Browsing Tag

#odisha

ବରଗଡ ଜିଲ୍ଲା କାରାଗାରରେ ଚଢ଼ାଉ

ବରଗଡ଼ ଜିଲା କାରାଗାରରେ ଆଜି ସକାଳୁ ପୋଲିସ ଅତର୍କିତ ଭାବରେ ଚଢ଼ାଉ କରିଛି। ଏସ୍‌ପି ପି.ଏସ୍‌ ମୀନାଙ୍କ ନେତୃତ୍ୱରେ ହୋଇଥିବା ଏହି ଚଢ଼ାଉରେ କାରାଗାର ଭିତରୁ ବିପୁଳ ପରିମାଣର ଭାଙ୍ଗ, ଖଇନି, ଗୁଟ୍‌ଖା ଜବତ ହୋଇଛି। ଚଢ଼ାଉରେ ୧୪ ପୋଲିସ ଅଫିସରଙ୍କ ସମେତ ୨ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ଥିଲେ।…

ଯାଜପୁରରେ ଉପନିର୍ବାଚନ କେବଳ ଗଣମାଧ୍ୟମରେ ଚର୍ଚ୍ଚା ହେଉଛି

''ମୋ ଇସ୍ତଫା ଓ ଉପନିର୍ବାଚନ ଗୁଜବ । ଯାଜପୁରରେ ଉପନିର୍ବାଚନ କେବଳ ଗଣମାଧ୍ୟମରେ ଚର୍ଚ୍ଚା ହେଉଛି। ହେଲେ ଏହା ସତ ନୁହେଁ। ଯାହା ସବୁ ଗଣମାଧ୍ୟମରେ ଆଲୋଚନା ହେଉଛି, ତାହା କ’ଣ ସତ କି? ମୋତେ ଯିଏ ଟିକେଟ ଦେଇଛନ୍ତି, ଯାହାଙ୍କ ପାଇଁ ଆଜି ଏ ଜାଗାରେ ପହଞ୍ଚିଛି, ତାଙ୍କ ପାଖରୁ ଏହି ସମ୍ପର୍କରେ…

ଭୁବନେଶ୍ଵରର ନୂଆ ଡିସିପି ଭାବେ ଦାୟିତ୍ୱ ନେଲେ ପିନାକ ମିଶ୍ର

ଭୁବନେଶ୍ଵରର ନୂଆ ଡିସିପି ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ପିନାକ ମିଶ୍ର। ସେ ସହରର ପୂର୍ବତନ ଡିସିପି ପ୍ରତୀକ ସିଂହଙ୍କ ସ୍ଥାନ ନେଇଛନ୍ତି। ଗୁରୁବାର ଦାୟିତ୍ୱ ଗ୍ରହଣ ଅବସରରେ ପିନାକ ମିଶ୍ରଙ୍କୁ କମିଶନରେଟ୍‌ ପୋଲିସ ପକ୍ଷରୁ ସ୍ଵାଗତ କରାଯାଇଛି। କିଛି ଦିନ ତଳେ ରାଜ୍ୟ ସରକାର ଆଇପିଏସ୍‌…

ଓଡ଼ିଶାରେ ବଢ଼ିଛି ବାଘ ସଂଖ୍ୟା

ଓଡ଼ିଶାରେ ବଢ଼ିଛି କଲରାପତରିଆ ବାଘଙ୍କ ସଂଖ୍ୟା। ଓଡ଼ିଶାର ରାୟଗଡ଼ା, କନ୍ଧମାଳ, ସମ୍ବଲପୁର, ସୁନ୍ଦରଗଡ଼, ମୟୂରଭଞ୍ଜ, କେନ୍ଦୁଝର ଏବଂ ଅନୁଗୁଳ ଜିଲ୍ଲାର ଜଙ୍ଗଲରେ କଲରାପତରିଆ ବାଘ ଦେଖିବାକୁ ମିଳନ୍ତି। ରାଜ୍ୟରେ ଶିମିଳିପାଳ ଓ ସାତକୋଶିଆ ଅଭୟାରଣ୍ୟରେ କଲରାପତରିଆ ବାଘଙ୍କ ସଂଖ୍ୟା…

ଶୈଳପୁତ୍ରୀ ବେଶରେ ଦର୍ଶନ ଦେଲେ ମା’ ସମଲେଶ୍ବରୀ

ସମ୍ବଲପୁର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ମନ୍ଦିରରେ ଶାରଦୀୟ ନବରାତ୍ର ପୂଜା ଚାଲିଛି। ଏହି କ୍ରମରେ ଆଜି ମା’ ସମଲେଶ୍ବରୀ ଶୈଳପୁତ୍ରୀ ବେଶରେ ଦର୍ଶନ ଦେଇଛନ୍ତି। ଦେବୀଙ୍କୁ ଏହି ବେଶରେ ଦର୍ଶନ ପାଇଁ ସକାଳୁ ମନ୍ଦିର ପରିସରରେ ଶ୍ରଦ୍ଧାଳୁଙ୍କ ସମାଗମ ହୋଇଛି। ମା’ ସମଲେଶ୍ବରୀଙ୍କୁ…

