ଫୋର୍ବସ୍ ଧନୀ ତାଲିକା ଶୀର୍ଷରେ ମୁକେଶ
ଦେଶରେ ୧୦୦ ବଡ଼ ଧନୀଙ୍କ ସମ୍ପତ୍ତି ଗୋଟିଏ ବର୍ଷ ଭିତରେ ୯ ଲକ୍ଷ କୋଟି ଟଙ୍କା ହ୍ରାସ ପାଇଛି। ୨୦୨୪ରେ ସେମାନଙ୍କ ମୋଟ୍ ସମ୍ପତ୍ତି ୯୭ ଲକ୍ଷ କୋଟି ଟଙ୍କା ଥିଲା। ୨୦୨୫ରେ ତାହା ୯ ପ୍ରତିଶତ ହ୍ରାସ ପାଇ ୮୮ ଲକ୍ଷ କୋଟି ଟଙ୍କା ରହିଯାଇଛି ବୋଲି ଫୋର୍ବସ୍ ପକ୍ଷରୁ ଜାରି କରାଯାଇଥିବା…