Browsing Tag

#odisha

ଭିଜିଲାନ୍ସ ଜଳରେ କାମାକ୍ଷାନଗର ଉପଜିଲ୍ଲାପାଳ ନାରାୟଣଚନ୍ଦ୍ର ନାୟକ

କାମାକ୍ଷାନଗର ଉପଜିଲ୍ଲାପାଳ ନାରାୟଣଚନ୍ଦ୍ର ନାୟକ ଗିରଫ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବାନ୍ଧିଲା ଭିଜିଲାନ୍ସ। କାଲି ଉପଜିଲ୍ଲାପାଳ ନାରାୟଣଚନ୍ଦ୍ର ନାୟକଙ୍କ ଘରେ ରେଡ୍‌ ହୋଇଥିଲା । କାର୍ଯ୍ୟାଳୟ, ସରକାରୀ ବାସଭବନରେ ଚଢାଉ କରିଥିଲା ଭିଜିଲାନ୍ସ ।ରେଡ ବେଳେ ଉପଜିଲ୍ଲାପାଳଙ୍କର…

ଆସନ୍ତାକାଲିଠୁ ଆରମ୍ଭ ହେବେ ଧାନ କିଣା

ଆସନ୍ତାକାଲିଠୁ ଧାନ କିଣା । ଏଥିପାଇଁ 200ଟି ବୃହତ ମଣ୍ଡିରେ ଅତ୍ୟାଧୁନିକ ବ୍ୟବସ୍ଥା କରାଯାଇଛି । 3100 ଟଙ୍କାରେ ସବୁ ଧାନ କିଣିବେ ରାଜ୍ୟ ସରକାର। ଆସନ୍ତାକାଲିଠୁ ବରଗଡ଼ ଜିଲ୍ଲାରୁ ଆରମ୍ଭ ହେବ ଧାନ କିଣା । ପ୍ରଥମ ଥର ପାଇଁ ଧାନର ସର୍ବନିମ୍ନ ସହାୟକ ମୂଲ୍ୟ ଉପରେ ୮୦୦ଟଙ୍କା ଅଧିକ…

ନିଶ୍ଚିତ ମୃତ୍ୟୁ ମୁଖରୁ ଯବାନଙ୍କୁ ବଞ୍ଚାଇଲେ ଏମ୍‌ସ ଭୁବନେଶ୍ୱର ଡାକ୍ତର

ଚିକିତ୍ସା ବିଜ୍ଞାନ ଏବଂ କାର୍ଯ୍ୟଦକ୍ଷତାର ଅପୂର୍ବ ସମନ୍ବୟ ସହିତ ଏମ୍‌ସ ଭୁବନେଶ୍ୱରରେ ଏକ ଉତ୍ସର୍ଗୀକୃତ ଡାକ୍ତରୀ ଦଳ ଉନ୍ନତ ଏକ୍ସଟ୍ରାକୋର୍‌ପୋରାଲ୍ କାର୍ଡିଓ-ପୁଲମୋନାରୀ ରେସୁସିଟେସନ୍‌ (ଇ-ସିପିଆର୍‌) ମାଧ୍ୟମରେ ଜଣେ ୨୪ ବର୍ଷ ବୟସ୍କ ଆର୍ମୀ ଯବାନଙ୍କୁ ନିଶ୍ଚିତ ମୃତ୍ୟୁ ମୁଖରୁ ରକ୍ଷା…

ଡିସେମ୍ବର ୬ ତାରିଖରେ ରାଇରଙ୍ଗପୁର ଗସ୍ତରେ ଆସିବେ ରାଷ୍ଟ୍ରପତି

ଡିସେମ୍ବର ୬ ତାରିଖରେ ମୟୂରଭଞ୍ଜ ଜିଲ୍ଲା ରାଇରଙ୍ଗପୁର ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ନୂଆଦିଲ୍ଲୀରୁ ଏକ ସ୍ବତନ୍ତ୍ର ବିମାନ ଯୋଗେ ଆସି ୩ ତାରିଖରେ ସେ ଭୁବନେଶ୍ବର ବିଜୁ ପଟ୍ଟନାୟକ ବିମାନ ବନ୍ଦର ଅବତରଣ କରିବେ ବୋଲି ତାଙ୍କ ଗସ୍ତ ସୂଚୀରୁ ଜଣାପଡ଼ିଛି। କାର୍ଯ୍ୟକ୍ରମ ସୂଚନା…

ପ୍ରଦୂଷିତ ବାୟୁ ଅଞ୍ଚଳରେ ରହିବା ଦ୍ୱାରା କେଉଁ କେଉଁ ସ୍ୱାସ୍ଥ୍ୟ ସମସ୍ୟା ହୁଏ, ଜାଣନ୍ତୁ

ଦିନକୁ ଦିନ ବଡ଼ ବଡ଼ ସହରରେ ପ୍ରଦୂଷଣ ମାତ୍ରା ବଢି ଚାଲିଛି। ଦିଲ୍ଲୀର ଅବସ୍ଥା ଏବେ ସାଙ୍ଘାତିକ। ଦିଲ୍ଲୀ ପବନ ଏବେ ଲୋକଙ୍କ ପାଇଁ ଅଭିଶାପ ପାଲଟି ଯାଇଛି। କାରଣ ବାୟୁ ଗୁଣବତ୍ତା ସୂଚକାଙ୍କ ବା ଏୟାର କ୍ୱାଲିଟି ଇଣ୍ଡେକ୍ସ (AQI) ୫୦୦ ଛୁଇଁଲାଣି, ଯାହା ଅତ୍ୟନ୍ତ ଗମ୍ଭୀର। ତେବେ ପ୍ରଦୂଷିତ…

