Browsing Tag

#odisha

ଭୁବନେଶ୍ୱରରେ ପ୍ରବଳରୁ ଅତି ପ୍ରବଳ ବର୍ଷା ରେକର୍ଡ,୧୦୭ ମିମି ବର୍ଷା ରେକର୍ଡ

୩ ଦିନ ହେଲାଣି ଗରମ ଓ ଗୁଳୁଗୁଳି। ରାତିରେ ଶୋଇବା ମୁସ୍କିଲ। ସମସ୍ତେ ଅପେକ୍ଷା ଥିଲା- କେବେ ହେବ ବର୍ଷା। ବୁଧବାର ରାତି ଅଧରେ ଘୋଟାଇ ଆସିଲା କଳା ବାଦଲ। ଆରମ୍ଭ ହୋଇଗଲା ପ୍ରଚଣ୍ଡ ବଜ୍ରପାତ ସହ ପ୍ରବଳ ବର୍ଷା। ଘଡ଼ଘଡ଼ିର ଆବାଦ ପୂରା ଘଣ୍ଟାଏ ଯାଏ ରହିଲା। ରାତି ତମାମ ବର୍ଷିଲା। ସକାଳ ଉଠିଲା…

ଆଜିଠୁ ଆହୁରି ବଢ଼ିବ ବର୍ଷା , ଆସନ୍ତା ୧୨ ତାରିଖ ଯାଏ ସାରା ରାଜ୍ୟରେ ବର୍ଷା

ଢ଼ାଳୁଛି, ଆହୁରି ଢ଼ାଳିବ । ଆଜିଠୁ ଆହୁରି ବଢ଼ିବ ବର୍ଷା । ଆସନ୍ତା ୧୨ ତାରିଖ ଯାଏ ସାରା ରାଜ୍ୟରେ ବର୍ଷା ଲାଗି ରହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ତେବେ ଆସନ୍ତା ୧୨ ଘଣ୍ଟା ମଧ୍ୟରେ ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ବୋଲି ଆକଳନ କରାଯାଉଛି ।…

ଜାଣନ୍ତୁ କିପରି କଟିବ ଆଜିର ଦିନ

ମେଷ : ଆଜି ମେଷ ରାଶିର ବ୍ୟକ୍ତିଙ୍କ ପାଇଁ ଦିନଟି ଶୁଭ ରହିବ । କାର୍ଯ୍ୟକ୍ଷେତ୍ରରେ ପରିଶ୍ରମର ଭଲ ଫଳ ମିଳିବ ଏବଂ ଅଧିକାରୀଙ୍କ ସହଯୋଗ ପାଇବେ । ବ୍ୟବସାୟରେ ନୂଆ ସୁଯୋଗ ଆସିପାରେ । ପରିବାରରେ ଖୁସିର ପରିବେଶ ରହିବ ଏବଂ ଜୀବନସାଥୀଙ୍କ ସହ ସମ୍ପର୍କ ଅଧିକ ମଧୁର ହେବ । ଛାତ୍ରଛାତ୍ରୀମାନେ…

ଦୁଇ ମ୍ୟାଚ୍ ବିଶିଷ୍ଟ ଟେଷ୍ଟ ଶୃଙ୍ଖଳା ଖେଳିବା ପାଇଁ ଭାରତୀୟ ଦଳ ଶ୍ରୀଲଙ୍କାରେ ପହଞ୍ଚିଛି

ଟେଷ୍ଟ ସିରିଜ ଖେଳିବା ପାଇଁ ଭାରତୀୟ ଦଳ ଶ୍ରୀଲଙ୍କାରେ ପହଞ୍ଚିଛି । ଦୁଇ ମ୍ୟାଚ୍ ବିଶିଷ୍ଟ ଟେଷ୍ଟ ଶୃଙ୍ଖଳା ପାଇଁ କଲମ୍ବୋରେ ପହଞ୍ଚିଛି ଭାରତୀୟ କ୍ରିକେଟ୍ ଦଳ । ଅଗଷ୍ଟ ୧୫ରୁ ପ୍ରଥମ ଟେଷ୍ଟ ଆରମ୍ଭ ହେବ । ଦ୍ୱିତୀୟ ଟେଷ୍ଟ ଅଗଷ୍ଟ ୨୩ରୁ ଖେଳାଯିବ । ଏହି ଶୃଙ୍ଖଳା ୨୦୨୫-୨୭ ବିଶ୍ୱ ଟେଷ୍ଟ…

