Browsing Tag

#odisha

ଅଣପଞ୍ଜିକୃତ ହବିଷ୍ୟାଳିଙ୍କୁ ରଖିବା ପାଇଁ ସରକାର ନେଲେ ପଦକ୍ଷେପ

ଅଣପଞ୍ଜିକୃତ ହବିଷ୍ୟାଳିଙ୍କୁ ରଖିବା ପାଇଁ ଆରମ୍ଭ ହେଲା ପ୍ରକ୍ରିୟା । ବୃନ୍ଦାବତୀ ନିବାସର ବେସମେଣ୍ଟରେ ରହିବେ ୧୪୦ ହବିଶ୍ୟାଳି। ତେବେ ଆଜି ସୁଦ୍ଧା ସମସ୍ତ ତାଲିକା ଚୂଡାନ୍ତ ହୋଇସାରିବା ପରେ ଅନ୍ୟମାନଙ୍କୁ ପଞ୍ଜିକରଣ କରି ରଖିବାର ବ୍ୟବସ୍ଥା ହେବ ବୋଲି କହିଛନ୍ତି ଜିଲ୍ଲାପାଳ । ଯେଉଁମାନେ…

ପୁରୀରେ ନିର୍ମାଣ ହେବାକୁ ଥିବା ବିମାନବନ୍ଦର ପାଇଁ ଖୁବ୍‌ ଶୀଘ୍ର ଜମି ଅଧିଗ୍ରହଣ ପ୍ରକ୍ରିୟା ଆରମ୍ଭ

ପୁରୀରେ ନିର୍ମାଣ ହେବାକୁ ଥିବା ‘ଶ୍ରୀ ଜଗନ୍ନାଥ ଅନ୍ତର୍ଜାତୀୟ ବିମାନବନ୍ଦର’ ପାଇଁ ଖୁବ୍‌ ଶୀଘ୍ର ଜମି ଅଧିଗ୍ରହଣ ପ୍ରକ୍ରିୟା ଆରମ୍ଭ ହେବ। ଏଥିପାଇଁ ପୁରୀ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଏକ ୧୨ଜଣିଆ କମିଟି ଗଠନ ହୋଇଛି। ଏହି କମିଟି ଜମି ଅଧିଗ୍ରହଣ କରିବା ସହ ଜମି ମାଲିକମାନଙ୍କୁ ତୁରନ୍ତ…

ଆଜିଠାରୁ କାର୍ତ୍ତିକ ମାସ ଆରମ୍ଭ

ଆଜିଠାରୁ ଆରମ୍ଭ ହୋଇଛି କାର୍ତ୍ତିକ ବ୍ରତ। 12 ମାସ ମଧ୍ୟରୁ ଧର୍ମ ଓ ପୂଣ୍ୟର ମାସ ହେଉଛି କାର୍ତ୍ତିକ ମାସ। ଏଥିପାଇଁ ଶ୍ରୀକ୍ଷେତ୍ର ସମ୍ପୂର୍ଣ୍ଣ ଚଳଚଞ୍ଚଳ ହୋଇଛି। ସକାଳୁ ସକାଳୁ ହବିଷ୍ୟାଳି ମାନେ ତୀର୍ଥ ପୁଷ୍କରିଣୀ ସମେତ ସରକାରଙ୍କ ତରଫରୁ ହୋଇଥିବା 4ଟି ଅସ୍ଥାୟୀ ହବିଷ୍ୟାଳି ଶିବିରରେ…

22ରେ ଲଘୁଚାପ ନେବ ବାତ୍ୟା ରୂପ

କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଥିବା ଲଘୁଚାପ ସମୁଦ୍ରରୁ ବଳ ଗୋଟାଇବ । ଫଳରେ ଏହା ବାତ୍ୟାରେ ପରିଣତ ହୋଇପାରେ । ତେବେ ଏହାର ତୀବ୍ରତା ଓ ଗତିପଥକୁ ନେଇ ବାରମ୍ୱାର ଆକଳନ ପରିବର୍ତ୍ତନ କରୁଛି ଜିଏଫଏସ୍ ମଡେଲ, ଯାହାକୁ ନେଇ ସନ୍ଦେହ ବଢୁଛି । ଇସିଏମଡବ୍ଲୁଏଫ ମଡେଲ କେବଳ…

ଓଡ଼ିଶା ପ୍ରଦେଶ କଂଗ୍ରେସ ସଭାପତି ଚୟନ ପାଇଁ ଏଆଇସିସି ପ୍ରକ୍ରିୟା ଆରମ୍ଭ

ଓଡ଼ିଶା ପ୍ରଦେଶ କଂଗ୍ରେସ ସଭାପତି ଚୟନ ପାଇଁ ଏଆଇସିସି ପ୍ରକ୍ରିୟା ଆରମ୍ଭ ‌କରିଛି। ଛତିଶଗଡ଼ କଂଗ୍ରେସ ବିଧାୟକ ଦଳ ନେତା ଚରଣ ଦାସ ମହନ୍ତଙ୍କୁ ଓଡ଼ିଶା ପିସିସିର ସାଙ୍ଗଠନିକ କାର୍ଯ୍ୟ ଓ ନେତୃତ୍ବ ସଂପର୍କରେ ଏକ ବିସ୍ତୃତ ରିପୋର୍ଟ ପ୍ରଦାନ କରିବା ପାଇଁ କୁହାଯାଇଛି। ମିନାକ୍ଷୀ…

