ଏମ୍ ଭି-୭୯ ଜିନ୍ଦଲଗୁଡ଼ା ନିକଟରେ ସୁରକ୍ଷାକର୍ମୀ ଓ ମାଓବାଦୀ ମୁହାଁମୁହିଁ ହୋଇଛନ୍ତି। ଗୁଳି ବିନିମୟରେ  ଜଣେ ଯବାନ  ଆହତ ହୋଇଛନ୍ତି। ଆହତ ଯବାନ ଜଣଙ୍କ ହେଲେ ଡମ୍ବୁର ବଡ଼ ନାୟକ। ତାଙ୍କୁ ଚିକିତ୍ସା ଲାଗି ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଏମ୍ ଭି-୭୯ ଜିନ୍ଦଲଗୁଡ଼ା…

କାନାଡା ସ୍କୁଲରେ ଓଡ଼ିଆ ପାଠ ପଢା

କାନାଡାର ବିଦ୍ୟାଳୟରେ ପଢାଯାଉଛି ଓଡ଼ିଆ ଭାଷା। ଓଡ଼ିଆ ଭାଷା ଶିକ୍ଷାକୁ କାନାଡାର ଟରଣ୍ଟୋ ଡିଷ୍ଟ୍ରିକ୍ଟ ସ୍କୁଲ ବୋର୍ଡ (ଟିଡିଏସ୍‌ବି) ଏହାର ପାଠ୍ୟକ୍ରମରେ ସାମିଲ କରିଛି। ନଭେମ୍ବର ୮ରେ ଟିଡିଏସ୍‌ବି ଏହାର ପାଠ୍ୟକ୍ରମରେ ଓଡ଼ିଆ ଭାଷାକୁ ସାମିଲ କରିଥିବାବେଳେ ନଭେମ୍ବର ୧୬ରୁ ଏହି ବିଷୟର ପଢା…

ଆସିଲା CBSE ଦଶମ ଓ ଦ୍ୱାଦଶ ପରୀକ୍ଷା ତାରିଖ

ଆସିଲା CBSE ଦଶମ ଓ ଦ୍ୱାଦଶ ପରୀକ୍ଷା ତାରିଖ । ଫେବ୍ରୁଆରୀ ୧୫ରୁ ପରୀକ୍ଷା ଆରମ୍ଭ ହୋଇ ମାର୍ଚ୍ଚ ୧୮ ତାରଖ ଯାଏଁ ଚାଲିବ ଦଶମ ପରୀକ୍ଷା  । ସେହିଭଳି ଫେବ୍ରୁଆରୀ ୧୫ରୁ ଅପ୍ରେଲ ୪ ତାରିଖ ଯାଏଁ ଚାଲିବ ଦ୍ୱାଦଶ ପରୀକ୍ଷା । ଏହାପୂର୍ବରୁ ଆଜି ଉଚ୍ଚମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାଦଶ  ପରୀକ୍ଷା…

4କୋଟି 12ଲକ୍ଷର ଦୁଗ୍ଧ ଶୀତଳିକରଣ ପ୍ରକଳ୍ପର ଉଦଘାଟନ କଲେ ଧର୍ମେନ୍ଦ୍ର ପ୍ରଧାନ

ଓଡ଼ିଶା ଗସ୍ତର ତୃତୀୟ ଦିନରେ ଦେବଗଡ଼କୁ ଧୋବୋଲିପଥର ଦୁଗ୍ଧ ଶୀତଳିକରଣ ବଡ଼ ଉପହାର ଦେଇଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ମୋଟ ୪୦ କୋଟି ଟଙ୍କାର ବିଭିନ୍ନ ଉନ୍ନତି ମୂଳକ ପ୍ରକଳ୍ପର ଉଦଘାଟନ କରିଛନ୍ତି । କେନ୍ଦ୍ରମନ୍ତ୍ରୀ କହିଛନ୍ତି, କୃଷି ପ୍ରଧାନ ଜିଲ୍ଲା…

ଫେବୃଆରୀ ୧୮ରୁ +୨ ପରୀକ୍ଷା ଆରମ୍ଭ

ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍‌ଏସ୍‌ଇ) ପକ୍ଷରୁ ବୁଧବାର +୨ ପରୀକ୍ଷା ନେଇ କାର୍ଯ୍ୟସୂଚୀ ପ୍ରକାଶ ପାଇଛି। ଏହି ଅନୁଯାୟୀ, ଫେବୃଆରୀ ୧୮ରୁ +୨ ପରୀକ୍ଷା ଆରମ୍ଭ ହେବ । ଏହି ପରୀକ୍ଷା ଫେବୃଆରୀ ୧୮ରୁ ଆରମ୍ଭ ହୋଇ ମାର୍ଚ୍ଚ ୧୭ ପର୍ଯ୍ୟନ୍ତ ଚାଲିବ। ଏକାସାଙ୍ଗରେ କଳା, ବିଜ୍ଞାନ,…

ଆହୁରି ବଢିବ ଶୀତ

ରାଜ୍ୟର ଆଭ୍ୟନ୍ତରୀଣ ଅଞ୍ଚଳରେ ଗତ ଦୁଇଦିନ ଧରି ତାପମାତ୍ରା ହ୍ରାସ ପାଇବା ଯୋଗୁଁ ଶୀତର ପ୍ରଭାବ ବୃଦ୍ଧି ପାଇଛି । ଆସନ୍ତା ୪ ଦିନ ପର୍ଯ୍ୟନ୍ତ ପାଣିପାଗର ସ୍ଥିତିରେ ବିଶେଷ ପରିବର୍ତ୍ତନର ସୂଚନା ନାହିଁ ହେବ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର କହିଛି । ଗତକାଲି କନ୍ଧମାଳ…

୨୪ ଘଣ୍ଟା ଖୋଲା ରହିବ ନିରାମୟ ଔଷଧ କେନ୍ଦ୍ର

ସରକାରୀ ହସ୍ପିଟାଲରେ ରୋଗୀଙ୍କ ପାଇଁ ୨୪ ଘଣ୍ଟା ଖୋଲା ରହିବ ନିରାମୟ ଔଷଧ କେନ୍ଦ୍ର । ଏଥିରେ ଖିଲାପ ହେଲେ ହେବ କଡା କାର୍ଯ୍ୟାନୁଷ୍ଠାନ ହେବ । ଏଭଳି କହିଛନ୍ତି ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର । ୨୪ ଘଣ୍ଟା ଖୋଲା ରହିବ ନିରାମୟ କେନ୍ଦ୍ର । ଏହାର ଯେପରି ଖିଲାପ ନ ହୁଏ, ସେଥିପାଇଁ…