ପାଠ୍ୟପୁସ୍ତକ ତ୍ରୁଟି ମାମଲା , ପୂର୍ବତନ SCERT ନିର୍ଦ୍ଦେଶକ ମନୋଜ ପାଢ଼ୀଙ୍କୁ ସର୍ତ୍ତମୂଳକ ଜାମିନ

ପାଠ୍ୟପୁସ୍ତକ ତ୍ରୁଟି ମାମଲା । ପୂର୍ବତନ SCERT ନିର୍ଦ୍ଦେଶକ ମନୋଜ ପାଢ଼ୀଙ୍କୁ ସର୍ତ୍ତମୂଳକ ଜାମିନ। ଓଡ଼ିଶାର ସରକାରୀ ସ୍କୁଲ ପାଠ୍ୟପୁସ୍ତକରେ ଏକାଧିକ ତଥ୍ୟଗତ ଓ ବିଷୟବସ୍ତୁଗତ ତ୍ରୁଟିକୁ ନେଇ ସୃଷ୍ଟି ହୋଇଥିବା ବହୁଚର୍ଚ୍ଚିତ ମାମଲାରେ ବଡ଼ ଅପଡେଟ୍ । SCERTର ପୂର୍ବତନ ନିର୍ଦ୍ଦେଶକ ମନୋଜ…

ବାଦଶାହ ଶାହରୁଖ ଖାନଙ୍କ ବହୁ ପ୍ରତୀକ୍ଷିତ ଫିଲ୍ମ କିଙ୍ଗ ର ଶାହରୁଖଙ୍କ ଏକ ଲୁକ୍ ସାମ୍ନାକୁ ଆସିଛି,ଯାହା ଫ୍ୟାନ୍ସଙ୍କ…

ବଲିଉଡ୍‌ର ବାଦଶାହ ଶାହରୁଖ ଖାନଙ୍କ ବହୁ ପ୍ରତୀକ୍ଷିତ ଫିଲ୍ମ କିଙ୍ଗକୁ ନେଇ ଏବେଠାରୁ ଜୋରଦାର ଚର୍ଚ୍ଚା ଆରମ୍ଭ ହୋଇଯାଇଛି । ଯାହା ୨୪ ଡିସେମ୍ବର ୨୦୨୬ରେ ରିଲିଜ ହେବାକୁ ଯାଉଛି । ଫିଲ୍ମ ରିଲିଜ ହେବା ପୂର୍ବରୁ ସୋସିଆଲ ମିଡିଆରେ ଶାହରୁଖଙ୍କ ଏକ ଲୁକ୍ ସାମ୍ନାକୁ ଆସିଛି । ଏହି ଫଟୋକୁ ଫିଲ୍ମର…

ଭାରତୀୟ ରିଜର୍ଭ ବ୍ୟାଙ୍କ୍ ପକ୍ଷରୁ ରେପୋ ରେଟ୍ ଜାରି,ଅପରିବର୍ତ୍ତିତ ରହିଛି ପୂର୍ବର ରେଟ୍

ଯଦି ଆପଣ ହୋମ୍ ଲୋନ୍ କିମ୍ବା କାର୍ ଲୋନ୍ ନେଇଛନ୍ତି ତାହାଲେ ବଢିବନି ଇଏମଆଇ । କାରଣବଦଳିନି ରେପୋ ରେଟ୍ । ଅପରିବର୍ତ୍ତିତ ରହିଛି ପୂର୍ବର ରେଟ୍ । ବୁଧବାର ଭାରତୀୟ ରିଜର୍ଭ ବ୍ୟାଙ୍କ୍ ପକ୍ଷରୁ ରେପୋ ରେଟ୍ ଜାରି କରାଯାଇଛି । ତେବେ ଏଥିରେ କୌଣସି ପରିବର୍ତ୍ତନ ହୋଇନାହିଁ ।…

