Browsing Tag

#odisha

ମନୋଜ ମିଶ୍ରଙ୍କ ନାମରେ ଥାନାରେ ଏତଲା

ମନୋଜଙ୍କ ନାଁରେ କଟକ ସାଇବର ଥାନାରେ ଏତଲା । ଏତଲା ଦେଲା ଓଡ଼ିଆ ସିନେମା ଓ ଟିଭି ନିର୍ଦେଶକ ସଙ୍ଘ । ମନୋଜ ନିର୍ଦେଶକମାନଙ୍କ ଚରିତ୍ର ହନନ କରୁଥିବା ଅଭିଯୋଗ ହୋଇଛି । ସାମାଜିକ ଗଣମାଧ୍ୟମରେ ସମ୍ମାନ ହାନୀ କରୁଥିବା ନେଇ ଏତଲାରେ ଉଲ୍ଲେଖ ରହିଛି ।  ରାଜ୍ୟରେ ବିଭିନ୍ନ ସମୟରେ ମୁକ୍ତିଲାଭ…

ପଞ୍ଚୁକ ପାଇଁ ଚଳଚଞ୍ଚଳ ବାବା ଧବଳେଶ୍ଵର ପୀଠ

ପଞ୍ଚୁକ ପାଇଁ ଚଳଚଞ୍ଚଳ ଧବଳେଶ୍ଵର ପୀଠ । ଚନ୍ଦ୍ରଚୂଡ ବେଶରେ ଦର୍ଶନ ଦେଉଛନ୍ତି ବାବା ଧବଳେଶ୍ଵର । ରାତି ୩ଟାରେ ଦ୍ଵାର ଫିଟା ହୋଇ ୧୦୮ ଗରା ଜଳରେ ବାବାଙ୍କ ମହାସ୍ନାନ କରାଯାଇଥିଲା । ପରେ ମଇଲମ, ମଙ୍ଗଳ ଆଳତୀ ପରେ ବାବାଙ୍କୁ ଦର୍ଶନ କରୁଛନ୍ତି ଶ୍ରଦ୍ଧାଳୁ । ୬୦ ଟି ସିସିଟିଭି…

ଦୁଇଦିନିଆ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ମାଝି

ଆଜିଠାରୁ ଦୁଇ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ପ୍ରବାସୀ ଭାରତୀୟ ସମ୍ମିଳନୀର ୱେବସାଇଟ ଶୁଭାରମ୍ଭ କାର୍ଯ୍ୟକ୍ରମରେ ଯୋଗ ଦେବେ । ଜାନୁୟାରୀ ମାସରେ ଭୁବନେଶ୍ୱରରେ ହେବ ପ୍ରବାସୀ ଭାରତୀୟ ସମ୍ମିଳନୀ । ଏନେଇ କେନ୍ଦ୍ର ସରକାରଙ୍କ ବୈଦେଶିକ ବ୍ୟାପାର…

15 ରୁ ବଢିବ ଶୀତ

ଚଳିତ ବର୍ଷ ଶୀତ ପଡ଼ିବା ବିଳମ୍ବ ହେଉଇଁଥିଲେ ମଧ୍ୟ ଆଉ ଦିନେ କିମ୍ବା ଦୁଇଦିନ ଶୀତ ବଢିବାକୁ ଯାଉଛି। ଆଞ୍ଚଳିକ ପାଣିପ   ।  ଆଜି କେନ୍ଦ୍ର ଭୁବନେଶ୍ୱର ପକ୍ଷରୁ ମିଳିଥିବା ସୂଚନ ଅନୁଯାୟୀ ଆସନ୍ତା ୧୫ ତାରିଖରୁ ରାଜ୍ୟରେ ଶୀତ ବଢ଼ିବ। ରାତି ତାପମାତ୍ରା ୨ରୁ ୪ ଡିଗ୍ରୀ ଯାଏ କମିଯିବ। ଏହା…

ରାଜ୍ୟସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଆଜିଠାରୁ ଆରମ୍ଭ

ଶିଶୁ ଦିବସ ଉପଲକ୍ଷେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ରାଜ୍ୟସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ମଙ୍ଗଳବାରଠାରୁ ଭୁବନେଶ୍ୱର କ୍ୟାପିଟାଲ ହାଇସ୍କୁଲ୍‌ ପରିସରରେ ଆରମ୍ଭ ହେବ। ୧୪ ତାରିଖ ଯାଏ ଚାଲିବାକୁ ଥିବା ଏହି ମହୋତ୍ସବରେ ବ୍ଲକ ଓ ଜିଲାସ୍ତରୀୟ ପ୍ରତିଯୋଗିତାରେ କୃତୀ ୨ହଜାର…

ପବିତ୍ର ପଞ୍ଚକ ବ୍ରତ ଆଜିଠୁ ଆରମ୍ଭ, ପ୍ରଥମ ଦିନରେ ଶ୍ରୀକ୍ଷେତ୍ରରେ ଲକ୍ଷ୍ମୀ ନାରାୟଣଙ୍କ ଉପାସନା

