Browsing Tag

#odisha

ଭିଜିଲାନ୍ସ ଜାଲରେ ଏସ୍‌ସିବି ଡାଟା ଏଣ୍ଟ୍ରି ଅପରେଟର

କଟକ ଏସ୍‌ସିବି ମେଡିକାଲର ଡାଟାଏଣ୍ଟ୍ରି ଅପରେଟର ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ଡାଟାଏଣ୍ଟ୍ରି ଅପରେଟର ସ୍ମୃତି ରଞ୍ଜନ ସାହୁ ଜଣେ ରୋଗୀଙ୍କ ସମ୍ପର୍କୀୟଙ୍କଠାରୁ ୨ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଧରିଥିଲା। ମାଗଣା ମେଡିସିନ ପାଇଁ ସେ ଲାଞ୍ଚ ନେଉଥିବା ଅଭିଯୋଗ ହୋଇଥିଲା।…

ଆଜିଠୁ ଖୋଲିଲା ଶିମିଳିପାଳ ଅଭୟାରଣ୍ୟ

ଆଜିଠୁ ଖୋଲିଲା ପର୍ଯ୍ୟଟକଙ୍କ ପାଇଁ ଶିମିଳିପାଳ ଅଭୟାରଣ୍ୟ। ସକାଳ ୬ଟାରୁ ଦିନ ଗୋଟାଏ ଯାଏ ପ୍ରବେଶ ଅନୁମତି ରହିଛି। ଯଶିପୁର କାଳିଆଣି ଗେଟ ଦେଇ ୩୫ଟି ଗାଡି ଏବଂ ବାରିପଦା ପିଠାବଟା ଲୁଲୁଙ୍ଗ ପଟୁ ୨୫ଟି ଗାଡିକୁ ପ୍ରବେଶ ଅନୁମତି ରହିଛି। ଏଥିପାଇଁ ଅଭୟାରଣ୍ୟ କର୍ତ୍ତୃପକ୍ଷ ସମସ୍ତ ପ୍ରକାର…

ଅବସର ଘୋଷଣା କଲେ ଟେନିସ ତାରକା ରାଫେଲ ନାଦାଲ

ଟେନିସ ତାରକା ତଥା ୨୨ ଥର ଗ୍ରାଣ୍ଡ ସ୍ଲାମ ବିଜେତା ରାଫେଲ ନାଦାଲ ଅବସର ଘୋଷଣା କରିଛନ୍ତି। ଟେନିସ ପ୍ରଶଂସକଙ୍କୁ ଏହା ଅତ୍ୟନ୍ତ ନିରାଶ କରିଛି। ନାଦାଲଙ୍କ ଅବସର ସହିତ ଏକ ଟେନିସ ଯୁଗର ଅବସାନ ମଧ୍ୟ ଘଟିବାକୁ ଯାଉଛି। ନାଦାଲ ଏକ ଭିଡିଓ ବାର୍ତ୍ତା ଜାରି କରି ଅବସର ସମ୍ପର୍କରେ ଘୋଷଣା…

କେବେ ଆସିବ ନୂଆ ରାସନ କାର୍ଡ଼ , ମନ୍ତ୍ରୀ ଦେଲେ ସୂଚନା

ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଯୋଜନା ଅନ୍ତର୍ଗତ କେନ୍ଦ୍ର ସରକାର ୨୦୨୮ ପର୍ଯ୍ୟନ୍ତ ମାଗଣା ରାସନ ସୀମା ବୃଦ୍ଧି କରିଛନ୍ତି। ଏହାପରେ  ରାଜ୍ୟ ମଧ୍ୟ ସୀମା ବୃଦ୍ଧି ପାଇଁ  ଯୋଜନା କରିଛନ୍ତି। ରାଜ୍ୟର ନିଜସ୍ବ ଯୋଜନା ଅନୁସାରେ ଅବଧି ବୃଦ୍ଧି କରାଯିବ ବୋଲି ଖାଦ୍ୟ ଯୋଗାଣ  ଓ ଖାଉଟି କଲ୍ୟାଣ…

ସାଲିଆସାହିରରେ ପୁଣି ଠାବ ହେଲା ଦେଶୀ ମଦ କାରଖାନା

ସାଲିଆସାହିର ନୀଳଚକ୍ର ନଗରରେ ଦେଶୀ ମଦ କାରଖାନାରେ ଅବକାରୀ ଟିମ୍‌ ପକ୍ଷରୁ ଚଢ଼ାଉ କରାଯାଇଛି। ଶହ ଶହ ଲିଟର ଦେଶୀ ମଦ ଜବତ ସହ ପୋଚ ନଷ୍ଟ କରିଛି ।ଗୁରୁବାର ଭୋର ୫ଟାରୁ ପୂର୍ବାହ୍ନ ୯ଟା ପର୍ଯ୍ୟନ୍ତ ୪ ଘଣ୍ଟା ଧରି ଅବକାରୀ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଥିଲା । ଚଢ଼ାଉବେଳେ ୨ଟି ବଡ଼ ଦେଶୀ ମଦ…