ଦିଲ୍ଲୀର ବାୟୁ ପ୍ରଦୂଷଣ: ଆଜିଠୁ ଦିଲ୍ଲୀରେ ସବୁ ସ୍କୁଲ ବନ୍ଦ

ସୋମବାର କ୍ରମାଗତ ଦ୍ବିତୀୟ ଦିନ ପାଇଁ ଦିଲ୍ଲୀର ବାୟୁ ପ୍ରଦୂଷଣସ୍ଥିତ ଅତି ସଂଗିନ (ସିଭିୟର ପ୍ଲସ୍‌) ରହିଛି। ଏପରିକି ସୋମବାର ଦିଲ୍ଲୀର ବାୟୁ ମାନକ ସୂଚୀ (ଏକ୍ୟୁଆଇ) ସର୍ବୋଚ୍ଚସ୍ତର ୪୮୬ରେ ପହଞ୍ଚିଛି। ଏଥିଲାଗି ଆଜିଠୁ ଦିଲ୍ଲୀରେ ସବୁ ସ୍କୁଲ ବନ୍ଦ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ।…

ଭିଜିଲାନ୍ସ ଜାଲରେ ଡିଜିଏମ୍ ସୁବାସ ଚନ୍ଦ୍ର ପଣ୍ଡା

ଭିଜିଲାନ୍ସ ଜାଲରେ ଓଡ଼ିଶା ପୁଲିସ୍ ହାଉସିଂ ୱେଲଫେୟାର କର୍ପୋରେସନ୍ ବ୍ରହ୍ମପୁର ଡିଭିଜନ୍ ଡିଜିଏମ୍ ସୁବାସ ଚନ୍ଦ୍ର ପଣ୍ଡା। ଆଜି ସକାଳେ ତାଙ୍କ ଘରେ ଭିଜିଲାନ୍ସ ଟିମ୍ ଚଢ଼ାଉ ଆରମ୍ଭ କରିଥିଲା। ତାଙ୍କ ଘର ସମେତ ଚାରିଟି ସ୍ଥାନରେ ଚାଲିଛି ଚଢ଼ାଉ। ଭୁବନେଶ୍ବରରେ ସୁବାସ ଚନ୍ଦ୍ର ପଣ୍ଡାଙ୍କର ୪ଟି…

ଟ୍ରାଫିକ କନ୍‌ଷ୍ଟେବଲ-୨୦୨୪ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ଅଭିଯୋଗ

ମୟୂରଭଞ୍ଜ ଜିଲା ବାରିପଦାସ୍ଥିତ ଏମ୍‌ପିକେ ବାଳିକା ଉଚ୍ଚ ବିଦ୍ୟାଳୟ ପରୀକ୍ଷା କେନ୍ଦ୍ରରେ ରବିବାର ଟ୍ରାଫିକ କନ୍‌ଷ୍ଟେବଲ-୨୦୨୪ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ନେଇ ଅଭିଯୋଗ ହୋଇଛି। ପ୍ରଶ୍ନପତ୍ର ଦେବା ପୂର୍ବରୁ ସିଲ୍‌ କଟା ଯାଇଥିବା ହୃଷୀକେଶ ଦାସ ନାମକ ପରୀକ୍ଷାର୍ଥୀ ଅଭିଯୋଗ…

ଆଗାମୀ ତିନି ଦିନ ଏହି ସମସ୍ତ ଜିଲ୍ଲାରେ ଘନ କୁହୁଡ଼ି ସମ୍ଭାବନା

ଗତ ୨୪ ଘଣ୍ଟା ମଧ୍ୟରେ ଦେଶର ଅଧିକାଂଶ ସ୍ଥାନରେ ଦେଖାଯାଇଥିବା ସର୍ବନିମ୍ନ କିମ୍ବା ରାତିର ତାପମାତ୍ରାରେ କୌଣସି ବିଶେଷ ପରିବର୍ତ୍ତନ ପରିଲକ୍ଷିତ ହୋଇନାହିଁ ବୋଲି ସୋମବାର ଭାରତ ପାଣିପାଗ ବିଭାଗ (ଆଇଏମଡି) ସୂଚନା ଦେଇଛି। ଆଞ୍ଚଳିକ ପାଣିପାଗ କେନ୍ଦ୍ର ଭୁବନେଶ୍ୱର ପକ୍ଷରୁ ମିଳିଥିବା ସୂଚନା…

ବିଜେପିର ବରିଷ୍ଠ ନେତା ସମୀର ଦେ ଙ୍କ ପରଲୋକ

ବରିଷ୍ଠ ଭାଜପା ନେତା ସମୀର ଦେ’ଙ୍କ ପରଲୋକ ଘଟିଛି । ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ସହ ବିଶିଷ୍ଟ ବ୍ୟକ୍ତିମାନେ ଗଭୀର ଶୋକ ପ୍ରକାଶ କରିଛନ୍ତି । କଟକର ଏକ ଘରୋଇ ହସ୍ପିଟାଲରେ ସମୀର ଦେଙ୍କର ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୬୭ ବର୍ଷ…