ଆଜି ପବିତ୍ର କାର୍ତିକ ମାସ ଶୁକ୍ଳପକ୍ଷ ଏକାଦଶୀ ତିଥି । ପବିତ୍ର ପଞ୍ଚକ ବ୍ରତ ଆଜିଠୁ ଆରମ୍ଭ । ଏହି ପଞ୍ଚକ ବ୍ରତକୁ ଭୀଷ୍ମ ପଞ୍ଚକ ବା ବଗ ପଞ୍ଚକ ବୋଲି କୁହାଯାଏ । ପଞ୍ଚକ ବ୍ରତର ପ୍ରଥମ ଦିନରେ ଶ୍ରୀକ୍ଷେତ୍ରରେ ଲକ୍ଷ୍ମୀ ନାରାୟଣଙ୍କ ଉପାସନା ହେଉଥିବା ବେଳେ ଲକ୍ଷ୍ମୀ ନାରାୟଣ ବେଶରେ ଭକ୍ତଙ୍କୁ…

ମହିଳା କମିଶନ ଅଧ୍ୟକ୍ଷା ପଦରୁ ମିନତି ବେହେରାଙ୍କୁ ବହିସ୍କାର

ମହିଳା କମିଶନ ଅଧ୍ୟକ୍ଷା ପଦରୁ ହଟିଲେ ମୀନତି ବେହେରା। ଜନତାଙ୍କ ସ୍ବାର୍ଥ ପାଇଁ ପଦରୁ ହଟାଯାଇଥିବା ମହିଳା ଶିଶୁ ବିକାଶ ବିଭାଗର ପ୍ରକାଶିତ ବିଜ୍ଞପ୍ତିରେ ଉଲ୍ଲେଖ ରହିଛି । ଏଥିସହ ମହିଳା କମିଶନଙ୍କ ନାମଫଳକକୁ କାଢି ଦିଆଯାଇଛି । ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ ୨୯ ଅକ୍ଟୋବରରେ ମହିଳା…

ବଦଳିଲା ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ଅଧୀନ ନର୍ସଙ୍କ ଡ୍ରେସ କୋଡ୍

ନୂଆ ରଙ୍ଗ ଓ ନୂଆ ଡିଜାଇନର ଡ୍ରେସ୍ ପିନ୍ଧିବେ ନର୍ସ। ଆଉ ସେଥିରେ ରହିବ ସମ୍ବଲପୁରୀ ଛିଟ। ଲାଭେଣ୍ଡର୍ ବା ହାଲୁକା ଗୋଲାପୀ ରଙ୍ଗର ଡ୍ରେସ୍ ପିନ୍ଧିବେ ନର୍ସ ମାନେ। ନର୍ସ ମାନେ ଉଭୟ ଗୋଲାପୀ ରଙ୍ଗର ପ୍ୟାଣ୍ଟ୍ ସର୍ଟ ପିନ୍ଧିବେ। ଆସିଷ୍ଟାଣ୍ଟ୍ ନର୍ସିଂ ସୁପରିଟେଣ୍ଡଣ୍ଟ୍ ମାନେ ସାୟନ୍ ବ୍ଲୁ…

ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କ ବଡ ଘୋଷଣା

ରାଜ୍ୟରେ ମହିଳାମାନଙ୍କୁ ନ୍ୟାୟ ପ୍ରଦାନ ଲାଗି ଏକ ବଡ଼ ପଦକ୍ଷେପ ନେବାକୁ ଯାଉଛନ୍ତି ରାଜ୍ୟ ସରକାର। ମହିଳାଙ୍କ ବିରୋଧରେ ବଢ଼ିଚାଲିଥିବା ଅପରାଧକୁ ନ୍ୟାୟ ଦେବା ଲାଗି ରାଜ୍ୟର ବିଭିନ୍ନ ଅଞ୍ଚଳରେ ଏହି ୪ଟି କୋର୍ଟ ପ୍ରତିଷ୍ଠା ହେବ ବୋଲି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କହିଛନ୍ତି। ଏହି…

ସ୍ବିଗି ଓ ଜୋମାଟୋ ବିରୋଧରେ ଗମ୍ଭୀର ଅଭିଯୋଗ

ଲୋକଙ୍କ ନିକଟରେ ଭୋଜନ ପହଞ୍ଚାଉଥିବା ଦେଶର ଦୁଇ ଅନଲାଇନ ପ୍ଲାଟଫର୍ମ ସ୍ବିଗି ଓ ଜୋମାଟୋ ବିରୋଧରେ ଗମ୍ଭୀର ଅଭିଯୋଗ ଆସିଛି । ଏହି ଦୁଇ ସଂସ୍ଥା ଦେଶର ପ୍ରତିଯୋଗିତା ନିୟମକୁ ଖୋଲାଖୋଲି ଉଲ୍ଲଂଘନ କରି କାରବାର କରୁଛନ୍ତି । ସେମାନେ ବଡ଼ ବଡ଼ ସଂସ୍ଥାକୁ  ପ୍ରାଥମିକତା ଦେଉଛନ୍ତି ।…