ରାଉରକେଲା-ଜଗଦଲପୁର ଏକ୍ସପ୍ରେସ୍‌ ଯାଉଥିବାବେଳେ ଟନେଲ୍‌ରୁ ଖସିଲା ପଥର

ବୁଧବାର ବିଳମ୍ବିତ ରାତିରେ କୋରାପୁଟ-ରାୟଗଡ଼ା ରେଳପଥରେ ଟନେଲ ମଧ୍ୟରୁ ପଥର ଖସିଛି। ରେଳ ଧାରଣା ଉପରେ ପଥର ପଡ଼ିଲା। ଛିଣ୍ଡିଗଲା ଓଭର ହେଡେ୍‌ଡ ଇକ୍ୟୁପ୍‌ମେଣ୍ଟ ତାର। ଦୀର୍ଘ ୪ଘଣ୍ଟାର କସରତ ପରେ କୋରାପୁଟ-ରାୟଗଡ଼ା ରେଳ ପଥରେ ରେଳ ଚଳାଚଳ ସ୍ବାଭାବିକ ହୋଇଥିଲା। କାକିରିଗୁମ୍ମା-ଲକ୍ଷ୍ମୀପୁର…

ମାଡ଼ିଆସୁଛି ବାତ୍ୟା ମିଲ୍ଟନ

ମାଡ଼ିଆସୁଛି ବାତ୍ୟା ମିଲ୍ଟନ । ଆମେରିକା ଫ୍ଲୋରିଡ଼ା ସହରରେ ଆଲର୍ଟ । 100 ବର୍ଷରେ ସବୁଠାରୁ ଭୟଙ୍କର ବାତ୍ୟା ଆସୁଥିବା ସୂଚନା । ଲୋକଙ୍କୁ ବିପଜ୍ଜନକ ସ୍ଥାନ ଛାଡ଼ିବାକୁ ନିର୍ଦେଶ ଦିଆଯାଇଛି । 10 ଦିନ ମଧ୍ୟରେ ଆମେରିକାରେ ଏହା ହେଉଛି ଦ୍ବିତୀୟ ବଡ଼ ଝଡ଼ । ଅନ୍ତର୍ଜାତୀୟ ଗଣମାଧ୍ୟମ ରିପୋର୍ଟ…

ପର୍ଯ୍ୟଟକଙ୍କ ପାଇଁ ଖୋଲିଲା ଶିମିଳିପାଳ

ଦେଶର ଅଷ୍ଟମ ଜୈବମଣ୍ଡଳ ଭାବେ ଶିମିଳିପାଳ ପର୍ଯ୍ୟଟକଙ୍କ ଲାଗି ବିଶେଷ ଆକର୍ଷଣର କେନ୍ଦ୍ରବିନ୍ଦୁ। ରାଜ୍ୟ, ଦେଶ ତଥା ବିଦେଶରୁ ପ୍ରତିବର୍ଷ ଶହ ଶହ ପର୍ଯ୍ୟଟକ ଶିମିଳିପାଳର ବନ୍ୟ ଜୀବଜନ୍ତୁଙ୍କୁ ଦେଖିବା ସହ ନଦୀ, ଝରଣା, ପ୍ରପାତ ତଥା ପ୍ରାକୃତିକ ସୌନ୍ଦର୍ଯ୍ୟକୁ ଉପଭୋଗ କରିଥାନ୍ତି। ପ୍ରତିବର୍ଷ…

ମଣ୍ଡପରେ ଚାଲିଛି ମା‘ଙ୍କ ମହାସପ୍ତମୀ ପୂଜା

ଜଗତଜନନୀ ମାଆ ଦୁର୍ଗାଙ୍କ ଶାରଦୀୟ ପୂଜା। ମାଆ ଦୁର୍ଗାଙ୍କ ଆଗମନ ପାଇଁ ଉତ୍ସବମୂଖର ହୋଇଉଠିଛି ଗାଁ ଠୁ ସହର। ଆଜି ପୀଠରେ ମହାଅଷ୍ଟମୀ ପୂଜା ହେଉଥିବାବେଳେ ମଣ୍ଡପରେ ମହାସପ୍ତମୀ ପୂଜା ରହିଛି। ସବୁଠି ଆଧ୍ୟାତ୍ମିକ ପରିବେଶ ଦେଖିବାକୁ ମିଳିଛି। ଆଜି ମହାସପ୍ତମୀ ପୂଜାରେ ବିଶେଷ ରୀତିନୀତିରେ ପୂଜା…

ଚୋର ଧରିବା ପାଇଁ ମଣ୍ଡପରେ ସ୍ବତନ୍ତ୍ର ପୋଲିସ ଫୋର୍ସ ନିୟୋଜିତ

ଭୁବନେଶ୍ୱର:ଦୁର୍ଗତି ନାଶିନୀଙ୍କ ଆବାହନରେ ଚଳଚଂଚଳ ବିଭିନ୍ନ ପୂଜା ମଣ୍ଡପ ଓ ଶକ୍ତିପୀଠ। ଆଜି ପୂଜା ମଣ୍ଡପରେ ମହାମାୟୀଙ୍କର ହେବ ଚକ୍ଷୁଦାନ ପର୍ବ  । ଶକ୍ତିପୀଠରେ ମହାଷ୍ଟମୀ ପୂଜା ହେଉଥିବା ବେଳେ ପୂଜା ମଣ୍ଡପରେ ହେବ ମାଆଙ୍କ ମହାସପ୍ତମୀ ପୂଜା। ମହାଷ୍ଟମୀ ପାଇଁ ସକାଳ ସମୟରେ ନୟାପଲ୍ଲୀ,…