ରାମମନ୍ଦିର ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ସ୍ୱତନ୍ତ୍ର ପାସର ଆବଶ୍ୟକତା ନାହିଁ,ନୂଆ ବ୍ୟବସ୍ଥାରେ ଶ୍ରଦ୍ଧାଳୁ ପ୍ରଥମେ…

ରାମ ଭକ୍ତଙ୍କ ପାଇଁ ଖୁସି ଖବର । ଅଯୋଧ୍ୟା ରାମମନ୍ଦିରରେ ଶ୍ରଦ୍ଧାଳୁଙ୍କ ସୁବିଧାକୁ ଧ୍ୟାନରେ ରଖି ରାମ ଜନ୍ମଭୂମି ତୀର୍ଥ କ୍ଷେତ୍ର ଟ୍ରଷ୍ଟ ପକ୍ଷରୁ ରାମ ଦରବାର ଦର୍ଶନ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ କରାଯାଇଛି । ଏବେ ରାମମନ୍ଦିର ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ସ୍ୱତନ୍ତ୍ର ପାସର ଆବଶ୍ୟକତା…

ସରିଲା ରାଷ୍ଟ୍ରପତିଙ୍କ ୩ ଦିନିଆ ଓଡ଼ିଶା ଗସ୍ତ,ଭୁବନେଶ୍ବର ରେଳ ଷ୍ଟେସନରେ ପହଞ୍ଚିବା ପରେ ଦିଲ୍ଲୀ ଫେରିଗଲେ ରାଷ୍ଟ୍ରପତି

ସରିଲା ରାଷ୍ଟ୍ରପତିଙ୍କ ୩ ଦିନିଆ ଓଡ଼ିଶା ଗସ୍ତ । ଭୁବନେଶ୍ବରରୁ ଦିଲ୍ଲୀ ଅଭିମୁଖେ ଦ୍ରୌପଦୀ ମୁର୍ମୁ । ଭୁବନେଶ୍ବର ରେଳ ଷ୍ଟେସନରେ ପହଞ୍ଚିବା ପରେ ଦିଲ୍ଲୀ ଫେରିଗଲେ ରାଷ୍ଟ୍ରପତି । ବାୟୁସେନାର ସ୍ୱତନ୍ତ୍ର ବିମାନ ଯୋଗେ ନୂଆଦିଲ୍ଲୀ ଫେରିଛନ୍ତି । ଗତକାଲି ଗଞ୍ଜାମ ଜିଲ୍ଲାର ତପ୍ତପାଣି ନିକଟସ୍ଥ…

ରେଭେନ୍ସା ବିଶ୍ୱବିଦ୍ୟାଳୟ କ୍ୟାମ୍ପସରେ ରାଜନୈତିକ ହସ୍ତକ୍ଷେପକୁ ବିରୋଧ କରି ହଷ୍ଟେଲ୍ର ସମସ୍ତ ଓ୍ୱାର୍ଡେନ ଇସ୍ତଫା…

ଘନେଇଲା ବିବାଦ । ରେଭେନ୍ସା ବିଶ୍ୱବିଦ୍ୟାଳୟ କ୍ୟାମ୍ପସରେ ରାଜନୈତିକ ହସ୍ତକ୍ଷେପକୁ ବିରୋଧ କରି ହଷ୍ଟେଲ୍ର ସମସ୍ତ ଓ୍ୱାର୍ଡେନ ଇସ୍ତଫା ପ୍ରଦାନ କରିଛନ୍ତି । ହଷ୍ଟେଲ ଦାୟିତ୍ୱରୁ ଓହରିବା ସହ ଭିସିଙ୍କୁ ଇସ୍ତଫା ଦେଇଥିବା ସୂଚନା । ଖବର ଅନୁଯାୟୀ, ଦିନ ଗଡ଼ିବା ସହ ରେଭେନ୍ସା…