Browsing Tag

#odisha

ହେଲାଣି ଶୀତ ଦିନ କିନ୍ତୁ ଏଯାଏଁ ଗରମରୁ ନାହିଁ ନିସ୍ତାର

ଆସି ହେଲାଣି ଶୀତ ଦିନ କିନ୍ତୁ ଏଯାଏଁ ଗରମରୁ ନାହିଁ ନିସ୍ତାର । ନଭେମ୍ବରରେ ଥରାଇବା କଥା ଶୀତ କିନ୍ତୁ ଗରମର ପ୍ରକୋପ ଯାଉନାହିଁ । ରାଜସ୍ଥାନ , ଜୈସଲମେର ଏବଂ ବିକାନେର ରେ ଏବେ ବି ଗରମରୁ ମୁକ୍ତି ମିଳିନି । ରାଜସ୍ଥାନରେ 123 ବର୍ଷର ରେକର୍ଡ଼ ଭାଙ୍ଗିଛି ଗରମ । ବାଡ଼ମେର ରେ ସବୁଠାରୁ 37.8…

ଓଡ଼ିଶା ଟେନିସ ଇତିହାସରେ ନୂଆ ଅଧ୍ୟାୟ ଯୋଡ଼ଛନ୍ତି ଓଡ଼ିଆ ପୁଅ କବିର ହଂସା

ଓଡ଼ିଶା ଟେନିସ ଇତିହାସରେ ନୂଆ ଅଧ୍ୟାୟ ଯୋଡ଼ଛନ୍ତି ଓଡ଼ିଆ ପୁଅ କବିର ହଂସା  ନିଜ ଖେଳ ଜୀବନର ଶ୍ରେଷ୍ଠ ପ୍ରଦର୍ଶକ ସହ ପ୍ରଥମ ଓଡ଼ିଶା ଖେଳାଳି ଭାବେ ଜିତିଛନ୍ତି ବରିଷ୍ଠ ବର୍ଗର ଆଇଟିଏଫ ଉପବିଜେତା ଟ୍ରଫି । କଳିଙ୍ଗ ଷ୍ଟାଡ଼ିୟମ ଟେନିସ କଂପ୍ଳେକ୍ସରେ ଚାଲିଥିବା ଆଇଟିଏଫ ବିଶ୍ବ ଟେନିସ ଟୁର…

ପଦ୍ମ ସମ୍ମାନରେ ସମ୍ମାନିତଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କର ବଡ ଘୋଷଣା

ପଦ୍ମ ସମ୍ମାନରେ ସମ୍ମାନିତଙ୍କୁ ମିଳିବ ମାସିକ ୩୦ ହଜାର ଟଙ୍କା । ଏ ସମ୍ମାନସୂଚକ ସହାୟତା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ରାଜ୍ୟର ୫୫ ଜଣ ଜୀବିତ ପଦ୍ମ ବିଜେତା ପାଇବେ ଏ ସହାୟତା । ଏଥିପାଇଁ ବର୍ଷକୁ ୨ କୋଟି ଟଙ୍କା ଖର୍ଚ୍ଚ ହେବ । ନିଷ୍ପତ୍ତିକୁ ସ୍ବାଗତ କଲେ କେନ୍ଦ୍ରମନ୍ତ୍ରୀ…

ଆଜି ପବିତ୍ର ଅଁଳା ନବମୀ

ଆଜି ପବିତ୍ର ଅଁଳା ନବମୀ । ଚଳଚଞ୍ଚଳ ସାକ୍ଷୀଗୋପାଳ ମନ୍ଦିର । ରାଧାପାଦ ଦର୍ଶନ କରୁଛନ୍ତି ଭକ୍ତ । ଓଡିଆଣୀ ବେଶରେ ଦର୍ଶନ ଦେଉଛନ୍ତି ଶ୍ରୀରାଧା । ପାରମ୍ପରିକ ସୁବର୍ଣ୍ଣ ଗହଣା ଗୁଡିକ ମାଆଙ୍କ ପାଖରେ ଲାଗି କରାଯାଇଛି ।  ଏଥିସହିତ ସାକ୍ଷୀଗୋପାଳ ଠାକୁର ନଟବର ବେଶରେ ସଜ୍ଜିତ ହୋଇ ଛନ୍ଦାଚରଣରେ…

ଆସନ୍ତା 20 ରେ ବନ୍ଦ ରହିବ ଷ୍ଟକ ବଜାର

ଆସନ୍ତା ନଭେମ୍ବର ୨୦ ବୁଧବାର ମହାରାଷ୍ଟ୍ରରେ ନିର୍ବାଚନ ଯୋଗୁଁ ଷ୍ଟକ ବଜାରରେ ଛୁଟି ରହିବ । ଅର୍ଥାତ୍ ସେହିଦିନ ବମ୍ବେ ଷ୍ଟକ ଏକ୍ସଚେଞ୍ଜ ଓ ନ୍ୟାସନାଲ ଷ୍ଟକ ଏକ୍ସଚେଞ୍ଜରେ କୌଣସି କାରବାର ହେବ ନାହିଁ । ମହାରାଷ୍ଟ୍ରରେ ବିଧାନସଭା ନିର୍ବାଚନ ପାଇଁ ନଭେମ୍ବର ୨୦ରେ ଭୋଟ ଗ୍ରହଣ ହେବ । ଗୋଟିଏ…