ନଭେମ୍ବର ୩ରୁ ଓଜେଏସ୍‌ ମେନ୍‌

ଭୁବନେଶ୍ବର: ଏଥର  ଓଡ଼ିଶା ଲୋକସେବା ଆୟୋଗ ପକ୍ଷରୁ କାର୍ଯ୍ୟସୂଚୀ ପ୍ରକାଶିତ ହୋଇଛି । ଏଥିରେ ଓଡ଼ିଶା ନ୍ୟାୟିକ ସେବା-୨୦୨୩ ମେନ୍‌ ପରୀକ୍ଷା ତାରିଖ ଘୋଷଣା କରାଯାଇଛି। ପ୍ରିଲିମିନାରି ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ମୋଟ ୬୮୦ଜଣ ପରୀକ୍ଷାର୍ଥୀ ମେନ୍‌ ଦେବାକୁ ଯୋଗ୍ୟତା ଅର୍ଜନ କରିଛନ୍ତି।…

୫ଲକ୍ଷ କୋଟି ପୁଞ୍ଜି ଆଣିବା ପାଇଁ ଲକ୍ଷ ରଖିଲେ ମୁଖ୍ୟମନ୍ତ୍ରୀ

ଓଡ଼ିଶା ଏକ ନମ୍ବର ରାଜ୍ୟ କରିବା ପାଇଁ ନିବେଶକଙ୍କୁ ଓଡ଼ିଶା ଆସିବାକୁ ନିବେଦନ କରିବି। ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଆଶୀର୍ବାଦରେ ଓଡ଼ିଶାକୁ ଶିଳ୍ପାୟନ ପଥରେ ଆଗେଇ ନେବା ପାଇଁ ଉତ୍କର୍ଷ ଓଡ଼ିଶା କନ୍‌କ୍ଲେଭ୍‌ ଶିଳ୍ପ ବିକାଶ କ୍ଷେତ୍ରରେ ଓଡ଼ିଶାକୁ ଉତ୍କର୍ଷ ଆଣିବ ବୋଲି ମୁଖ୍ୟମନ୍ତ୍ରୀ ମୋହନ…

“ବର୍ତ୍ତମାନ ସ୍ୱଚ୍ଛତା ସମୃଦ୍ଧିର ଏକ ନୂଆ ମାର୍ଗ ପାଲଟିଛି”: ମୋଦି

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ  ନରେନ୍ଦ୍ର ମୋଦୀ ଆଜି ସ୍ୱଚ୍ଛ ଭାରତ ମିଶନ ଶୁଭାରମ୍ଭର ୧୦ ବର୍ଷ ପୂର୍ତ୍ତି ଅବସରରେ ନୂଆଦିଲ୍ଲୀସ୍ଥିତ ବିଜ୍ଞାନ ଭବନରେ ଅକ୍ଟୋବର ୨ ତାରିଖ ୧୫୫ତମ ଗାନ୍ଧୀ ଜୟନ୍ତୀ ଅବସରରେ ସ୍ୱଚ୍ଛ ଭାରତ ଦିବସ ୨୦୨୪ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିଛନ୍ତି । ଶ୍ରୀ ମୋଦୀ ଅମୃତ…

ଭଦ୍ରକରେ ଫେରୁଛି ଶାନ୍ତି

ଭଦ୍ରକରେ ଏକ ସୋସିଆଲ ମିଡିଆ ପୋଷ୍ଟକୁ ନେଇ ବିବାଦ ଉପୁଜିବା ପରେ ଏହା ହିଂସାର ରୂପ ନେଇଥିଲା | ସେହି ଅଞ୍ଚଳରେ ୧୪୪ଧାରା ଲାଗିବା ସହ ଇଣ୍ଟରନେଟ ସେବାଗୁଡିକୁ ସମ୍ପୂର୍ଣ ବନ୍ଦ କରିଦିଆଯାଇଥିଲା | ଭଦ୍ରକ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ବସିଥିଲା ଓ ଇଣ୍ଟରନେଟ ସେବା ଯୋଗାଇବାପାଇଁ…

ଭାଜପା ଉପରେ ବର୍ଷିଲେ ନବୀନ

ପଦଯାତ୍ରାର ଶୁଭାରମ୍ଭ କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ଭୁବନେଶ୍ୱର ଏକାମ୍ର ନିର୍ବାଚନମଣ୍ଡଳୀରୁ ଜନସମ୍ପର୍କ ପଦଯାତ୍ରା ଆରମ୍ଭ କରିଛନ୍ତି।ତେବେ ପଦଯାତ୍ରା ଆରମ୍ଭରୁ ସେ ଭାଜପାକୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି, ମିଛ କହି ଭାଜପା କ୍ଷମତାକୁ ଆସିଛି। ପଦ ଯାତ୍ରାରେ ଭାଜପା…