ଶେଖ୍ ହସିନାଙ୍କ ବିରୋଧରେ ଗିରଫ ପରୱାନା ଜାରି

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନାଙ୍କ ସମସ୍ୟା ବଢିଚାଲିଛି । ଢାକାସ୍ଥିତ ଅନ୍ତର୍ଜାତୀୟ ଅପରାଧ ଟ୍ରିବ୍ୟୁନାଲ ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କ ବିରୋଧରେ ବ୍ୟାପକ ଛାତ୍ର ଆନ୍ଦୋଳନ ସମୟରେ ମାନବିକତା ବିରୋଧୀ ଅପରାଧ ଅଭିଯୋଗରେ ଗିରଫ ପରୱାନା ଜାରି କରିଛନ୍ତି। ଏହି…

ଆରମ୍ଭ ହେଲା ଧର୍ମ ମାସ, , ଭୁଲରେ କରନ୍ତୁ ନାହିଁ ଏହି କାମ

କାର୍ତ୍ତିକ ମାସର ଆରମ୍ଭ ୧୭ ଅକ୍ଟୋବର ସନ୍ଧ୍ୟା ୪ଟା ୫୬ ମିନିଟ୍‌ରେ କାର୍ତ୍ତିକ ମାସ କୃଷ୍ଣ ପ୍ରତିପଦା ତିଥିରୁ ଆରମ୍ଭ ହୋଇଥାଏ । କାର୍ତ୍ତିକ ମାସ ୧୫ ନଭେମ୍ବରରେ ଶେଷ ହେବ । ସଠିକ୍‌ ନିୟମ ଅନୁସାରେ କାର୍ତ୍ତିକ ମାସରେ ପୂଜାପାଠ କରିବା ଦ୍ୱାରା ବ୍ୟକ୍ତିଙ୍କ ଜୀବନରେ ଧନ,ସୁଖସମୃଦ୍ଧି ବୃଦ୍ଧି…

ଆସନ୍ତାକାଲି ଠାରୁ ବନ୍ଦ ରହିବ ପାନୀୟ ଜଳ ଯୋଗାଣ

ଭୁବନେଶ୍ୱରରେ ଅଧିକାଂଶ ଅଞ୍ଚଳରେ ପାନୀୟ ଜଳ ଯୋଗାଣ ୨୪ ଘଣ୍ଟା ଧରି ବନ୍ଦ ରହିବ। ଶୁକ୍ରବାର ଅପରାହ୍ନ ୨ଟାରୁ ଶନିବାର ୨ଟା ପର୍ଯ୍ୟନ୍ତ ପାନୀୟ ଜଳ ଯୋଗାଣ ବନ୍ଦ ରହିବ ବୋଲି ଜଣାପଡିଛି। ଘାଟିକିଆ, ପୋଖରୀପୁଟ, ହାଇ ଲେଭେଲ ଟ୍ୟାଙ୍କ, ନୟାପଲ୍ଲୀ ଅଞ୍ଚଳ ଓ ଚନ୍ଦ୍ରଶେଖରପୁରରେ ପାଣି ଯୋଗାଣ ବନ୍ଦ…

କାର୍ତ୍ତିକ ମାସରେ 2ଟି ଦ୍ବାର ଦେଇ ଶ୍ରୀମନ୍ଦିରରେ ପ୍ରବେଶ କରିବେ ଭକ୍ତ

କାର୍ତ୍ତିକ ମାସକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିରରେ ଦର୍ଶନ ବ୍ୟବସ୍ଥାରେ କରାଯାଇଛି ପରିବର୍ତ୍ତନ । ଆସନ୍ତାକାଲିଠୁ ୨ଟି ଦ୍ବାର ଦେଇ ଶ୍ରୀମନ୍ଦିରରେ ପ୍ରବେଶ କରିହେବ। କେବଳ ସିଂହଦ୍ଵାର ଓ ପଶ୍ଚିମଦ୍ବାର ଦେଇ ଭକ୍ତ ମାନେ ପ୍ରବେଶ କରିବେ। ସିଂହଦ୍ଵାର  ବ୍ୟତୀତ ଅନ୍ୟ ତିନି ଦ୍ବାର…

ଲଘୁଚାପ ଅବପାତରେ ପରିଣତ

ଦକ୍ଷିଣପୂର୍ବ ବଙ୍ଗୋପ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଅବପାତରେ ପରିଣତ ହୋଇଛି। ଓଡ଼ିଶା ଉପରେ ଏହାର ପ୍ରଭାବ ନଥିବାରୁ ରାଜ୍ୟରେ ପାଗ ଶୁଖିଲା ରହିଛି। ତେବେ ଆସନ୍ତା ୨୨ ତାରିଖ ବେଳକୁ କେନ୍ଦ୍ରୀୟ ବଙ୍ଗୋପ ସାଗରରେ ଆଉଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ୨୦ ତାରିଖ…