ଲାଗୁ ହେବ ଜାତୀୟ ଶିକ୍ଷା ନୀତି

ଉଚ୍ଚ ଶିକ୍ଷା କ୍ଷେତ୍ରରେ ୨୦୨୪-୨୫ ଶିକ୍ଷା ବର୍ଷରେ ଜାତୀୟ ଶିକ୍ଷା ନୀତି ୨୦୨୦ କାର୍ଯ୍ୟକାରୀ ହେବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ନିଷ୍ପତ୍ତି ଗ୍ରହଣ କରିଛନ୍ତି। ଓଡ଼ିଶା ସରକାର ଉଚ୍ଚଶିକ୍ଷା ବିଭାଗ ଅଧୀନରେ ଥିବା ସମସ୍ତ ସରକାରୀ ବିଶ୍ୱବିଦ୍ୟାଳୟ ଏବଂ ଅନୁବନ୍ଧିତ ମହାବିଦ୍ୟାଳୟ…

ପଦ୍ମ ବିଜେତାଙ୍କ ପାଇଁ ଖୁସି ଖବର , ମିଳିବ 30 ହଜାର ଟଙ୍କା

ପଦ୍ମ ବିଜେତା ଓ ତାଙ୍କ ପରିବାର ପାଇଁ ଓଡ଼ିଶା ସରକାର ଖୁସି ଖବର ଆଣିଛନ୍ତି। ‌ମୋହନ ଚରଣ ମାଝୀଙ୍କ ସରକାର ରାଜ୍ୟର ସମସ୍ତ ପଦ୍ମ ବିଜେତାଙ୍କୁ ସମ୍ମାନ ସୂଚକ ସହାୟକ ରାଶି ଭାବେ ମାସକୁ ୩୦ ହଜାର ଟଙ୍କା ପ୍ରଦାନ କରିବେ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ନିଷ୍ପତ୍ତି ଗ୍ରହଣ ସହ…

ପୂରଣ ହେବ ହୋମଗାର୍ଡ଼ ପଦବୀ

ରାଜ୍ୟରେ ହୋମ ଗାର୍ଡଙ୍କ ନିଯୁକ୍ତି ଉପରେ ଥିବା ରହିତାଦେଶକୁ ପ୍ରତ୍ୟାହୃତ କରିଛନ୍ତି ରାଜ୍ୟ ସରକାର । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶରେ ଏହି ରହିତାଦେଶ  ପ୍ରତ୍ୟାହୃତ ହୋଇଛି । ଏହାଦ୍ୱାରା ରାଜ୍ୟରେ ଖାଲିଥିବା ହୋମ ଗାର୍ଡ ପଦବୀ ଖୁବ୍ ଶୀଘ୍ର ପୂରଣ ହୋଇ ପାରିବ ।ସୂଚନା ଯୋଗ୍ୟ…

ଆଇଏଏସ୍‌ସ୍ତରରେ ବଡ଼ ଧରଣର ଅଦଳବଦଳକ

ରାଜ୍ୟ ସରକାରଙ୍କ ପକ୍ଷରୁ ଶନିବାର ଆଇଏଏସ୍‌ସ୍ତରରେ ବଡ଼ ଧରଣର ଅଦଳବଦଳକ କରାଯାଇଛି। ଶକ୍ତି ବିଭାଗର ସଚିବ ପଦରୁ ହେମନ୍ତ ଶର୍ମାଙ୍କୁ ବଦଳି କରାଯାଇଛି। ପ୍ରମୁକ ସଚିବ ବିଶାଲ କୁମାର ଦେବଙ୍କୁ ଶକ୍ତି ବିଭାଗର ଅତିରିକ୍ତ ଦାୟିତ୍ୱ ଦିଆଯାଇଛି। ଖାଦ୍ୟ ଯୋଗାଣ ସଚିବ ପଦରୁ ବୀର ବିକ୍ରମ ଯାଦବଙ୍କୁ…

ନଭେମ୍ବର ୧୨ ତାରିଖରୁ ଶ୍ରୀମନ୍ଦିରରେ ଆରମ୍ଭ ହେବ ପଞ୍ଚୁକ ନୀତି

ନଭେମ୍ବର ୧୨ ତାରିଖରୁ ଶ୍ରୀମନ୍ଦିରରେ ଆରମ୍ଭ ହେବ ଶ୍ରୀଜୀଉଙ୍କ ପଞ୍ଚୁକ ନୀତି। ଅନୁଷ୍ଠିତ ହେବ ମହାପ୍ରଭୁଙ୍କର ସ୍ବତନ୍ତ୍ର ବେଶ । କାର୍ତ୍ତିକ ମାସ ଆରମ୍ଭରୁ ରାଧାଦାମୋଦର ବେଶରେ ଦର୍ଶନ ଦେଉଛନ୍ତି ଶ୍ରୀଜୀଉ ୧୨ ତାରିଖରେ ହେବ ଲକ୍ଷ୍ମୀନାରାୟଣ ବେଶ। ୧୩ରେ ବାଙ୍କଚୂଡ଼ା ବେଶ, ୧୪ରେ…